ନବ ପ୍ରତିଭା

ଲୁଡୁ ଖେଳ
|- ବିଭୁ ସାମନ୍ତ
କାନ୍ଦୁଛି ପତିତ ସିଂହ ଦୁଆରେ
|- ଚନ୍ଦ୍ରଶେଖର ମିଶ୍ର, ପାତ୍ତପାଟ୍ଟନମ୍‌, ଶ୍ରୀକାକୁଲମ୍‌(ଆନ୍ଧ୍ରପ୍ରଦେଶ)
ପୁଅ ଆମେ ଓଡ଼ିଶାର
|- ଶକ୍ତି ସିଆ,ଗଞ୍ଜାମ

ସାମ୍ପ୍ରତିକ ‘ପୁସ୍ତକ ପ୍ରକାଶନ’ ସୁବିଧା ଓ ପ୍ରତିଯୋଗିତାପୂର୍ଣ୍ଣ ହୋଇଥିବାରୁ ଉତ୍କୃଷ୍ଟ ସାହିତ୍ୟ ବଦଳରେ ନିମ୍ନରୁଚିର ସାହିତ୍ୟ ଉପଲବ୍ଧ ହେଉଛି କି ?

ମତଦାନ ଫଳାଫଳ

ଲେଖକ ଓ ଲେଖିକା

ଶାରଦା ପ୍ରସାଦ ମିଶ୍ର
ଦେବେନ୍ଦ୍ର ମହାନ୍ତି
ବ୍ରଜନାଥ ରଥ
ସେନାପତି ପ୍ରଦ୍ୟୁମ୍ନ କେଶରୀ
ଅମରେଶ ବିଶ୍ବାଳ
ଦୟାନିଧି ମିଶ୍ର

ସ୍ବାର୍ଥର ବନିତା ଅଟେ ତୋଷାମୋଦ
ଭୟ, ମିଥ୍ୟା ତାଙ୍କ ପୁତ୍ର,
ରାଜ୍ୟରେ ବିପ୍ଳବ ନିଶ୍ଚୟ ଘଟିବ
ଏମାନେ ହେଲେ ଏକତ୍ର


-ଉତ୍କଳଗୌରବ ମଧୁସୂଦନ ଦାସ

→ କାବ୍ୟ ଓ କବିତା (ସ୍ମରଣୀୟ ଲେଖା)

୪୧ସନ୍ତାନର ଉକ୍ତି

ମଧୁସୂଦନ ଦାସ

ମାଆ ମାଆ ବୋଲି କେତେ ମୁଁ ଖୋଜିଲି ମାଆକୁ ପାଇଲି ନାହିଁ, ଭାଇ ଭାଇ ବୋଲି କେତେ ମୁଁ ଡାକିଲି ନଦେଲେ ଉତ୍ତର କେହି୤ ଖୋଜିଲି ଅରଣ୍ୟେ ଜନସମାଜରେ ଖୋଜିଲି ବାରିଧି ତଟ, ସର୍ବତ୍ର ଦେଖିଲି ମାତା ପଦଚିହ୍ନ ନ ହେଲା…

ମଧୁସୂଦନ ଦାସ  ( ମତାମତ - 2ଟି )

୪୨ଶେଫାଳି ପ୍ରତି

କୁନ୍ତଳା କୁମାରୀ ସାବତ

ଶେଫାଳି ! କେଉଁ ଦୂର ତରୁବରେ ଫୁଟିଅଛୁ ଗୋପନେ, ଭୁରୁଭୁରୁ ଗନ୍ଧ ତୋର ଭାସି ଅସେ ପବନେ; ବାତାୟନ ପାଶେ ବସି ଚାହେଁ ନବୋଦିତ ଶଶୀ ହସି ହସି ସତେ ଉଇଁଆସେ ଦୂର ଗଗନେ, ଭବାବେଶେ ମୁଗ୍ଧ ମୁଁ କି ମଜ୍ଜିଅଛି…

କୁନ୍ତଳା କୁମାରୀ ସାବତ  ( ମତାମତ - 5ଟି )

୪୩ଜଗତେ କେବଳ

(ରାଗ- ଆଷାଢ଼ ଶୁକ୍ଳ) ଜଗତେ କେବଳ, ଜନେ ହସିବେ ଏହି ତହୁଁ ଫଳ୤ କଟିଳ କରି ସ୍କନ୍ଧ ରୋମରାଜି, ଶିଖରୀ ଦରୀରେ ମରୁ ଗରଜି କୁଟିଳ କରି ଭ୍ରୁକୁଟିକୁ ଚାହୁଁ, ସରମା କଣ୍ଠିରବ ହେବ କାହୁଁ୤ ଅଲକତ ଦ୍ରବ ନୟନେ ବୋଳି,…

କବିସୂର୍ଯ୍ୟ ବଳଦେବ ରଥ  ( ମତାମତ - 24ଟି )

୪୪ରେଳ ଉପରେ ଚିଲିକା ଦର୍ଶନ

ଉତ୍କଳମଣି ଗୋପବନ୍ଧୁ ଦାସ

ରହ ରହ କ୍ଷଣେ ବାଷ୍ପୀୟଶକଟ, ଦେଖିବି ଚିଲିକା ଚାରୁ ଚିତ୍ରପଟ୤ ଚିତ୍ର ମଣେ ଯେଣୁ ନାହିଁ ଅନୁଭବ, ବାସ୍ତବ ବିଶ୍ବେ କି ଏ ଛବି ସମ୍ଭବ ? ନୀଳ ବୀଚିମାଳା ଧୀରେ ଧୀରେ ଯାଏ, ଲାଗଇ ସ୍ବପନେ ଦେଖିଲା ପରାଏ୤ ସନ୍ତରନ୍ତି…

ଉତ୍କଳମଣି ଗୋପବନ୍ଧୁ ଦାସ  ( ମତାମତ - 16ଟି )

୪୫ଯାତ୍ରା ସଙ୍ଗୀତ

ବୈକୁଣ୍ଠନାଥ ପଟ୍ଟନାୟକ

ଜୀବନପାତ୍ର ମୋ ଭରିଛ କେତେ ମତେ ନ ଦେଲେ କିଛି ବୋଲି କହିବି କି ହେ ଆଉ ? ଜୀବନ ପ୍ରିୟତମ ହରିଛ ମୋ ଭରମ ତରଣୀ ମୋର ତବ ସାଗରେ ବହିଯାଉ୤ କୁଳର ଜନପ୍ରାଣୀ କେତେ ମିଳାଅ ଆଣି ନୟନ…

ବୈକୁଣ୍ଠନାଥ ପଟ୍ଟନାୟକ  ( ମତାମତ - 2ଟି )

୪୬ଆଜ ଏକି ଗୁମାନରେ

ରାଗ – ମରୁଆ, ଆଠତାଳି ଆଜ ଏ କି ଗୁମାନରେ (ଚନ୍ଦ୍ରାନନା) ଦେଖି ନାହିଁ ସ୍ବପନରେ ୥ପଦ୥ ସୁନ୍ଦର ରଦବାସ, ମନ୍ଦାର ଦଳେ ହାସ- କୁନ୍ଦକୁ ପରକାଶ, କୁନ୍ଦନାଙ୍ଗୀ ମୋ ଧନି! ତୁ ସିନା ମୋର ପ୍ରାଣ, ରମଣୀଗଣ ରାଣ, ରାଣ…

କବିସୂର୍ଯ୍ୟ ବଳଦେବ ରଥ  ( ମତାମତ - 5ଟି )

୪୭ବନ୍ଦେ ଉତ୍କଳ ଜନନୀ

କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର

ବନ୍ଦେ ଉତ୍କଳ ଜନନୀ ଚାରୁ ହାସମୟୀ ଚାରୁ ଭାଷମୟୀ, ଜନନୀ, ଜନନୀ, ଜନନୀ ବନ୍ଦେ ଉତ୍କଳ ଜନନୀ ୥ ପୂତ-ପୟୋଧି-ବିଧୌତ-ଶରୀରା, ତାଳତମାଳ-ସୁଶୋଭିତ-ତୀରା, ଶୁଭ୍ରତଟିନୀକୂଳ-ଶୀକର-ସମୀରା, ଜନନୀ, ଜନନୀ, ଜନନୀ, ବନ୍ଦେ ଉତ୍କଳ ଜନନୀ ୥ ଘନ ଘନ ବନଭୂମି ରାଜିତଅଙ୍ଗେ, ନୀଳ ଭୂଧରମାଳା…

କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର  ( ମତାମତ - 22ଟି )

୪୮ମାତୃଭୂମି

ସ୍ବଭାବ କବି ଗଙ୍ଗାଧର ମେହେର

ଯେ କାଳେ ବାଳକ ବୁଲି ଯାଇପାରେ ପଡ଼ୋଶିମାନଙ୍କ ଘର, ସେ କାଳେ ଜାଣଇ ଅନ୍ୟ ଘରସବୁ ତା’ ସଙ୍ଗୀ ବାଳକଙ୍କର୤ ପରେ ଯେତେବେଳେ ଆପଣା ପଡ଼ାରୁ ଅନ୍ୟ ପଡ଼ା ବୁଲିଯାଏ, ସେହି ସମୟରେ ପଡ଼ୋଶୀ ପଡ଼ାକୁ ଆପଣାର ମଣିଥାଏ୤ ଅନ୍ୟ ଗ୍ରାମେ…

ସ୍ବଭାବ କବି ଗଙ୍ଗାଧର ମେହେର  ( ମତାମତ - 16ଟି )

୪୯ପଦ୍ମ

ଭକ୍ତକବି ମଧୁସୂଦନ ରାଓ

କୋଟି ଲାବଣ୍ୟନିଧି ରେ ପଦ୍ମ ତୁହି, କି ଅମୃତେ ତୋ ତନୁ ଗଢ଼ିଲା ବିହି? ତୋ ରୂପ-ଦରଶନେ ମୋର ହୃଦୟ ପୁଣ୍ୟ ଆନନ୍ଦେ ହୁଏ ଅମୃତମୟ୤୧ ଢଳ ଢଳ ସୁନୀଳ ସରସୀ ଜଳ, ଢଳ ଢଳ ଶ୍ୟାମଳ ନଳିନୀ ଦଳ, ଢଳ…

ଭକ୍ତକବି ମଧୁସୂଦନ ରାଓ  ( ମତାମତ - 5ଟି )

୫୦ଅଳକା ସାନ୍ୟାଲ

ତୁମକୁ ବା ସଚ୍ଚିବାବୁ ଦେଖିଥିଲେ କେବେ ଜାଣେନାହିଁ ଅଳକା ସାନ୍ୟାଲ ସେତେବେଳେ ଆକାଶରେ ସ୍ବର୍ଣ୍ଣ ଚିତା ବାଘ ଅବା ହରିଣର ଛାଲ ଅବା ଥିଲା ଗୋଲ ହୋଇ ହଳଦିଆ ଜହ୍ନର ମଶାଲ୤ ମୁଁ ତୁମକୁ ଦେଖେ ଆଜି ତୁମେ ଦିଅ ବ୍ଲାଉଜ୍‌ର…

ଗୁରୁପ୍ରସାଦ ମହାନ୍ତି  ( ମତାମତ - 1ଟା )

ପୃଷ୍ଠା : 
 
 
 

♦ ପାଠକୀୟ ମତାମତ

  • ଭାରି ଭଲ ଲାଗିଲା।
    ( ଘନଶ୍ୟାମ ସାହୁ )
  • ଗଳ୍ପଟି ପଢି ଭାରି ଭଲ ଲାଗିଲା। ଅନ୍ୟାନ୍ୟ ଲେଖା ରଖିବାକୁ ଅନୁରୋଧ। ଧନ୍ୟବାଦ।
    ( ଘନଶ୍ୟାମ ସାହୁ )
  • କି ସୁନ୍ଦର ଗପ। ଯେତେଥର ପଢିଲେ ବି ସବୁବେଳେ ସୁନ୍ଦର ଲାଗେ। ଏ ଗପଟି ମୋତେ ମୋ ସନଭଉଣୀ କଥା ମନେ ପକେଇ ଦିଏ। ଓଡ଼ିଆ ସାହିତ୍ୟ.କମ…
    ( Santosh Kumar Mohapatra )