ନବ ପ୍ରତିଭା

ମନେପଡ଼େ
|- ରାଜେଶ କୁମାର ବାରିକ, ଦେବେନ୍ଦ୍ର ପୁର, ଅଭଣା,ବାଲେଶ୍ୱର
ରଫ୍ ଖାତା
|- ମନ୍ମଥ କୁମାର ଦଳେଇ, କଣିହା, ତାଳଚେର, ଓଡ଼ିଶା
ଲୁଡୁ ଖେଳ
|- ବିଭୁ ସାମନ୍ତ

ସ୍ବାର୍ଥର ବନିତା ଅଟେ ତୋଷାମୋଦ
ଭୟ, ମିଥ୍ୟା ତାଙ୍କ ପୁତ୍ର,
ରାଜ୍ୟରେ ବିପ୍ଳବ ନିଶ୍ଚୟ ଘଟିବ
ଏମାନେ ହେଲେ ଏକତ୍ର


-ଉତ୍କଳଗୌରବ ମଧୁସୂଦନ ଦାସ

କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଲେଖା

 ୧ବୁଢ଼ାଶଙ୍ଖାରି

କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର

ପ୍ରାୟ ଫଗୁଣ ମାସ ଶେଷ ସରିକି, ଉଦୁଉଦିଆ ଖରାବେଳେ ବୁଢ଼ାଟିଏ ଗୋଟିଏ ଗାଁ ମଝିରେ ଯାଉଥିଲା୤ ଷାଠିଏ ବରଷର ବୁଢ଼ା, ଦାନ୍ତଗୁଡ଼ାକ ସବୁ ପଡ଼ିଗଲାଣି, ମୁଣ୍ଡବାଳ ତେଣିକି ଥାଉ, ଛାତି ବାଳଗୁଡ଼ାକ ପାଚି ଧୋବ ଫରଫର ଦିଶୁଛି୤ ବୁଢ଼ା ମୁଣ୍ଡରେ ଗୋଟିଏ…

( ମତାମତ - 3ଟି )

 ୨ଜୀବନ ସଙ୍ଗୀତ

କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର

ମୋର ସକଳ ଗର୍ବ ଚୂର୍ଣ୍ଣ କରିଛ, ସବୁ ତ ନେଇଛ ଛଡ଼ାଇ,
ଆଶାର ତୁଙ୍ଗ ଶିଖରୁ ଖସାଇ ଧୂଳିରେ ଦେଇଛ ଗଡ଼ାଇ,
ସବୁଥିରୁ କରି ନିଃସ୍ବ
ଶିଖାଇ ଦେଇଛ ଆପଣାର ବୋଲି

( ମତାମତ - 1ଟା )

 ୩ବନ୍ଦେ ଉତ୍କଳ ଜନନୀ

କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର

ବନ୍ଦେ ଉତ୍କଳ ଜନନୀ ଚାରୁ ହାସମୟୀ ଚାରୁ ଭାଷମୟୀ, ଜନନୀ, ଜନନୀ, ଜନନୀ ବନ୍ଦେ ଉତ୍କଳ ଜନନୀ ୥ ପୂତ-ପୟୋଧି-ବିଧୌତ-ଶରୀରା, ତାଳତମାଳ-ସୁଶୋଭିତ-ତୀରା, ଶୁଭ୍ରତଟିନୀକୂଳ-ଶୀକର-ସମୀରା, ଜନନୀ, ଜନନୀ, ଜନନୀ, ବନ୍ଦେ ଉତ୍କଳ ଜନନୀ ୥ ଘନ ଘନ ବନଭୂମି ରାଜିତଅଙ୍ଗେ, ନୀଳ ଭୂଧରମାଳା…

( ମତାମତ - 22ଟି )

 
 
 

♦ ପାଠକୀୟ ମତାମତ