ନବ ପ୍ରତିଭା

ଲୁଡୁ ଖେଳ
|- ବିଭୁ ସାମନ୍ତ
କାନ୍ଦୁଛି ପତିତ ସିଂହ ଦୁଆରେ
|- ଚନ୍ଦ୍ରଶେଖର ମିଶ୍ର, ପାତ୍ତପାଟ୍ଟନମ୍‌, ଶ୍ରୀକାକୁଲମ୍‌(ଆନ୍ଧ୍ରପ୍ରଦେଶ)
ପୁଅ ଆମେ ଓଡ଼ିଶାର
|- ଶକ୍ତି ସିଆ,ଗଞ୍ଜାମ

ସାମ୍ପ୍ରତିକ ‘ପୁସ୍ତକ ପ୍ରକାଶନ’ ସୁବିଧା ଓ ପ୍ରତିଯୋଗିତାପୂର୍ଣ୍ଣ ହୋଇଥିବାରୁ ଉତ୍କୃଷ୍ଟ ସାହିତ୍ୟ ବଦଳରେ ନିମ୍ନରୁଚିର ସାହିତ୍ୟ ଉପଲବ୍ଧ ହେଉଛି କି ?

ସର୍ବମୋଟ ମତଦାନ: ୧୮୧୬ Back to Vote Screen

ଲେଖକ ଓ ଲେଖିକା

ରମାକାନ୍ତ ରଥ
ଅନନ୍ତ ପଟ୍ଟନାୟକ
ଗଣେଶ୍ୱର ମିଶ୍ର
କନକଲତା ସାହୁ
ଜୟନ୍ତ ମହାପାତ୍ର
ଶକ୍ତି ମହାନ୍ତି

ସ୍ବାର୍ଥର ବନିତା ଅଟେ ତୋଷାମୋଦ
ଭୟ, ମିଥ୍ୟା ତାଙ୍କ ପୁତ୍ର,
ରାଜ୍ୟରେ ବିପ୍ଳବ ନିଶ୍ଚୟ ଘଟିବ
ଏମାନେ ହେଲେ ଏକତ୍ର


-ଉତ୍କଳଗୌରବ ମଧୁସୂଦନ ଦାସ

→ ସାହିତ୍ୟ ଜଗତ ଖବର

୧୧ଓଡ଼ିଆ ଭାଷାର ପ୍ରସାର ପାଇଁ ସବ୍‌ କମିଟି: ଅଧିକ ମଧୁ ବର୍ଣ୍ଣବୋଧ ଛାପିବାକୁ ନିଷ୍ପତ୍ତି

ଓଡ଼ିଆ ଭାଷାର ବିକାଶ ଓ ପ୍ରଚାର ପ୍ରସାର ପାଇଁ ଏକ ସବ୍‌ କମିଟି ଗଠନ କରାଯିବ୤ ଏହା ବ୍ୟତୀତ କାଳଜୟୀ ପୁସ୍ତକଗୁଡ଼ିକର ପୁନଃ ପ୍ରକାଶନ କରାଯିବ୤ ଏଥିପାଇଁ ଅନ୍ୟଏକ ସବ୍‌ କମିଟି ମଧ୍ୟ ଗଠନ ହେବ ବୋଲି ଏକ ଉଚ୍ଚସ୍ତରୀୟ ବୈଠକରେ ନିଷ୍ପତ୍ତି ହୋଇଛି୤

ଓଡ଼ିଆସାହିତ୍ୟ ପ୍ରେସ୍‌  ( ମତାମତ - 3ଟି )

୧୨‘କାଦମ୍ବିନୀ’ ପକ୍ଷରୁ ଜାତୀୟସ୍ତରୀୟ ଲେଖକ ସମ୍ମିଳନୀ ଓ ପତ୍ରିକା ହାଟ ଅନୁଷ୍ଠିତ

ଜଗତୀକରଣ ଫଳରେ ଯାହା କ୍ଷତି ହେଉ ବା ଲାଭ ହେଉ, ସାହିତ୍ୟ ଓ ସଂସ୍କୃତି ପାଇଁ କିନ୍ତୁ ଏହା ଆଶୀର୍ବାଦ ପାଲଟିଛି୤

ଓଡ଼ିଆସାହିତ୍ୟ ପ୍ରେସ୍‌  ( ମତାମତ - 1ଟା )

୧୩୨୦୦୯ ଓ ୨୦୧୦ ମସିହା ପାଇଁ ଓଡ଼ିଶା ସାହିତ୍ୟ ଏକାଡ଼େମୀ ପୁରସ୍କାର ଘୋଷଣା

୨୦୦୯ ଓ ୨୦୧୦ ମସିହା ପାଇଁ ଓଡ଼ିଶା ସାହିତ୍ୟ ଏକାଡ଼େମୀର ପୁରସ୍କାର ପାଇଁ ୨୧ଜଣ ଲେଖକଙ୍କୁ ଚୟନ କରାଯାଇଛି୤

ଓଡ଼ିଆସାହିତ୍ୟ ପ୍ରେସ୍‌  ( ମତାମତ ଦିଅନ୍ତୁ →

୧୪ଜ୍ଞାନପୀଠ ପୁରସ୍କାର ପାଇବେ ବିଶିଷ୍ଟ ଔପନ୍ୟାସିକା ପ୍ରତିଭା ରାୟ

ଖ୍ୟାତନାମା ଔପନ୍ୟାସିକ ଡ.ପ୍ରତିଭା ରାୟ ଭାରତୀୟ ଭାଷା ସାହିତ୍ୟର ସର୍ବୋଚ୍ଚ ତଥା ସମ୍ମାନଜନକ ଜ୍ଞାନପୀଠ ପୁରସ୍କାର ପାଇବା ପାଇଁ ମନୋନୀତ ହୋଇଛନ୍ତି୤

ଓଡ଼ିଆସାହିତ୍ୟ ପ୍ରେସ୍‌  ( ମତାମତ - 6ଟି )

୧୫କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ଘୋଷଣା: ଓଡ଼ିଆ ପାଇଁ ଗୌରହରି ଦାସ ପାଇବେ ସମ୍ମାନ

ଗତକାଲି କେନ୍ଦ୍ରସାହିତ୍ୟ ଏକାଡେମୀ ପକ୍ଷରୁ ୨୦୧୨ ବର୍ଷ ପାଇଁ ସାରସ୍ବତ ପୁରସ୍କାର ଘୋଷଣା କରାଯାଇଛି୤

ଓଡ଼ିଆସାହିତ୍ୟ ପ୍ରେସ୍‌  ( ମତାମତ ଦିଅନ୍ତୁ →

୧୬ତ୍ରୟୋଦଶ ରାଜଧାନୀ ପୁସ୍ତକ ମେଳା ଉଦ୍‌ଯାପିତ

ଚଳିତମାସ ୧ ତାରିଖରୁ ଏଠାରେ ଚାଲିଥିବା ରାଜ୍ୟର ସବୁଠାରୁ ବଡ଼ ପୁସ୍ତକ ମେଳା ଭାବେ ପରିଚିତ “ରାଜଧାନୀ ପୁସ୍ତକ ମେଳା” ଗତ ୧୨ ତାରିଖ ଦିନ ଉଦ୍‌ଯାପିତ ହୋଇଯାଇଛି୤

ଓଡ଼ିଆସାହିତ୍ୟ ପ୍ରେସ୍‌  ( ମତାମତ ଦିଅନ୍ତୁ →

୧୭ସମାଜ, ଜୀବନ ଓ ବ୍ୟକ୍ତିକୁ ନେଇ ସାହିତ୍ୟ ଗଠିତ: ଡ. ଅଲେଖ ପଢ଼ିହାରୀ

ସୁନ୍ଦରଗଡ଼ ଜିଲ୍ଲାର ଅନ୍ୟତମ ଉପଖଣ୍ଡ ବଣାଇଁ ସ୍ଥିତ ବଣାଇଗଡ଼ ମହାବିଦ୍ୟାଳୟଠାରେ ଓଡ଼ିଆ ଯୁବଲେଖକ ସମ୍ମେଳନ ପକ୍ଷରୁ ଏକ ସ୍ବତନ୍ତ୍ର ସାରସ୍ବତ ସମାରୋହ ଗତକାଲି ଅନୁଷ୍ଠିତ ହୋଇଯାଇଛି୤

ଓଡ଼ିଆସାହିତ୍ୟ ପ୍ରେସ୍‌  ( ମତାମତ - 2ଟି )

୧୮ଓଡ଼ିଆ ରଙ୍ଗୀନ ମାସିକ ସାହିତ୍ୟ ପତ୍ରିକା ‘ସାହିତ୍ୟ ସମାଚାର’ ଲୋକାର୍ପିତ

ଓଡ଼ିଆ ଭାଷାରେ ଦିନକୁ ସଂଖ୍ୟାଧିକ ସାହିତ୍ୟ ପତ୍ରିକା ପ୍ରକାଶିତ ହେବାରେ ଲାଗିଛି୤

ଓଡ଼ିଆସାହିତ୍ୟ ପ୍ରେସ୍‌  ( ମତାମତ - 4ଟି )

୧୯କେନ୍ଦ୍ର ସାହିତ୍ୟ ଏକାଡ଼େମୀ ପକ୍ଷରୁ ତିନିଦିନିଆ ସାହିତ୍ୟ ସମାରୋହ ଅନୁଷ୍ଠିତ

ପ୍ରଥମ ଥର ପାଇଁ କେନ୍ଦ୍ର ସାହିତ୍ୟ ଏକାଡ଼େମୀ ପକ୍ଷରୁ ଓଡ଼ିଶାର ରାଜଧାନୀ ଭୁବନେଶ୍ବରଠାରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପକ୍ଷରୁ ଏକ ସାହିତ୍ୟ ସମାରୋହ ଅନୁଷ୍ଠିତ ହୋଇଯାଇଛି୤ ଚଳିତ ମାସ ୨୪ରୁ ୨୬ ତାରିଖ ପର୍ଯ୍ୟନ୍ତ ତିନିଦିନ ଧରି..

ଓଡ଼ିଆସାହିତ୍ୟ ପ୍ରେସ୍‌  ( ମତାମତ - 1ଟା )

୨୦ପ୍ରଥମ ଥର ପାଇଁ ଓଡ଼ିଶାରେ କେନ୍ଦ୍ର ସାହିତ୍ୟ ଏକାଡ଼େମୀ ପକ୍ଷରୁ ତ୍ରିଦିବସୀୟ କାର୍ଯ୍ୟକ୍ରମ

ଆସନ୍ତା ୨୪ ରୁ ୨୬ ତାରିଖ ପର୍ଯ୍ୟନ୍ତ କେନ୍ଦ୍ର ସାହିତ୍ୟ ଏକାଡେମୀ ପକ୍ଷରୁ ଏକ ଜାତୀୟସ୍ତରରେ ସମାରୋହ ଭୁବନେଶ୍ବରଠାରେ ଅନୁଷ୍ଠିତ ହେବ୤

ଓଡ଼ିଆସାହିତ୍ୟ ପ୍ରେସ୍‌  ( ମତାମତ ଦିଅନ୍ତୁ →

ପୃଷ୍ଠା : 
 
 
 

♦ ପାଠକୀୟ ମତାମତ

  • ଭାରି ଭଲ ଲାଗିଲା।
    ( ଘନଶ୍ୟାମ ସାହୁ )
  • ଗଳ୍ପଟି ପଢି ଭାରି ଭଲ ଲାଗିଲା। ଅନ୍ୟାନ୍ୟ ଲେଖା ରଖିବାକୁ ଅନୁରୋଧ। ଧନ୍ୟବାଦ।
    ( ଘନଶ୍ୟାମ ସାହୁ )
  • କି ସୁନ୍ଦର ଗପ। ଯେତେଥର ପଢିଲେ ବି ସବୁବେଳେ ସୁନ୍ଦର ଲାଗେ। ଏ ଗପଟି ମୋତେ ମୋ ସନଭଉଣୀ କଥା ମନେ ପକେଇ ଦିଏ। ଓଡ଼ିଆ ସାହିତ୍ୟ.କମ…
    ( Santosh Kumar Mohapatra )