ନବ ପ୍ରତିଭା

ଲୁଡୁ ଖେଳ
|- ବିଭୁ ସାମନ୍ତ
କାନ୍ଦୁଛି ପତିତ ସିଂହ ଦୁଆରେ
|- ଚନ୍ଦ୍ରଶେଖର ମିଶ୍ର, ପାତ୍ତପାଟ୍ଟନମ୍‌, ଶ୍ରୀକାକୁଲମ୍‌(ଆନ୍ଧ୍ରପ୍ରଦେଶ)
ପୁଅ ଆମେ ଓଡ଼ିଶାର
|- ଶକ୍ତି ସିଆ,ଗଞ୍ଜାମ

ସ୍ବାର୍ଥର ବନିତା ଅଟେ ତୋଷାମୋଦ
ଭୟ, ମିଥ୍ୟା ତାଙ୍କ ପୁତ୍ର,
ରାଜ୍ୟରେ ବିପ୍ଳବ ନିଶ୍ଚୟ ଘଟିବ
ଏମାନେ ହେଲେ ଏକତ୍ର


-ଉତ୍କଳଗୌରବ ମଧୁସୂଦନ ଦାସ

ଅଖିଳମୋହନ ପଟ୍ଟନାୟକ
ଅଖିଳମୋହନ ପଟ୍ଟନାୟକ ଓଡ଼ିଆ କଥା ସାହିତ୍ୟ ଜଗତର ଜଣେ ନିଆରା କଥାକାର ଥିଲେ ଅଖିଳମୋହନ ପଟ୍ଟନାୟକ୤ ୧୯୨୭ ମସିହା ଡିସେମ୍ବର ୧୮ ତାରିଖରେ ଖୋର୍ଦ୍ଧାରେ ଜନ୍ମିତ ଅଖିଳମୋହନ ଥିଲେ ବୃତ୍ତିରେ ଆଇନଜୀବି ଆଉ ପ୍ରବୃତ୍ତିରେ ବିଦଗ୍ଧ ସାହିତ୍ୟ ଶିଳ୍ପୀ୤ ୧୯୮୧ ମସିହାରେ ତାଙ୍କର କ୍ଷୁଦ୍ରଗଳ୍ପ ସଞ୍ଚୟନ “ଓ ଅନ୍ଧଗଳି” ପାଇଁ ସେ କେନ୍ଦ୍ର ସାହିତ୍ୟ ଏକାଡମୀ ପୁରସ୍କାରରେ ସମ୍ମାନିତ ହୋଇଥିଲେ୤ ୧୯୮୨ ମସିହା ନଭେମ୍ବର ୨୯ ତାରିଖ ଦିନ ଏହି ମହାନ କଥାଶିଳ୍ପୀଙ୍କର ପରଲୋକପ୍ରାପ୍ତି ଘଟିଥିଲା୤
ପ୍ରକାଶିତ ଲେଖା
 
 
 

♦ ପାଠକୀୟ ମତାମତ

  • ମୁଦ୍ରଣ ଜନିତ ତ୍ରୁଟି ବହୁତ ପରିଲକ୍ଷିତ ହେଉଛି ଦୟାକରି ଧ୍ୟାନ ଦେବାକୁ ଅନୁରୋଧ
    ( ତପନ ଦୀକ୍ଷିତ(ବେଳାଭୂମି) )
  • ପିଲା ଦିନେ ବାପା ଙ୍କ ପାଖରୁ ଶୁଣିଥିଲି କବିତା ପ୍ରେମୀ ଓ ଏକ ଛୋଟ କବି ହିସାବରେ କବିତାରେ ରୁଚି ଥିବାରୁ ମୁଁ ଏ କବିତା ଖୋଜି…
    ( ଦୁର୍ଲ୍ଲଭ କୁମାର ରାଉତ )
  • ଜର୍ମାନୀରେ ରହୁଥିବା ବାବୁଜଣଙ୍କ ଓଡ଼ିଆଣୀ ବୋଉ ସାଥିରେ ବିଦେଶିନୀ ମମିକୁ ସମାନ ଭାବରେ ତଉଲିଦେଲେ । ବୋଧହୁଏ ଲେଖକଙ୍କର ଆନ୍ତରିକତାକୁ ସେ ପରଖିପାରି ନାହାନ୍ତି । ମମତାର…
    ( ରଙ୍ଗନାଥ ରଥ )