ନବ ପ୍ରତିଭା

ଲୁଡୁ ଖେଳ
|- ବିଭୁ ସାମନ୍ତ
କାନ୍ଦୁଛି ପତିତ ସିଂହ ଦୁଆରେ
|- ଚନ୍ଦ୍ରଶେଖର ମିଶ୍ର, ପାତ୍ତପାଟ୍ଟନମ୍‌, ଶ୍ରୀକାକୁଲମ୍‌(ଆନ୍ଧ୍ରପ୍ରଦେଶ)
ପୁଅ ଆମେ ଓଡ଼ିଶାର
|- ଶକ୍ତି ସିଆ,ଗଞ୍ଜାମ

ସାମ୍ପ୍ରତିକ ‘ପୁସ୍ତକ ପ୍ରକାଶନ’ ସୁବିଧା ଓ ପ୍ରତିଯୋଗିତାପୂର୍ଣ୍ଣ ହୋଇଥିବାରୁ ଉତ୍କୃଷ୍ଟ ସାହିତ୍ୟ ବଦଳରେ ନିମ୍ନରୁଚିର ସାହିତ୍ୟ ଉପଲବ୍ଧ ହେଉଛି କି ?

ମତଦାନ ଫଳାଫଳ

ଲେଖକ ଓ ଲେଖିକା

ସଦାନନ୍ଦ ତ୍ରିପାଠୀ
ଶକ୍ତି ମହାନ୍ତି
ଜୟନ୍ତ ମହାପାତ୍ର
ନନ୍ଦ କିଶୋର ବଳ
ଅଶୋକ ଚନ୍ଦ୍ର ମହାପାତ୍ର
ଭାନୁଜୀ ରାଓ

ସ୍ବାର୍ଥର ବନିତା ଅଟେ ତୋଷାମୋଦ
ଭୟ, ମିଥ୍ୟା ତାଙ୍କ ପୁତ୍ର,
ରାଜ୍ୟରେ ବିପ୍ଳବ ନିଶ୍ଚୟ ଘଟିବ
ଏମାନେ ହେଲେ ଏକତ୍ର


-ଉତ୍କଳଗୌରବ ମଧୁସୂଦନ ଦାସ

→ ସ୍ମରଣୀୟ ଲେଖା

୭୧ପହିଲା ପରେ

ଘରେ ଆସି ଗୋଡ଼ ଦେଲାକ୍ଷଣି ସାନପୁଅ ଟୁନୁ ଆସି କହେ- ବାପା ବିସ୍କୁଟ୍‌ ?

ଅନନ୍ତ ପ୍ରସାଦ ପଣ୍ଡା  ( ମତାମତ - 1ଟା )

୭୨ନାଟର ଗୋବର୍ଦ୍ଧନ

ଭୁବନେଶ୍ବର ବେହେରା

କୌଣସି ଘଟଣାବଳୀର ଆଢ଼ୁଆଳରେ ଯଦି କାହାରି ହାତ ଛପି ରହିଥିବାର ସନ୍ଦେହ କରାଯାଏ ତେବେ ସେ ଅଦୃଶ୍ୟ ହାତର ଅଧିକାରୀକୁ ସନ୍ଦେହକାରୀମାନେ ‘ନାଟର ଗୋବର୍ଦ୍ଧନ’ ବୋଲି ବର୍ଣ୍ଣନା କରିଥାଆନ୍ତି୤ ନାଟର ଜଣେ ଗୋବର୍ଦ୍ଧନ କାହିଁକି ଦରକାର, ଗୋବର୍ଦ୍ଧନ ଠିକ୍‌ କଣ ସବୁ…

ଭୁବନେଶ୍ବର ବେହେରା  ( ମତାମତ - 3ଟି )

୭୩ଅନ୍ଧର ଅହମିକା

ନିତ୍ୟାନନ୍ଦ ମହାପାତ୍ର

ସଉରି ପାଇକରାୟ ସେମିତି ଖୁଣ୍ଟଟା ପରି ବସିଛି୤ ହୁଙ୍କୁ ନାହିଁ କି ଚଙ୍କୁ ନାହିଁ୤ ଗଲା ଦୁଇତିନି ଦିନ ହବ ଅନବରତ ଝଡ଼ି ବରଷା ଗାଜି ଦେଇ ଯାଉଛି୤ ଭୋଦୁଅ ମାସ ଶେଷ ମୁଣ୍ଡରେ ଧାରା ଶ୍ରାବଣ ଅଜାଡ଼ି ପଡ଼ିଲା୤ କି…

ନିତ୍ୟାନନ୍ଦ ମହାପାତ୍ର  ( ମତାମତ ଦିଅନ୍ତୁ →

୭୪ମୋ ଜୀବନ ପଛେ ନର୍କେ ପଡ଼ିଥାଉ

ସନ୍ଥକବି ଭୀମ ଭୋଇ

ବଖାଣି ମହିମା ଧୁନିକୁ ସ୍ଥାପିବା ଶ୍ରୀମୁଖରେ ଆଜ୍ଞା ଦେଲେ୤ ଦାସପଣେ କିଣି ଅର୍ଦ୍ଧବାଟେ ଆଣି କିମ୍ପା ଏତେ ସରି କଲେ ୥୧୥ ନାହିଁ ମୋ ଭରସା ଉଡ଼ୁଛି ସହସା କି ବୁଦ୍ଧି କରିବି କହ୤ ଜଗତ ସମ୍ଭାଳି ଭଗତଙ୍କୁ ପାଳି ତୁମ୍ଭ…

ସନ୍ଥକବି ଭୀମ ଭୋଇ  ( ମତାମତ - 6ଟି )

୭୫ମାଣିକରୁ ମାରିୟମ୍‌

ସନତ୍‌ ରାୟ

ଅଠାନବେ ମସିହାର କେଉଁ ଏକ ପଉଷ କାଳର ଭିଜା ଶୀତୁଆ ସଞ୍ଜରେ ଭେଟିଥିଲି ତାକୁ, ଇବ୍‌ ନଈ ଆରପାରି ବନ୍ଧପାଲି ଗାଁ ମୁଣ୍ଡ ଶାଳବଣ ଉହାଡ଼ରେ ବାଣ୍ଟି ଚାଲିଥିଲା ଦନା ଦନା ହାଣ୍ଡିଆ, ମହୁଲି୤ ଆଠହାତି କସ୍ତା ଖଣ୍ଡିକରେ ଦେହ ତାର…

ସନତ୍‌ ରାୟ  ( ମତାମତ - 1ଟା )

୭୬ମଶାଣିର ଫୁଲ

ପୋଡ଼ାବସନ୍ତ ଶାସନର ଜଗୁ ତିଆଡ଼ି କୀର୍ତ୍ତନ କରେ, ମୃଦଙ୍ଗ ବଜାଏ, ଗଞ୍ଜେଇ ଖାଏ, ଆଉ ମୁର୍ଦ୍ଦାର ପୋଡ଼େ୤ ଭଲ ମଡ଼ାଚଣ୍ଡିଆ ଭାବରେ ସେ ଖଣ୍ଡମଣ୍ଡଳରେ ଜଗୁର ବେଶ୍‌ ଗୋଟାଏ ନାଆଁ ବି ଅଛି୤ ମୁର୍ଦ୍ଦାରଟା ଯେବେ ଜୁଇ ନିଆଁ ଉପରେ ସେଁ…

ସଚ୍ଚି ରାଉତରାୟ  ( ମତାମତ - 3ଟି )

୭୭ଡକେଇତି

ଫତୁରାନନ୍ଦ

ପଧାନ ଘରର ପୁରିଉଠିଥିବା ଶିରୀ ଦେଖି ଆଖପାଖରେ ଲୋକମାନେ ଅଥୟ ହୋଇପଡ଼ିଲେ୤ ସମସ୍ତଙ୍କ ମୁହଁରେ ଖାଲି ହାଇ ହାଇ୤ କାହାର ଛାତି କରତି ନ ହେଉଛି, ଏମିତି ଜଣେ ପାଇବନି୤ ଚାରି ପାଞ୍ଚଜଣ ଏକାଠି ହେଲେ ଉଠିଲା ତା‘ରି କଥା୤ ଦିନେ…

ଫତୁରାନନ୍ଦ  ( ମତାମତ - 1ଟା )

୭୮ଶରତ୍‌

ଭକ୍ତକବି ମଧୁସୂଦନ ରାଓ

(ରାଗ-ମଙ୍ଗଳ) ରୁଚିର ଶରଦକାଳ ବିରାଜିଲା ଆସି, ହସିଲା ଧରଣୀରାଣୀ ଶୋଭା ପରକାଶି୤ କାଶତଣ୍ଡୀ ଫୁଲେ ମହୀଦିଶଇ ଧବଳ, ସରୋବରେ ଫୁଟିଛନ୍ତି କୁମୁଦ କମଳ୤ ସୁନ୍ଦର ମାଳତୀ ଗଙ୍ଗ-ଶିଉଳୀ ଟଗରେ, ଧବଳିତ ଉପବନ ଜନମନ ହରେ୤ ଖଣ୍ଡ ଖଣ୍ଡ ଧଳାମେଘ ସୁନୀଳ ଅମ୍ବରେ,…

ଭକ୍ତକବି ମଧୁସୂଦନ ରାଓ  ( ମତାମତ - 1ଟା )

୭୯ଜୀବନ ସଙ୍ଗୀତ

କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର

ମୋର ସକଳ ଗର୍ବ ଚୂର୍ଣ୍ଣ କରିଛ, ସବୁ ତ ନେଇଛ ଛଡ଼ାଇ,
ଆଶାର ତୁଙ୍ଗ ଶିଖରୁ ଖସାଇ ଧୂଳିରେ ଦେଇଛ ଗଡ଼ାଇ,
ସବୁଥିରୁ କରି ନିଃସ୍ବ
ଶିଖାଇ ଦେଇଛ ଆପଣାର ବୋଲି

କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର  ( ମତାମତ - 1ଟା )

୮୦ଆମ ଘର ହାଲଚାଲ

ଗୋପାଳ ଚନ୍ଦ୍ର ପ୍ରହରାଜ

ସାହିତ୍ୟର ପାଠକମାନଙ୍କୁ ଆଗକୁ ଜଣାଅଛି ଯେ, ବର୍ତ୍ତମାନ ମୁଁ ପୂର୍ବପରି ଅମାୟିକ ସାଧାସିଧା ମଣିଷ ନୁହେଁ; ବର୍ତ୍ତମାନ ଥୋଡ଼ା ଦିନ ହେଲା ମୁଁ ପୁରା ସଂସାରୀ ବନିଅଛି ଗାଁରେ (ଅର୍ଥାତ୍‌ ଗେର୍ଦ୍ଦ ଓଡ଼ିଶା, ଜିଲ୍ଲେ କଟକ, ପ୍ରଗନ୍ନେ କୋଦିଣ୍ଡା) ଖଣ୍ଡେ କୁଡ଼ିଆ କରି କିଛି ଚଳିବା ମାଫିକ ଚାଷବାସ କରି ସପରିବାର ନିପଟ ମଫସଲରେ ମୁଁ ବର୍ତ୍ତମାନ ଜଣେ ବାସିନ୍ଦା୤

ଗୋପାଳ ଚନ୍ଦ୍ର ପ୍ରହରାଜ  ( ମତାମତ ଦିଅନ୍ତୁ →

ପୃଷ୍ଠା :  ୧୦ ୧୧ ୧୨
 
 
 

♦ ପାଠକୀୟ ମତାମତ

  • ଭାରି ଭଲ ଲାଗିଲା।
    ( ଘନଶ୍ୟାମ ସାହୁ )
  • ଗଳ୍ପଟି ପଢି ଭାରି ଭଲ ଲାଗିଲା। ଅନ୍ୟାନ୍ୟ ଲେଖା ରଖିବାକୁ ଅନୁରୋଧ। ଧନ୍ୟବାଦ।
    ( ଘନଶ୍ୟାମ ସାହୁ )
  • କି ସୁନ୍ଦର ଗପ। ଯେତେଥର ପଢିଲେ ବି ସବୁବେଳେ ସୁନ୍ଦର ଲାଗେ। ଏ ଗପଟି ମୋତେ ମୋ ସନଭଉଣୀ କଥା ମନେ ପକେଇ ଦିଏ। ଓଡ଼ିଆ ସାହିତ୍ୟ.କମ…
    ( Santosh Kumar Mohapatra )