ସ୍ବାର୍ଥର ବନିତା ଅଟେ ତୋଷାମୋଦ
ଭୟ, ମିଥ୍ୟା ତାଙ୍କ ପୁତ୍ର,
ରାଜ୍ୟରେ ବିପ୍ଳବ ନିଶ୍ଚୟ ଘଟିବ
ଏମାନେ ହେଲେ ଏକତ୍ର
-ଉତ୍କଳଗୌରବ ମଧୁସୂଦନ ଦାସ
ତାଙ୍କ ଶାଢ଼ୀରେ ଲକ୍ଷ ବିହଙ୍ଗର ଶୋଭା ବିହଙ୍ଗମାନେ ଉନ୍ନୁଖ ଓ ସୁନ୍ଦର ମିସେସ୍ ପୁରୀ ସମୃଦ୍ଧା ଓ ସୁନ୍ଦରୀ ସୁନ୍ଦରୀ ବୋଲି ଧରିନେବାକୁ ହେଉଛି, କାରଣ ସୌନ୍ଦର୍ଯ୍ୟ ନ ଥିଲେ ତାଙ୍କ ଚାରିପାଖରେ ଏତେ କଳା ଓ କଳ୍ପନା, କୁଟୀର ଶିଳ୍ପ…