ନବ ପ୍ରତିଭା

ଲୁଡୁ ଖେଳ
|- ବିଭୁ ସାମନ୍ତ
କାନ୍ଦୁଛି ପତିତ ସିଂହ ଦୁଆରେ
|- ଚନ୍ଦ୍ରଶେଖର ମିଶ୍ର, ପାତ୍ତପାଟ୍ଟନମ୍‌, ଶ୍ରୀକାକୁଲମ୍‌(ଆନ୍ଧ୍ରପ୍ରଦେଶ)
ପୁଅ ଆମେ ଓଡ଼ିଶାର
|- ଶକ୍ତି ସିଆ,ଗଞ୍ଜାମ

ସାମ୍ପ୍ରତିକ ‘ପୁସ୍ତକ ପ୍ରକାଶନ’ ସୁବିଧା ଓ ପ୍ରତିଯୋଗିତାପୂର୍ଣ୍ଣ ହୋଇଥିବାରୁ ଉତ୍କୃଷ୍ଟ ସାହିତ୍ୟ ବଦଳରେ ନିମ୍ନରୁଚିର ସାହିତ୍ୟ ଉପଲବ୍ଧ ହେଉଛି କି ?

ସର୍ବମୋଟ ମତଦାନ: ୧୮୧୬ Back to Vote Screen

ଲେଖକ ଓ ଲେଖିକା

ସ୍ବଭାବ କବି ଗଙ୍ଗାଧର ମେହେର
ମନୋଜ ଦାସ
ରାଜକିଶୋର ରାୟ
ରଜତ କୁମାର ମିଶ୍ର
ଅନନ୍ତ ପଟ୍ଟନାୟକ
ସୁବ୍ରତ ପ୍ରିୟବ୍ରତ ମହାନ୍ତି

ସ୍ବାର୍ଥର ବନିତା ଅଟେ ତୋଷାମୋଦ
ଭୟ, ମିଥ୍ୟା ତାଙ୍କ ପୁତ୍ର,
ରାଜ୍ୟରେ ବିପ୍ଳବ ନିଶ୍ଚୟ ଘଟିବ
ଏମାନେ ହେଲେ ଏକତ୍ର


-ଉତ୍କଳଗୌରବ ମଧୁସୂଦନ ଦାସ

→ ପ୍ରଚ୍ଛଦ

୩୧ଗାଳ୍ପିକ ଭୂପେନ ମହାପାତ୍ରଙ୍କ ସହିତ ସାକ୍ଷାତକାର

ଜଣେ ଗାଳ୍ପିକ, ଔପନ୍ୟାସିକ ଓ ଅନୁବାଦକ ସହିତ ଜଣେ ମୁକ୍ତ ବୃତ୍ତି ସ୍ତମ୍ଭକାର ଭାବେ ଭୂପେନ ମହାପାତ୍ର ଓଡ଼ିଆ ସାହିତ୍ୟରେ ଏକ ପରିଚିତ ନାମ୤ ଏହା ବ୍ୟତୀତ ଅନେକ ସାହିତ୍ୟ ଅନୁଷ୍ଠାନ ସହିତ ଶ୍ରୀ ମହାପାତ୍ର ମଧ୍ୟ ପ୍ରତ୍ୟେକ୍ଷ ଭାବେ ଜଡ଼ିତ୤ ତାଙ୍କର ଏକାଧିକ ଗଳ୍ପପୁସ୍ତକ ସହିତ ଉପନ୍ୟାସ, ଭ୍ରମଣ କାହାଣୀ ଓ ଅନୁବାଦ ଆଦି ପ୍ରକାଶିତ ହୋଇ ପାଠକମାନଙ୍କ ଦ୍ବାରା ଆଦୃତ୤ ୭୭ ବର୍ଷ ବୟସରେ ମଧ୍ୟ ଶ୍ରୀ ମହାପାତ୍ର ସାହିତ୍ୟ ଚର୍ଚ୍ଚାରେ ବେଶ୍‌ ଚଳଚଞ୍ଚଳ୤

ଓଡ଼ିଆସାହିତ୍ୟ ପ୍ରେସ୍‌  ( ମତାମତ ଦିଅନ୍ତୁ →

୩୨ଓଡ଼ିଆ ଭାଷା ଓ ସାହିତ୍ୟର ପ୍ରଭାବ ବେଶ୍‌ ସୁଦୂର ପ୍ରସାରୀ

ଇସ୍ପାତ ସହରର ଅଗ୍ରଣୀ ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ଆଦର୍ଶ ପାଠାଗାର ପକ୍ଷରୁ ଓଡ଼ିଆ ନବବର୍ଷ ଉପଲକ୍ଷେ ମହାବିଷୁବ ମିଳନ ଓ କବିତା ପାଠୋତ୍ସବ ଅନୁଷ୍ଠିତ ହୋଇଯାଇଛି୤

ଓଡ଼ିଆସାହିତ୍ୟ ପ୍ରେସ୍‌  ( ମତାମତ ଦିଅନ୍ତୁ →

୩୩ମହାବିଷୁବ ସଙ୍କ୍ରାନ୍ତି ଓ ଓଡ଼ିଆ ନବବର୍ଷ

ବିଷ୍ଣୁପ୍ରିୟା ମହାପାତ୍ର

ମହାବିଷୁବ ସଙ୍କ୍ରାନ୍ତି ଦିନ ହେଉଛି ଓଡ଼ିଆ ନୂଆବର୍ଷର ପ୍ରଥମ ଦିନ୤ ସୌରମାନକ ମାସ ଅନୁସାରେ ତିଥି, ବାର ଇତ୍ୟାଦି ଗଣନା କରାଯାଏ୤ ଏହି ଗଣନା ଅନୁସାରେ ଆମେ ବାରମାସରେ ବାରଟି ସଙ୍କ୍ରାନ୍ତି ପାଳନ କରିଥାଉ୤ ଏହି ବାରଟି ସଙ୍କ୍ରାନ୍ତି ବାରଟି ରାଶିନାମରେ ନାମିତ ହୋଇଥାନ୍ତି, ଯଥା: ମେଷ, ବୃଷ……କୁମ୍ଭ, ମୀନ ଆଦି୤

ବିଷ୍ଣୁପ୍ରିୟା ମହାପାତ୍ର  ( ମତାମତ - 2ଟି )

୩୪ଓଡ଼ିଆସାହିତ୍ୟ ଡଟ୍‌ କମ୍‌ର ଭୁବନେଶ୍ବର ଶାଖା କାର୍ଯ୍ୟାଳୟ ଆରମ୍ଭ

ରାଉରକେଲା: ଓଡ଼ିଆ ଭାଷା ଓ ସାହିତ୍ୟକୁ ସମଗ୍ର ବିଶ୍ବର କୋଣ ଅନୁକୋଣରେ ପହଞ୍ଚାଇବା ପାଇଁ ଇଣ୍ଟରନେଟ୍‌ ମାଧ୍ୟମରେ ଏକ ଅନନ୍ୟ ପ୍ରୟାସ ଭାବେ ଆରମ୍ଭ ହୋଇଥିବା‌ ଓଡ଼ିଆ ସାହିତ୍ୟ ଡଟ୍‌ କମ୍‌ ପୋର୍ଟାଲ୍‌ ଏବେ ତୃତୀୟ ବର୍ଷରେ ପଦାର୍ପଣ କରିଛି୤

ଓଡ଼ିଆସାହିତ୍ୟ ପ୍ରେସ୍‌  ( ମତାମତ - 8ଟି )

୩୫ଗାଳ୍ପିକା ଓ ଅନୁବାଦିକା ଅଳକା ଚାନ୍ଦଙ୍କ ସହ ସାକ୍ଷାତକାର

ଏକାଧାରରେ ଜଣେ ଲେଖିକା, ଅନୁବାଦିକା ଏବଂ ସଙ୍ଗୀତର ସାଧିକା ଭାବେ ଅଳକା ଚାନ୍ଦ୍‌ ଓଡ଼ିଆ ସାହିତ୍ୟ ଜଗତରେ ଏକ ପରିଚିତ ନାମ୤ ଅନୁବାଦ ସାହିତ୍ୟ ପାଇଁ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଇସ୍ପାତ ସହର ରାଉରକେଲାର ଶ୍ରୀମତୀ ଚାନ୍ଦ ନିଜ ଜୀବନର ୬୦ ବର୍ଷରୁ ଊର୍ଦ୍ଧ୍ବ ଅତିକ୍ରାନ୍ତ କରିଥିଲେ ସୁଦ୍ଧା ସାହିତ୍ୟ ଓ ସଙ୍ଗୀତ ସାଧନାରେ ଏବେ ମଧ୍ୟ ଚଳଚଞ୍ଚଳ୤

ଓଡ଼ିଆସାହିତ୍ୟ ପ୍ରେସ୍‌  ( ମତାମତ - 1ଟା )

୩୬ନାଟ୍ୟକାର ଡକ୍ଟର ରତ୍ନାକର ଚଇନିଙ୍କ ସହ ସାକ୍ଷାତକାର

ନାଟକ :- ଶେଷ ଅଶ୍ରୁ (୧୯୬୬), ଅସ୍ତରାଗର ଚନ୍ଦ୍ର (୧୯୬୭) ମଞ୍ଚନାୟିକା (୧୯୬୮), ରାଜହଂସ (୧୯୭୦) (ସର୍ବଭାରତୀୟ ପ୍ରତିଯୋଗୀତା, ଅହମ୍ମଦାବାଦରେ ପ୍ରଥମ-୧୯୭୨), ଅପଦେବତା (୧୯୭୩), ପୁନଶ୍ଚ ପୃଥିବୀ (୧୯୭୭), କଳଙ୍କିତ ସୂର୍ଯ୍ୟ (୧୯୭୪), (ଓଡ଼ିଶା ସାହିତ୍ୟ ଏକାଡ଼େମୀ ପୁରସ୍କାର ପ୍ରାପ୍ତ) ମୁଖା…

ଓଡ଼ିଆସାହିତ୍ୟ ପ୍ରେସ୍‌  ( ମତାମତ - 1ଟା )

୩୭ପୁସ୍ତକପଠନ ମନୁଷ୍ୟ ମନକୁ ଶାନ୍ତି ଦେଇଥାଏ- ସୁନ୍ଦରଗଡ଼ ଜିଲ୍ଲାପାଳ

ରାଉରକେଲା: କଲମରେ ଲେଖାଯାଇଥିବା ଲେଖା ଅମର ହୋଇଥାଏ୤ ବିଭିନ୍ନ ଶତାବ୍ଦୀରେ ଲେଖାଯାଇଥିବା ଉତ୍କୃଷ୍ଟ ସାହିତ୍ୟରୁ ତତ୍କାଳୀନ ସମାଜ, ସଂସ୍କୃତି, ପରମ୍ପରା ଏବଂ ଚଳଣି ବାବଦରେ ଜାଣିବାର ସୁଯୋଗ ମିଳିଥାଏ ବୋଲି ସୁନ୍ଦରଗଡ଼ ଜିଲ୍ଲାପାଳ ରୂପା ରୋଶନ ସାହୁ କହିଛନ୍ତି୤

ଓଡ଼ିଆସାହିତ୍ୟ ପ୍ରେସ୍‌  ( ମତାମତ - 5ଟି )

୩୮କେନ୍ଦ୍ର ସାହିତ୍ୟ ଏକାଡ଼େମୀ ପୁସ୍ତକ ମନୋନୟନ ବିବାଦ

ଓଡ଼ିଆ ଉପନ୍ୟାସ ‘ଅଚିହ୍ନା ବାସଭୂମି’ ପୁରସ୍କାର ଉପରେ ରହିତାଦେଶ କଟକ: ରାଜ୍ୟରେ ସମ୍ପ୍ରତି ସାହିତ୍ୟ ପୁରସ୍କାରକୁ ନେଇ ବିବାଦ ଘନେଇ ଥିବାବେଳେ ଏବେ ଉଚ୍ଚନ୍ୟାୟାଳୟରେ କେନ୍ଦ୍ର ସାହିତ୍ୟ ଏକାଡ଼େମୀର ପୁସ୍ତକ ମନୋନୟନକୁ ନେଇ ମାମଲା ଯୋଗୁଁ ଏହି ପ୍ରସଙ୍ଗ ଅଧିକ ଘନୀଭୂତ…

ଓଡ଼ିଆସାହିତ୍ୟ ପ୍ରବନ୍ଧକ  ( ମତାମତ - 3ଟି )

୩୯୧୦ ଦିନ ବ୍ୟାପୀ ଅଷ୍ଟାଦଶ ଶ୍ରୀକ୍ଷେତ୍ର ପୁସ୍ତକ ମେଳା ଅନୁଷ୍ଠିତ

ଶ୍ରୀକ୍ଷେତ୍ର ପୁସ୍ତକ ମେଳା କମିଟି ଆନୁକୂଲ୍ୟରେ ଏବଂ ଓଡ଼ିଶା ପୁସ୍ତକ ପ୍ରକାଶକ ଓ ବିକ୍ରେତା ସଂଘ, କଟକ ପୁରୀ ଜିଲ୍ଲା ସଂସ୍କୃତି ପରିଷଦର ମିଳିତ ଉଦ୍ୟମରେ ଦଶଦିନ ବ୍ୟାପି ଅଷ୍ଟାଦଶ ଶ୍ରୀକ୍ଷେତ୍ର ପୁସ୍ତକ ମେଳା ଉଦ୍‌ଯାପିତ ହୋଇଯାଇଛି୤

ଓଡ଼ିଆସାହିତ୍ୟ ପ୍ରେସ୍‌  ( ମତାମତ - 1ଟା )

୪୦ନାରୀସତ୍ତାର ସ୍ବଚ୍ଛ ରୂପ କବି ପ୍ରତିଭା ଶତପଥୀଙ୍କ ସହ ସାକ୍ଷାତକାର

ଜଣେ ନିଆରା କବି ଭାବେ ପରିଚିତ ପ୍ରତିଭା ଶତପଥୀ ଓଡ଼ିଆ ସାହିତ୍ୟରେ ଜଣେ ପ୍ରତିଷ୍ଠିତ ଲେଖିକା୤ ଓଡ଼ିଆ କବିତାରେ ଏକ ନୂତନ ଭାବଧାରା ସୃଷ୍ଟି କରିଥିବା କବି ପ୍ରତିଭା ଶତପଥୀ ଏକାଧାରରେ ଜଣେ କବି, ସମୋଲୋଚନା ସାହିତ୍ୟ ଲେଖିକା ଏବଂ ଅନୁବାଦିକା ଭାବେ ସୁପରିଚିତ୤

ଓଡ଼ିଆସାହିତ୍ୟ ପ୍ରେସ୍‌  ( ମତାମତ - 2ଟି )

ପୃଷ୍ଠା : 
 
 
 

♦ ପାଠକୀୟ ମତାମତ

  • ଭାରି ଭଲ ଲାଗିଲା।
    ( ଘନଶ୍ୟାମ ସାହୁ )
  • ଗଳ୍ପଟି ପଢି ଭାରି ଭଲ ଲାଗିଲା। ଅନ୍ୟାନ୍ୟ ଲେଖା ରଖିବାକୁ ଅନୁରୋଧ। ଧନ୍ୟବାଦ।
    ( ଘନଶ୍ୟାମ ସାହୁ )
  • କି ସୁନ୍ଦର ଗପ। ଯେତେଥର ପଢିଲେ ବି ସବୁବେଳେ ସୁନ୍ଦର ଲାଗେ। ଏ ଗପଟି ମୋତେ ମୋ ସନଭଉଣୀ କଥା ମନେ ପକେଇ ଦିଏ। ଓଡ଼ିଆ ସାହିତ୍ୟ.କମ…
    ( Santosh Kumar Mohapatra )