ନବ ପ୍ରତିଭା

ଲୁଡୁ ଖେଳ
|- ବିଭୁ ସାମନ୍ତ
କାନ୍ଦୁଛି ପତିତ ସିଂହ ଦୁଆରେ
|- ଚନ୍ଦ୍ରଶେଖର ମିଶ୍ର, ପାତ୍ତପାଟ୍ଟନମ୍‌, ଶ୍ରୀକାକୁଲମ୍‌(ଆନ୍ଧ୍ରପ୍ରଦେଶ)
ପୁଅ ଆମେ ଓଡ଼ିଶାର
|- ଶକ୍ତି ସିଆ,ଗଞ୍ଜାମ

ସ୍ବାର୍ଥର ବନିତା ଅଟେ ତୋଷାମୋଦ
ଭୟ, ମିଥ୍ୟା ତାଙ୍କ ପୁତ୍ର,
ରାଜ୍ୟରେ ବିପ୍ଳବ ନିଶ୍ଚୟ ଘଟିବ
ଏମାନେ ହେଲେ ଏକତ୍ର


-ଉତ୍କଳଗୌରବ ମଧୁସୂଦନ ଦାସ

→ ସ୍ମରଣୀୟ ଲେଖା

୯୧ଜୀବନ ସଙ୍ଗୀତ

କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର

ମୋର ସକଳ ଗର୍ବ ଚୂର୍ଣ୍ଣ କରିଛ, ସବୁ ତ ନେଇଛ ଛଡ଼ାଇ,
ଆଶାର ତୁଙ୍ଗ ଶିଖରୁ ଖସାଇ ଧୂଳିରେ ଦେଇଛ ଗଡ଼ାଇ,
ସବୁଥିରୁ କରି ନିଃସ୍ବ
ଶିଖାଇ ଦେଇଛ ଆପଣାର ବୋଲି

କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର  ( ମତାମତ - 1ଟା )

୯୨ଆମ ଘର ହାଲଚାଲ

ଗୋପାଳ ଚନ୍ଦ୍ର ପ୍ରହରାଜ

ସାହିତ୍ୟର ପାଠକମାନଙ୍କୁ ଆଗକୁ ଜଣାଅଛି ଯେ, ବର୍ତ୍ତମାନ ମୁଁ ପୂର୍ବପରି ଅମାୟିକ ସାଧାସିଧା ମଣିଷ ନୁହେଁ; ବର୍ତ୍ତମାନ ଥୋଡ଼ା ଦିନ ହେଲା ମୁଁ ପୁରା ସଂସାରୀ ବନିଅଛି ଗାଁରେ (ଅର୍ଥାତ୍‌ ଗେର୍ଦ୍ଦ ଓଡ଼ିଶା, ଜିଲ୍ଲେ କଟକ, ପ୍ରଗନ୍ନେ କୋଦିଣ୍ଡା) ଖଣ୍ଡେ କୁଡ଼ିଆ କରି କିଛି ଚଳିବା ମାଫିକ ଚାଷବାସ କରି ସପରିବାର ନିପଟ ମଫସଲରେ ମୁଁ ବର୍ତ୍ତମାନ ଜଣେ ବାସିନ୍ଦା୤

ଗୋପାଳ ଚନ୍ଦ୍ର ପ୍ରହରାଜ  ( ମତାମତ ଦିଅନ୍ତୁ →

୯୩ଡିମିରି ଫୁଲ

ଅଖିଳମୋହନ ପଟ୍ଟନାୟକ

ଭଦ୍ର ମହିଳା ମୋତେ ପ୍ରଥମରୁ ହିଁ ସଞ୍ଜୟ ବୋଲି ଧରିନେଇଥିଲେ ମୋର ସେଥିରେ ପ୍ରତିବାଦ କରିବାକୁ ମଧ୍ୟ ସାହାସ ନଥିଲା୤
ଘଟଣାଟା ପ୍ରଥମରୁ କୁହେ୤

ଅଖିଳମୋହନ ପଟ୍ଟନାୟକ  ( ମତାମତ - 3ଟି )

୯୪ରୂପର ମୂଲ୍ୟ

ଦୟାନିଧି ମିଶ୍ର

ପ୍ରଥମ ପରିଚ୍ଛେଦ: ବିଦାୟ ‘ତଦ୍‌ଗଚ୍ଛ ସିଦ୍ଧୌ କୁରୁ ଦେବକାର୍ଯ୍ୟମ୍‌୤’ (କୁମାରସମ୍ଭବମ୍‌) ସମ୍ବଲପୁରର ପଶ୍ଚିମ ଦିଗରେ ସହରରୁ ପ୍ରାୟ ଏକମାଇଲ ଦୂରରେ ମଦଲିଆ ମୁହାଣ୤ ଏଠାରେ ଗୋଟିଏ ପ୍ରାଚୀନ ମନ୍ଦିର ଅଛି୤ କଳନାଦିନୀ ଚିତ୍ରୋତ୍ପଳା ମନ୍ଦିରର ଚରଣ ପ୍ରକ୍ଷାଳିତ କରି ଶିଳାବନ୍ଧୁର ମାର୍ଗରେ…

ଦୟାନିଧି ମିଶ୍ର  ( ମତାମତ ଦିଅନ୍ତୁ →

୯୫ଛୋଟ ବଡ଼

କୁନ୍ତଳା କୁମାରୀ ସାବତ

ଛୋଟର ଆଦର କରିଥାଏ ଛୋଟ, ବଡ଼ର ଆଦର ବଡ଼, ଫୁଟିଥିଲା ଫୁଲ ସଙ୍ଗେ ସରି କିବା ହେବ କେବେ ଫୁଲକଢ଼ ! ବଡ଼ ହୁଏ ଯଦି ପୂର୍ଣ୍ଣଚନ୍ଦ୍ର ପରି ଆଉ ନ ପାରିବ ବଢ଼ି, ଫୁଟିଲା ଫୁଲ କି ଫୁଟେ ଆଉ…

କୁନ୍ତଳା କୁମାରୀ ସାବତ  ( ମତାମତ - 2ଟି )

୯୬ଆଳସ୍ୟ

ଆମ ଶାସ୍ତ୍ରକାରମାନେ ବହୁସ୍ଥଳରେ, ବହୁ ଭାବରେ ଗୋଟିଏ କଥା ଉପରେ ଜୋରଦେଇ ସାଧାରଣ ଲୋକଙ୍କୁ କହିଛନ୍ତି୤

ବିନୋଦ କାନୁନ୍‌ଗୋ  ( ମତାମତ ଦିଅନ୍ତୁ →

୯୭ଉଠ କଙ୍କାଳ

ଗୋଦାବରୀଶ ମହାପାତ୍ର

ଦୁର୍ଗମ ଗିରି ଦୁର୍ଗ ପ୍ରାଚୀର ଜୀର୍ଣ୍ଣ ଦୁଆରେ ବସି, ଡାକେ ତାନ୍ତ୍ରିକ ମନ୍ତ୍ର ସାଧନେ ଜାଗ୍ରତ ପୁରବାସୀ ! ପୃଥ୍ବୀ ବିଦାରି ବାରବାଟୀ ମଡ଼ା ଉଠ ଉଠ ଚଞ୍ଚଳ, ଖୋରଧାର ଶତ ସରଦାର ଶିର କର ଉନ୍ନତତର ! ଉଠ କଙ୍କାଳ,…

ଗୋଦାବରୀଶ ମହାପାତ୍ର  ( ମତାମତ - 1ଟା )

୯୮ମିମିର ସାହିତ୍ୟ ଶିକ୍ଷା

ବାମାଚରଣ ମିତ୍ର

ଜୀବନବାବୁଙ୍କ ମନରେ ଭାରି କଷ୍ଟ୤ ତାଙ୍କର ଏକମାତ୍ର ସନ୍ତାନ, କନ୍ୟା ମିମି ହୋଇଛି ଭାରି ବୋକା୤ ପଢ଼ାରେ ତା’ର ମନ ନାହିଁ, ବହି ଧରି ବସିଲେ ଢୁଳାଏ୤ କିଛି ପ୍ରଶ୍ନ ପଚାରିଲେ ବୋକାଙ୍କ ଭଳି ଚାହିଁ ରହିଥାଏ୤

ବାମାଚରଣ ମିତ୍ର  ( ମତାମତ - 10ଟି )

୯୯ସନ୍ତାନର ଉକ୍ତି

ମଧୁସୂଦନ ଦାସ

ମାଆ ମାଆ ବୋଲି କେତେ ମୁଁ ଖୋଜିଲି ମାଆକୁ ପାଇଲି ନାହିଁ, ଭାଇ ଭାଇ ବୋଲି କେତେ ମୁଁ ଡାକିଲି ନଦେଲେ ଉତ୍ତର କେହି୤ ଖୋଜିଲି ଅରଣ୍ୟେ ଜନସମାଜରେ ଖୋଜିଲି ବାରିଧି ତଟ, ସର୍ବତ୍ର ଦେଖିଲି ମାତା ପଦଚିହ୍ନ ନ ହେଲା…

ମଧୁସୂଦନ ଦାସ  ( ମତାମତ - 2ଟି )

୧୦୦ମହାନଗରୀର ରାତ୍ରି

ସୁରେନ୍ଦ୍ର ମହାନ୍ତି

ଗଙ୍ଗା ଜେଟୀରେ ଗୋଟିଏ ଷ୍ଟୀମର୍‌ରେ ଅଶାନ୍ତି ଚିତ୍କାର ଶୁଭୁଛି୤ ଚୌରଙ୍ଗୀର ଜନବିହୀନ ରାସ୍ତା ବିଜୁଳିବତୀର ନିର୍ଜନ ଆଲୋକରେ ଦିଶୁଛି ପ୍ରେତପୁରୀ ପରି ଅଶରୀରୀ ଓ ରହସ୍ୟାବୃତ୤ ଚୌରଙ୍ଗୀ-ବଣିଆ ସଂସ୍କୃତିର ମକ୍କାମଦିନା ! ଟ୍ରାମ୍‌ରାସ୍ତାର ସେପାଖେ ଦଳ ଦଳ ହୋଇ ଶରଣାର୍ଥୀ ଶୋଇଛନ୍ତି…

ସୁରେନ୍ଦ୍ର ମହାନ୍ତି  ( ମତାମତ - 4ଟି )

ପୃଷ୍ଠା :  ୧୦ ୧୧ ୧୨ ୧୩
 
 
 

♦ ପାଠକୀୟ ମତାମତ

  • 'ମାଗୁଣିର ଶଗଡ଼' ଗଳ୍ପର ଶୀର୍ଷକ ଯେପରି ଆକର୍ଷଣୀୟ....ତାର ବିଷୟ ବସ୍ତୁ ସେହିପରି ହୃଦୟସ୍ପର୍ଶୀ। ପ୍ରାଚୀନ କାଳର ହାତ ଗଢା ଯାନବାହାନ ଏବଂ ଆଧୁନିକ କାଳର ଯନ୍ତ୍ର…
    ( ଝରଣା ମହାରଣା )
  • ମୋ ମନ ସୁମନ ଦେଇ ହରପଦ ପୂଜିବି ରେ । ଅଧମତାରଣ ହରି ଏ ଅଧମେ କୃପା କରି ଆସିବେ ହୃଦକୁଟୀରେ,…
    ( Trilochan Patel )
  • ଆଧୁନିକତାର ପ୍ରବେଶରେ ଯନ୍ତ୍ର ଶିଳ୍ପ ସାମାଜିକ ଜୀବନରେ ଅବାଧ ପ୍ରବେଶ ,ପାରମ୍ପରିକ କୁଟୀର ଶିଳ୍ପ ଓ କୌଳିକ ବୃତ୍ତି ହ୍ରାସ ,ଆଧୁନିକ ଯନ୍ତ୍ର ସହିତ ମଣିଷର ନିବିଡ଼ତା…
    ( ସୁଶାନ୍ତ କୁମାର ଦାଶ )