ନବ ପ୍ରତିଭା

ଲୁଡୁ ଖେଳ
|- ବିଭୁ ସାମନ୍ତ
କାନ୍ଦୁଛି ପତିତ ସିଂହ ଦୁଆରେ
|- ଚନ୍ଦ୍ରଶେଖର ମିଶ୍ର, ପାତ୍ତପାଟ୍ଟନମ୍‌, ଶ୍ରୀକାକୁଲମ୍‌(ଆନ୍ଧ୍ରପ୍ରଦେଶ)
ପୁଅ ଆମେ ଓଡ଼ିଶାର
|- ଶକ୍ତି ସିଆ,ଗଞ୍ଜାମ

ସାମ୍ପ୍ରତିକ ‘ପୁସ୍ତକ ପ୍ରକାଶନ’ ସୁବିଧା ଓ ପ୍ରତିଯୋଗିତାପୂର୍ଣ୍ଣ ହୋଇଥିବାରୁ ଉତ୍କୃଷ୍ଟ ସାହିତ୍ୟ ବଦଳରେ ନିମ୍ନରୁଚିର ସାହିତ୍ୟ ଉପଲବ୍ଧ ହେଉଛି କି ?

ମତଦାନ ଫଳାଫଳ

ଲେଖକ ଓ ଲେଖିକା

ରବି ଶତପଥୀ
ମୃଣାଳ
ଜୟନ୍ତ ମହାପାତ୍ର
ମନୋଜ ଦାସ
ପଣ୍ଡିତ ଅନ୍ତର୍ଯ୍ୟାମୀ ମିଶ୍ର
ଅନନ୍ତ ପଟ୍ଟନାୟକ

ସ୍ବାର୍ଥର ବନିତା ଅଟେ ତୋଷାମୋଦ
ଭୟ, ମିଥ୍ୟା ତାଙ୍କ ପୁତ୍ର,
ରାଜ୍ୟରେ ବିପ୍ଳବ ନିଶ୍ଚୟ ଘଟିବ
ଏମାନେ ହେଲେ ଏକତ୍ର


-ଉତ୍କଳଗୌରବ ମଧୁସୂଦନ ଦାସ

→ ସାହିତ୍ୟ ଜଗତ ଖବର

୨୧ଓଡ଼ିଶା ସାହିତ୍ୟ ଏକାଡ଼େମୀ ପକ୍ଷରୁ ସାରସ୍ବତ ସମ୍ବର୍ଦ୍ଧନା ଓ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୫୦ତମ ଜୟନ୍ତୀ

ଓଡ଼ିଶା ସାହିତ୍ୟ ଏକାଡ଼େମୀର ପ୍ରତିଷ୍ଠା ଦିବସ ଅବସରରେ ସ୍ବାଭାବକବି ଗଙ୍ଗାଧର ମେହେରଙ୍କ ୧୫୦ତମ ଜୟନ୍ତୀ ଏବଂ ସାରସ୍ବତ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି୤ ସ୍ଥାନୀୟ ରବୀନ୍ଦ୍ର ମଣ୍ଡପରେ ଅନୁଷ୍ଠିତ ଏହି ଉତ୍ସବରେ ସାହିତ୍ୟ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ୩୩ ଜଣ ବ୍ୟକ୍ତିତ୍ବଙ୍କୁ ମାନପତ୍ର, ଉପଢ଼ୌକନ ଏବଂ ଅର୍ଥରାଶି ସହିତ ସମ୍ବର୍ଦ୍ଧିତ କରାଯାଇଛି୤

ଓଡ଼ିଆସାହିତ୍ୟ ପ୍ରେସ୍‌  ( ମତାମତ ଦିଅନ୍ତୁ →

୨୨ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ ୩୩ଜଣ ସାରସ୍ବତ ସାଧକମାନଙ୍କୁ ସମ୍ବର୍ଦ୍ଧିତ କରାଯିବ

ଓଡ଼ିଶା ସାହିତ୍ୟ ଏକାଡ଼େମୀ ପଷରୁ ୨୦୧୧ ଓ ୨୦୧୨ ବର୍ଷ ପାଇଁ ମୋଟ ୩୩ଜଣ ସାରସ୍ବତ ସାଧକଙ୍କୁ ସମର୍ଦ୍ଧିତ କରାଯିବ ବୋଲି ସୂଚନା ମିଳିଛି୤

ଓଡ଼ିଆସାହିତ୍ୟ ପ୍ରେସ୍‌  ( ମତାମତ - 2ଟି )

୨୩ଓଡ଼ିଶାରେ ସ୍ଥାପିତ ହେବ ଏନ୍‌ବିଟି ଆଞ୍ଚଳିକ କାର୍ଯ୍ୟାଳୟ

୧୯୫୭ ମସିହାରେ କେନ୍ଦ୍ର ସରକାରଙ୍କ ଦ୍ବାରା ଏକ ସ୍ବତନ୍ତ୍ର ଅନୁଷ୍ଠାନ ଭାବେ ସ୍ଥାପିତ ହୋଇଥିବା ନେସ୍‌ନାଲ୍ ବୁକ୍ ଟ୍ରଷ୍ଟ(ଏନ୍‌ବିଟି) ଓଡ଼ିଶାରେ ଏକ ଆଞ୍ଚଳିକ କାର୍ଯ୍ୟାଳୟ ଖୋଲିବ ବୋଲି ସୂଚନା ମିଳିଛି୤ ପୂର୍ବରୁ ଏହି ସଂସ୍ଥାର ତିନୋଟି ଆଞ୍ଚଳିକ କାର୍ଯ୍ୟାଳୟ କୋଲ୍‌କାତା, ବାଙ୍ଗାଲୋର ଓ ମୁମ୍ବାଇରେ ରହିଥିଲାବେଳେ ଖୁବ୍ ଶୀଘ୍ର ଭୁବନେଶ୍ବର, ହାଇଦ୍ରାବାଦ ଓ ଗୋଆ ଠାରେ ତିନୋଟି ଶାଖା କାର୍ଯ୍ୟାଳୟ ଖୋଲିବାର ଯୋଜନା ରହିଛି୤

ଓଡ଼ିଆସାହିତ୍ୟ ପ୍ରେସ୍‌  ( ମତାମତ ଦିଅନ୍ତୁ →

୨୪ସାମାଜିକ ଉନ୍ନତି ଓ ପ୍ରଗତି ପାଇଁ ଲେଖକମାନଙ୍କର ଉତ୍ତରଦାୟିତ୍ବ ରହିଛି

ରାଉରକେଲା: ରାଉରକେଲାର ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ଇସ୍ପାତ ସାହିତ୍ୟ ସଂସଦର ୪୧ତମ ବାର୍ଷିକୋତ୍ସବ, ସାରସ୍ବତ ସମ୍ମାନ, ପୁସ୍ତକ ଲୋକାର୍ପଣ ଓ କବି ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି୤ ସେକ୍ଟର-୭ ମଧୁମଣ୍ଡପ ପରିସରରେ ଅନୁଷ୍ଠିତ ଏହି ସମାରୋହରେ ସହର ଏବଂ ଆଖପାଖ ଅଞ୍ଚଳର ଶତାଧିକ…

ଓଡ଼ିଆସାହିତ୍ୟ ପ୍ରେସ୍‌  ( ମତାମତ ଦିଅନ୍ତୁ →

୨୫ଜନଜୀବନ ଓ ସାହିତ୍ୟ ଏବେ ପରସ୍ପରଠାରୁ ଦୂରେଇ ଯାଇଛନ୍ତି

୧୫ ତାରିଖରୁ ସହରର ଅନ୍ୟତମ ଅଗ୍ରଣୀ ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ କଲ୍‌ଚରାଲ୍‌ ଏକାଡେମୀ ପକ୍ଷରୁ ଆରମ୍ଭ ହୋଇଥିବା ସୁବର୍ଣ୍ଣ ଜୟନ୍ତୀ ସମାରୋହର ଅଂଶ ସ୍ବରୂପ୧୬ ତାରିଖ ଦିନ “ଜନଜୀବନ ଓ ସାହିତ୍ୟ” ଶୀର୍ଷକ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି୤

ଓଡ଼ିଆସାହିତ୍ୟ ପ୍ରେସ୍‌  ( ମତାମତ ଦିଅନ୍ତୁ →

୨୬ଓଡ଼ିଆ ଭାଷା ଓ ସାହିତ୍ୟର ପ୍ରଭାବ ବେଶ୍‌ ସୁଦୂର ପ୍ରସାରୀ

ଇସ୍ପାତ ସହରର ଅଗ୍ରଣୀ ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ଆଦର୍ଶ ପାଠାଗାର ପକ୍ଷରୁ ଓଡ଼ିଆ ନବବର୍ଷ ଉପଲକ୍ଷେ ମହାବିଷୁବ ମିଳନ ଓ କବିତା ପାଠୋତ୍ସବ ଅନୁଷ୍ଠିତ ହୋଇଯାଇଛି୤

ଓଡ଼ିଆସାହିତ୍ୟ ପ୍ରେସ୍‌  ( ମତାମତ ଦିଅନ୍ତୁ →

୨୭ଓଡ଼ିଆସାହିତ୍ୟ ଡଟ୍‌ କମ୍‌ର ଭୁବନେଶ୍ବର ଶାଖା କାର୍ଯ୍ୟାଳୟ ଆରମ୍ଭ

ରାଉରକେଲା: ଓଡ଼ିଆ ଭାଷା ଓ ସାହିତ୍ୟକୁ ସମଗ୍ର ବିଶ୍ବର କୋଣ ଅନୁକୋଣରେ ପହଞ୍ଚାଇବା ପାଇଁ ଇଣ୍ଟରନେଟ୍‌ ମାଧ୍ୟମରେ ଏକ ଅନନ୍ୟ ପ୍ରୟାସ ଭାବେ ଆରମ୍ଭ ହୋଇଥିବା‌ ଓଡ଼ିଆ ସାହିତ୍ୟ ଡଟ୍‌ କମ୍‌ ପୋର୍ଟାଲ୍‌ ଏବେ ତୃତୀୟ ବର୍ଷରେ ପଦାର୍ପଣ କରିଛି୤

ଓଡ଼ିଆସାହିତ୍ୟ ପ୍ରେସ୍‌  ( ମତାମତ - 8ଟି )

୨୮ସାହିତ୍ୟ ଏକାଡେମୀ ବିବାଦୀୟ ପୁରସ୍କାର ଫେରାଇନେଲା

“ନିର୍ବାଣ” ପୁସ୍ତକର ଲେଖକ ମନୋଜ ମହାପାତ୍ର ଫେରାଇଥିବା ପୁରସ୍କାରକୁ ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ ଗ୍ରହଣ କରାଯାଇଛି୤

ଓଡ଼ିଆସାହିତ୍ୟ ପ୍ରେସ୍‌  ( ମତାମତ ଦିଅନ୍ତୁ →

୨୯ପ୍ରଥମ ଜାତୀୟ ସ୍ତରୀୟ ଶ୍ରୀଜଗନ୍ନାଥ ମନ୍ଦିର ଐକ୍ୟ ସ୍ଥାପନା ସମ୍ମିଳନୀ ଅନୁଷ୍ଠିତ

ଶ୍ରୀଜଗନ୍ନାଥଙ୍କ ଇଚ୍ଛାରେ ଏହି କ୍ଷେତ୍ର ପବିତ୍ର୤ ଏ ଶଙ୍ଖ କ୍ଷେତ୍ରରେ ଅଷ୍ଟଶମ୍ଭୁ ପ୍ରଦକ୍ଷିଣ କରନ୍ତି୤ ମହାପ୍ରଭୁଙ୍କ ସୁରକ୍ଷାବଳୟ ମଧ୍ୟରେ ଏ କ୍ଷେତ୍ର ରହିଛି୤ ମାନବ ଏହି କ୍ଷେତ୍ରରେ ପାଦ ଦେଲେ ମୁକ୍ତି ପାଏ ତଥା ମହାପ୍ରଭୁଙ୍କର ବାର ମାସରେ ତେର ଯାତ ଦର୍ଶନ କଲେ ମୋକ୍ଷ ପ୍ରାପ୍ତି ହୁଏ୤

ଓଡ଼ିଆସାହିତ୍ୟ ପ୍ରେସ୍‌  ( ମତାମତ - 2ଟି )

୩୦ପୁସ୍ତକପଠନ ମନୁଷ୍ୟ ମନକୁ ଶାନ୍ତି ଦେଇଥାଏ- ସୁନ୍ଦରଗଡ଼ ଜିଲ୍ଲାପାଳ

ରାଉରକେଲା: କଲମରେ ଲେଖାଯାଇଥିବା ଲେଖା ଅମର ହୋଇଥାଏ୤ ବିଭିନ୍ନ ଶତାବ୍ଦୀରେ ଲେଖାଯାଇଥିବା ଉତ୍କୃଷ୍ଟ ସାହିତ୍ୟରୁ ତତ୍କାଳୀନ ସମାଜ, ସଂସ୍କୃତି, ପରମ୍ପରା ଏବଂ ଚଳଣି ବାବଦରେ ଜାଣିବାର ସୁଯୋଗ ମିଳିଥାଏ ବୋଲି ସୁନ୍ଦରଗଡ଼ ଜିଲ୍ଲାପାଳ ରୂପା ରୋଶନ ସାହୁ କହିଛନ୍ତି୤

ଓଡ଼ିଆସାହିତ୍ୟ ପ୍ରେସ୍‌  ( ମତାମତ - 5ଟି )

ପୃଷ୍ଠା : 
 
 
 

♦ ପାଠକୀୟ ମତାମତ

  • ଭାରି ଭଲ ଲାଗିଲା।
    ( ଘନଶ୍ୟାମ ସାହୁ )
  • ଗଳ୍ପଟି ପଢି ଭାରି ଭଲ ଲାଗିଲା। ଅନ୍ୟାନ୍ୟ ଲେଖା ରଖିବାକୁ ଅନୁରୋଧ। ଧନ୍ୟବାଦ।
    ( ଘନଶ୍ୟାମ ସାହୁ )
  • କି ସୁନ୍ଦର ଗପ। ଯେତେଥର ପଢିଲେ ବି ସବୁବେଳେ ସୁନ୍ଦର ଲାଗେ। ଏ ଗପଟି ମୋତେ ମୋ ସନଭଉଣୀ କଥା ମନେ ପକେଇ ଦିଏ। ଓଡ଼ିଆ ସାହିତ୍ୟ.କମ…
    ( Santosh Kumar Mohapatra )