ନବ ପ୍ରତିଭା

ଲୁଡୁ ଖେଳ
|- ବିଭୁ ସାମନ୍ତ
କାନ୍ଦୁଛି ପତିତ ସିଂହ ଦୁଆରେ
|- ଚନ୍ଦ୍ରଶେଖର ମିଶ୍ର, ପାତ୍ତପାଟ୍ଟନମ୍‌, ଶ୍ରୀକାକୁଲମ୍‌(ଆନ୍ଧ୍ରପ୍ରଦେଶ)
ପୁଅ ଆମେ ଓଡ଼ିଶାର
|- ଶକ୍ତି ସିଆ,ଗଞ୍ଜାମ

ସାମ୍ପ୍ରତିକ ‘ପୁସ୍ତକ ପ୍ରକାଶନ’ ସୁବିଧା ଓ ପ୍ରତିଯୋଗିତାପୂର୍ଣ୍ଣ ହୋଇଥିବାରୁ ଉତ୍କୃଷ୍ଟ ସାହିତ୍ୟ ବଦଳରେ ନିମ୍ନରୁଚିର ସାହିତ୍ୟ ଉପଲବ୍ଧ ହେଉଛି କି ?

ମତଦାନ ଫଳାଫଳ

ଲେଖକ ଓ ଲେଖିକା

କୃଷ୍ଣଚନ୍ଦ୍ର ତ୍ରିପାଠୀ
ବିଜୟ ମିଶ୍ର
ଗନ୍ତାୟତ ଶିବପ୍ରସାଦ
ରଜତ କୁମାର ମିଶ୍ର
ମୃଣାଳ
ଆଶିଷ କୁମାର କର

ସ୍ବାର୍ଥର ବନିତା ଅଟେ ତୋଷାମୋଦ
ଭୟ, ମିଥ୍ୟା ତାଙ୍କ ପୁତ୍ର,
ରାଜ୍ୟରେ ବିପ୍ଳବ ନିଶ୍ଚୟ ଘଟିବ
ଏମାନେ ହେଲେ ଏକତ୍ର


-ଉତ୍କଳଗୌରବ ମଧୁସୂଦନ ଦାସ

→ ପ୍ରଚ୍ଛଦ

୪୧କବି ଓ ନାଟ୍ୟକାର ହରିହର ମିଶ୍ରଙ୍କ ସହ ସାକ୍ଷାତକାର

ସାହିତ୍ୟର ବିଭିନ୍ନ ବିଭାଗ ଉପରେ ଲେଖନୀ ଚାଳନାରେ ସିଦ୍ଧହସ୍ତ ହରିହର ମିଶ୍ର ୭୧ବର୍ଷ ବୟସରେ ମଧ୍ୟ ବେଶ୍ ଚଳଚଞ୍ଚଳ୤ ଜଣେ କବି ଗାଳ୍ପିକ ଏବଂ ଅନୁବାଦକ ଭାବେ ସୁଖ୍ୟାତି ଲାଭ କରିଥିବା ଶ୍ରୀ ମିଶ୍ର ଜଣେ ନାଟ୍ୟକାର ଭାବେ ମଧ୍ୟ ସୁପରିଚିତ୤

ଓଡ଼ିଆସାହିତ୍ୟ ପ୍ରେସ୍‌  ( ମତାମତ - 1ଟା )

୪୨ରାଜଧାନୀ ପୁସ୍ତକ ମେଳା ଆରମ୍ଭ : ଆଧ୍ୟାତ୍ମିକ ପୁସ୍ତକ ଅଧ୍ୟୟନ ପାଇଁ ଗଜପତି ମହାରାଜଙ୍କ ଆହ୍ବାନ

ଶିକ୍ଷା ସମାଜ ଓ ବ୍ୟକ୍ତିର ଦର୍ପଣ ସଦୃଶ୤ ତେଣୁ ଅଧିକ ସଂଖ୍ୟାରେ ଜ୍ଞାନ ଆହରଣ କରିବାକୁ ହେଲେ ଅଧିକ ପୁସ୍ତକ ଅଧ୍ୟୟନ କରିବାର ଅବଶ୍ୟକ ରହିଛି ବୋଲି ଗଜପତି ମହାରାଜ ଶ୍ରୀ ଦିବ୍ୟସିଂହ ଦେବ ପ୍ରକାଶ କରିଛନ୍ତି୤

ଓଡ଼ିଆସାହିତ୍ୟ ପ୍ରେସ୍‌  ( ମତାମତ - 2ଟି )

୪୩ସମାଜର ଉନ୍ନତି ଦିଗରେ ହାସ୍ୟବ୍ୟଙ୍ଗ ସାହିତ୍ୟିକଙ୍କ ରଚନା ଗୁରୁତ୍ବପୂର୍ଣ୍ଣ

ଇସ୍ପାତ ସହରରେ ଫତୁରାନନ୍ଦ ସ୍ମୃତି କମିଟି ଏବଂ ହାସ୍ୟବିକାଶ କେନ୍ଦ୍ରର ରଜତ ଜୟନ୍ତୀ ଉତ୍ସବ ରାଉରକେଲା : ବ୍ୟଙ୍ଗ ପଛରେ ସମାଜ ସଂସ୍କାର ଭଳି ମହତ୍‌ ଓ ଅର୍ନ୍ତନିହିତ ଉଦ୍ଦେଶ୍ୟ ରହିଥାଏ ଏବଂ ବ୍ୟଙ୍ଗ ସାହିତ୍ୟିକମାନେ ସମାଜ ସଂସ୍କାର ଉଦ୍ଦେଶ୍ୟରେ ତ୍ରୁଟି…

ଓଡ଼ିଆସାହିତ୍ୟ ପ୍ରେସ୍‌  ( ମତାମତ ଦିଅନ୍ତୁ →

୪୪ବିଶିଷ୍ଟ କବି ସୌଭାଗ୍ୟ ମିଶ୍ରଙ୍କ ସହ ସାକ୍ଷାତ୍‌କାର

ସ୍ବାଧୀନତା ପରବର୍ତ୍ତୀ ଓଡ଼ିଆ କାବ୍ୟକବିତାକୁ ଦିଗ୍‌ଦର୍ଶନ ଦେବାରେ କବି ସୌଭାଗ୍ୟ କୁମାରଙ୍କ ଭୂମିକା ଉଲ୍ଲେଖଯୋଗ୍ୟ୤ ଉତ୍ତର ଷାଠିଏ ଓଡ଼ିଆ କାବ୍ୟ କବିତାରେ ବାକ୍‌ଛଳ ସହିତ କାବ୍ୟିକ ଛନ୍ଦର ଯେଉଁ ନୂତନ ପରମ୍ପରା ଶୁଭାରମ୍ଭ ହୋଇଥିଲା ତାହାର ଉତ୍ତରଣ ଘଟିଛି ସୌଭାଗ୍ୟଙ୍କ କବିତାରେ୤ ରୋମାଣ୍ଟିକ୍‌ କାବ୍ୟ ଚେତନାର ସଫଳ ନିର୍ମାତା ସୌଭାଗ୍ୟ ମିଶ୍ରଙ୍କ …

ଓଡ଼ିଆସାହିତ୍ୟ ପ୍ରେସ୍‌  ( ମତାମତ - 3ଟି )

୪୫ଡକ୍ଟର ହରପ୍ରସାଦ ପରିଛା ପଟନାୟକ–ଅତିଥି ସମ୍ପାଦକ(ଓଡ଼ିଆସାହିତ୍ୟ ଡଟ୍ କମ୍)

ଉତ୍ତର ସତୁରୀରେ ଆଧୁନିକ ଓଡ଼ିଆ କବିତାର ଏକ ବଳିଷ୍ଠ, ସମ୍ବେଦନଶୀଳ ବୌଦ୍ଧିକ ଉଚ୍ଚାରଣ:ଡକ୍ଟର ହରପ୍ରସାଦ ପରିଛା ପଟନାୟକ୤ ଓଡ଼ିଆ ସାହିତ୍ୟ ଜଗତରେ ସେ’ ନିଜେ ହିଁ ନିଜର ବିକଳ୍ପ୤ ଆଧୁନିକତାର ଭୂମିରେ ଛିଡାହୋଇ ପରମ୍ପରାକୁ ଆଲିଙ୍ଗନ କରିବା କଳାରେ ଡକ୍ଟର ପରିଛା…

ଓଡ଼ିଆସାହିତ୍ୟ ପ୍ରବନ୍ଧକ  

୪୬ପାଠ୍ୟକ୍ରମକୁ ସରଳ କରିବା ପାଇଁ ଅନୁବାଦ ଜରୁରୀ

ଭୁବନେଶ୍ବର: ଭାଷା ହିଁ ଭାବ ବିନିମୟର ସର୍ବୋତ୍ତମ ମାଧ୍ୟମ୤ ମାତୃଭାଷା ଦ୍ବାରା ଯେତେ ସହଜରେ ଭାବର ଆଦାନ ପ୍ରଦାନ କରାଯାଇପାରିବ ତାହା ଅନ୍ୟକୌଣସି ଭାଷା ମାଧ୍ୟମରେ ସମ୍ଭବ ନୁହେଁ୤ ତେଣୁ ଓଡ଼ିଆ ଭାଷାର ବ୍ୟାପକ ପ୍ରଚାର ଓ ପ୍ରସାର ପାଇଁ ଆମକୁ ବିଭିନ୍ନ ଅନ୍ୟ ଭାଷାର ପୁସ୍ତକଗୁଡ଼ିକୁ ବ୍ୟାପକ ସଂଖ୍ୟାରେ ଓଡିଆରେ ଅନୁବାଦ କରାଯିବା ଉଚିତ୍୤ ସ୍ଥାନୀୟ ପୁସ୍ତକ ଭବନଠାରେ ଓଡିଶା ରାଜ୍ୟ ପାଠ୍ୟ ପୁସ୍ତକ ପ୍ରଣୟନ ଓ ପ୍ରକାଶନ ସଂସ୍ଥା ପକ୍ଷରୁ “ଉଚ୍ଚଶିକ୍ଷା ପାଠ୍ୟପୁସ୍ତକ ପ୍ରସ୍ତୁତିରେ ଅନୁବାଦର ଭୂମିକା” ଶୀର୍ଷକରେ ଅନୁଷ୍ଠିତ ଆଲୋଚନାଚକ୍ରରେ ଉପରୋକ୍ତ ମତ ପ୍ରକାଶ ପାଇଛି୤

ଓଡ଼ିଆସାହିତ୍ୟ ପ୍ରେସ୍‌  ( ମତାମତ - 3ଟି )

୪୭ଶ୍ରୀ ଜଗନ୍ନାଥଙ୍କ ଅଣସର ସମୟରେ ଶ୍ରୀ ଅଲାରନାଥଙ୍କ ଦର୍ଶନର ମାହାତ୍ମ୍ୟ

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଅଣସର ବା ଅନବସର ସମୟରେ ବ୍ରହ୍ମଗିରିସ୍ଥ ଶ୍ରୀ ଅଲାରନାଥ ଦେବଙ୍କ କଥା ସମସ୍ତଙ୍କର ମନେପଡ଼େ୤

ଓଡ଼ିଆସାହିତ୍ୟ ପ୍ରେସ୍‌  ( ମତାମତ - 31ଟି )

୪୮ଓଡିଶା ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ ଉତ୍ସବ ଅନୁଷ୍ଠିତ

ଗତ ୪ ତାରିଖ ଦିନ ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ ୨୦୦୭-୨୦୦୮ ଏବଂ ୨୦୦୮ – ୨୦୦୯ ବର୍ଷ ପାଇଁ ପୁରସ୍କାର ପ୍ରଦାନ କରାଯାଇଛି୤

ଓଡ଼ିଆସାହିତ୍ୟ ପ୍ରେସ୍‌  ( ମତାମତ ଦିଅନ୍ତୁ →

୪୯କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ଜୟନ୍ତୀ ପାଳିତ

ରାଉରକେଲା: ଗତକାଲି ଇସ୍ପାତ ସହରର ଅଗ୍ରଣୀ ସାମାଜିକ ଓ ସାଂସ୍କୃତିକ ସଙ୍ଗଠନ ଆଦର୍ଶ ପାଠାଗାର ଏବଂ ଭଞ୍ଜ କଲ୍ଚରାଲ୍ ଟ୍ରଷ୍ଟ୍‌ର ମିଳିତ ଆନୁକୂଲ୍ୟରେ କବିସମ୍ରାଟ ଉପେନ୍ଦ୍ରଭଞ୍ଜ ଜୟନ୍ତୀ ପାଳିତ ହୋଇଯାଇଛି୤ ଏହି ଅବସରରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ଜାତୀୟ ପ୍ରଯୁକ୍ତି…

ଓଡ଼ିଆସାହିତ୍ୟ ପ୍ରେସ୍‌  ( ମତାମତ - 2ଟି )

୫୦ମ୍ୟୁଜିକ୍ ସର୍କଲର ବାସନ୍ତିକା ସାହିତ୍ୟ ସମାରୋହ

ସହରର ଅଗ୍ରଣୀ ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ମ୍ୟୁଜିକ୍ ସର୍କଲ ପକ୍ଷରୁ ବାସନ୍ତିକା ସାହିତ୍ୟ ସମାରୋହ-୨୦୧୧ ଏବଂ ବହୁଭାଷୀ କବି ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି୤ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଖାଦ୍ୟ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ସାରଦା ପ୍ରସାଦ ନାୟକ ଯୋଗ ଦେଇ ଏହିପରି ବହୁ ଭାଷାଭାଷୀ କବି ସମ୍ମେଳନ ମାଧ୍ୟମରେ ବିଭିନ୍ନ ଭାଷାର ସାହିତ୍ୟିକମାନଙ୍କ ମଧ୍ୟରେ ଭାବର ଆଦାନ ପ୍ରଦାନ ବୃଦ୍ଧି ହୋଇପାରିବ ବୋଲି କହିଥିଲେ୤

ଓଡ଼ିଆସାହିତ୍ୟ ପ୍ରେସ୍‌  ( ମତାମତ - 1ଟା )

ପୃଷ୍ଠା : 
 
 
 

♦ ପାଠକୀୟ ମତାମତ

  • ଭାରି ଭଲ ଲାଗିଲା।
    ( ଘନଶ୍ୟାମ ସାହୁ )
  • ଗଳ୍ପଟି ପଢି ଭାରି ଭଲ ଲାଗିଲା। ଅନ୍ୟାନ୍ୟ ଲେଖା ରଖିବାକୁ ଅନୁରୋଧ। ଧନ୍ୟବାଦ।
    ( ଘନଶ୍ୟାମ ସାହୁ )
  • କି ସୁନ୍ଦର ଗପ। ଯେତେଥର ପଢିଲେ ବି ସବୁବେଳେ ସୁନ୍ଦର ଲାଗେ। ଏ ଗପଟି ମୋତେ ମୋ ସନଭଉଣୀ କଥା ମନେ ପକେଇ ଦିଏ। ଓଡ଼ିଆ ସାହିତ୍ୟ.କମ…
    ( Santosh Kumar Mohapatra )