ସ୍ବାର୍ଥର ବନିତା ଅଟେ ତୋଷାମୋଦ
ଭୟ, ମିଥ୍ୟା ତାଙ୍କ ପୁତ୍ର,
ରାଜ୍ୟରେ ବିପ୍ଳବ ନିଶ୍ଚୟ ଘଟିବ
ଏମାନେ ହେଲେ ଏକତ୍ର
-ଉତ୍କଳଗୌରବ ମଧୁସୂଦନ ଦାସ
ବିଛଣାରେ ପଡି ପଡି ଶମ୍ଭୁନାଥ ବିଳିବିଳି ହେଉଥିଲେ ଅସ୍ପଷ୍ଟ ପାଟିରେ ପୁଅକୁ କହୁଥିଲେ, ଗମ୍ଭାରୀ ଗଛଟାକୁ ଆଇତିରେ ରଖିଥିବୁରେ ବେନୁଆ, ସେଇଟା ତୋ ବୋଉର ଶେଷ ସନ୍ତକ ଗଲାବେଳେ କାନ୍ଦି କାନ୍ଦି କହିଥିଲା, ବେନୁଆକୁ ଯେମିତି ଯତ୍ନରେ ପାଳିବ, ସେ ଗମ୍ଭାରୀ…