ସ୍ବାର୍ଥର ବନିତା ଅଟେ ତୋଷାମୋଦ
ଭୟ, ମିଥ୍ୟା ତାଙ୍କ ପୁତ୍ର,
ରାଜ୍ୟରେ ବିପ୍ଳବ ନିଶ୍ଚୟ ଘଟିବ
ଏମାନେ ହେଲେ ଏକତ୍ର
-ଉତ୍କଳଗୌରବ ମଧୁସୂଦନ ଦାସ
ଅନନ୍ତ ଯାଏଁ ଲମ୍ବିଛି ଏଇ ରାସ୍ତା ତହିଁରୁ କେବଳ ଚାରିପାଦ ଆମର ଆୟୁଷ୍କାଳ ଯେ, ସେତକ ବି ଚାଲିହେଲାନି ଠିକ୍ଭାବେ କେତେ ସହଜ ଥିଲା କୁହ ଜହ୍ନଗୀତ ଗୁଣୁଗୁଣେଇ ଗୁଣୁଗୁଣେଇ ବୁଟଭଜା ଗୋଟେ ଗୋଟେ ପାଟିରେ ପକେଇ ପକେଇ ଅପରିଚିତ ରାତିର…