ମାସିକ ପ୍ରକାଶିତ ଲେଖା | Odia Sahitya | Odia Language | Odia Magazine

ନବ ପ୍ରତିଭା

ଲୁଡୁ ଖେଳ
|- ବିଭୁ ସାମନ୍ତ
କାନ୍ଦୁଛି ପତିତ ସିଂହ ଦୁଆରେ
|- ଚନ୍ଦ୍ରଶେଖର ମିଶ୍ର, ପାତ୍ତପାଟ୍ଟନମ୍‌, ଶ୍ରୀକାକୁଲମ୍‌(ଆନ୍ଧ୍ରପ୍ରଦେଶ)
ପୁଅ ଆମେ ଓଡ଼ିଶାର
|- ଶକ୍ତି ସିଆ,ଗଞ୍ଜାମ

ସାମ୍ପ୍ରତିକ ‘ପୁସ୍ତକ ପ୍ରକାଶନ’ ସୁବିଧା ଓ ପ୍ରତିଯୋଗିତାପୂର୍ଣ୍ଣ ହୋଇଥିବାରୁ ଉତ୍କୃଷ୍ଟ ସାହିତ୍ୟ ବଦଳରେ ନିମ୍ନରୁଚିର ସାହିତ୍ୟ ଉପଲବ୍ଧ ହେଉଛି କି ?

ମତଦାନ ଫଳାଫଳ

ଲେଖକ ଓ ଲେଖିକା

ବୈକୁଣ୍ଠନାଥ ପଟ୍ଟନାୟକ
ଦୟାନିଧି ମିଶ୍ର
ସନ୍ୟାସୀ ନାୟକ
ବିରଜା ବଳ
ଅନନ୍ତ ପଟ୍ଟନାୟକ
କିଶୋରୀ ଚରଣ ଦାସ

ସ୍ବାର୍ଥର ବନିତା ଅଟେ ତୋଷାମୋଦ
ଭୟ, ମିଥ୍ୟା ତାଙ୍କ ପୁତ୍ର,
ରାଜ୍ୟରେ ବିପ୍ଳବ ନିଶ୍ଚୟ ଘଟିବ
ଏମାନେ ହେଲେ ଏକତ୍ର


-ଉତ୍କଳଗୌରବ ମଧୁସୂଦନ ଦାସ

 
 
  • < ୨୦୧୮
  • ଜାନୁଆରୀ
  • ଫେବୃଆରୀ
  • ମାର୍ଚ୍ଚ୍
  • ଏପ୍ରିଲ୍
  • ମେ
  • ଜୁନ୍
  • ଜୁଲାଇ
  • ଅଗଷ୍ଟ୍
  • ସେପ୍ଟେମ୍ବର୍
  • ଅକ୍ଟୋବର୍
  • ନଭେମ୍ବର୍
  • ଡିସେମ୍ବର୍

 ୧ଆଡ଼ମ୍ବର

ଆଡ଼ମ୍ବରପ୍ରିୟତା ଏ ଯୁଗର ଗୋଟିଏ ଲକ୍ଷଣ। କି ରାଜନୀତି, କି ଧର୍ମନୀତି, କି ସମାଜନୀତି, ସର୍ବତ୍ର କିଛି ହେଲେ ଆଡ଼ମ୍ବର ରହିଅଛି। ସମସ୍ତଙ୍କ ଦୃଷ୍ଟିଟା ଯେପରିକି ବାହାରେ ପଡ଼ୁଅଛି। ବାହାରର ଉନ୍ନତିରେ ସମସ୍ତେ ପ୍ରବୃତ୍ତ। ନୀଚ ଉଚ୍ଚପଦସ୍ଥଠାରୁ ପ୍ରଥମେ ବାହ୍ୟ ବିଷୟ କେବଳ ଅନୁକରଣ କରୁଅଛି।

  |-ମୃତ୍ୟୁଞ୍ଜୟ ରଥ  ( ମତାମତ ଦିଅନ୍ତୁ →

 ୨ଗାଁ ମଜଲିସ୍‌

ଡ.ହରେକୃଷ୍ଣ ମହତାବ

ଗତ କେକେମାସ ହେଲା, ଏ ମଜଲିସ୍‌ ବନ୍ଦ ବନ୍ଦ ଥିଲା। କାରଣ ଏ ମଜଲିସ୍‌ରେ ଯାହା ଲୋକେ ଅଙ୍ଗେ ନିଭାଉଛନ୍ତି, ତାହାହିଁ ଆଲୋଚନା କରାହୁଏ। ତେଣୁ ଲୋକେ କଅଣ ଭାବୁଛନ୍ତି, ଅବସ୍ଥାର ପରିବର୍ତ୍ତନ କିପରି ସାଧାରଣଙ୍କ ମନରେ କାର୍ଯ୍ୟ କରୁଛି ତାକୁ ଜାଣିବା ଆବଶ୍ୟକ। ସେତକ ନ କରିପାରିଥିବାରୁ ଖାଲି ଗୁଡ଼ାଏ ବହିପଢ଼ା କଥା ଚର୍ଚ୍ଚାକରି ଲାଭ ନାହିଁ ବୋଲି କିଛିକାଳ ଆଲୋଚନା ବନ୍ଦ ଥିଲା।

  |-ଡ.ହରେକୃଷ୍ଣ ମହତାବ  ( ମତାମତ ଦିଅନ୍ତୁ →

 ୩ଗ୍ରୀଷ୍ମ ବର୍ଣ୍ଣନା

କ୍ରମେ ମଧୁ ଶେଷ ହୋଇଲା ପ୍ରବେଶ ହୋଇଲା ଗ୍ରୀଷମ ସମୟେ।
କରମାଳିକର ମହା ଖରତର କମଳ କୁମାର ପରାୟେ।
ସୁଜନେ, କି କହିବା ମହୀ ତପତ।
କରାଇଲା ନୃତ୍ୟ ପଥିକ ପଦକୁ ସଂଗ୍ରାମଭୂମି ଅଶ୍ୱମତ ।୧।

  |-ଦୀନକୃଷ୍ଣ ଦାସ  ( ମତାମତ ଦିଅନ୍ତୁ →

 ୪ଲୁଡୁ ଖେଳ

ନିଝୁମ ଖରାବେଳେ, ପାଲି ଆଉ ସାର ଧରି , ସେ ଚାଲିଆସେ ଲୁଡୁ ଖେଳିବାକୁ। ଚୈତ୍ର ମାସର ପଖାଳଖିଆ ନିଦ ମୋର ଭାଙ୍ଗିଦେଇ, କେତେ ଅଳିକରେ ; କେତେ ଝଗଡା ପରେ , ମୁଁ ରାଜି ହୁଏ ତା କଥାରେ, ବାଜିଏ ଖେଳିବାକୁ। ବାଜି ରହେ ସିନେମା ଯିବା ନ ହେଲେ ଆଇସ୍କ୍ରିମ ଖୋଇବା।

  |-ବିଭୁ ସାମନ୍ତ  ( ମତାମତ ଦିଅନ୍ତୁ →