ନବ ପ୍ରତିଭା

ଲୁଡୁ ଖେଳ
|- ବିଭୁ ସାମନ୍ତ
କାନ୍ଦୁଛି ପତିତ ସିଂହ ଦୁଆରେ
|- ଚନ୍ଦ୍ରଶେଖର ମିଶ୍ର, ପାତ୍ତପାଟ୍ଟନମ୍‌, ଶ୍ରୀକାକୁଲମ୍‌(ଆନ୍ଧ୍ରପ୍ରଦେଶ)
ପୁଅ ଆମେ ଓଡ଼ିଶାର
|- ଶକ୍ତି ସିଆ,ଗଞ୍ଜାମ

ସ୍ବାର୍ଥର ବନିତା ଅଟେ ତୋଷାମୋଦ
ଭୟ, ମିଥ୍ୟା ତାଙ୍କ ପୁତ୍ର,
ରାଜ୍ୟରେ ବିପ୍ଳବ ନିଶ୍ଚୟ ଘଟିବ
ଏମାନେ ହେଲେ ଏକତ୍ର


-ଉତ୍କଳଗୌରବ ମଧୁସୂଦନ ଦାସ

ଅରବିନ୍ଦ ରାୟ
ବୃତ୍ତିରେ ଜଣେ ସରକାରୀ ଚାକିରିଆ ହୋଇ ସୁଦ୍ଧା ଅରବିନ୍ଦ ରାୟ ସାହିତ୍ୟ ରଚନାରେ ସିଦ୍ଧହସ୍ତ୤ ଶ୍ରୀ ରାୟ ଏକାଧାରରେ ଜଣେ ଗାଳ୍ପିକ, ଔପନ୍ୟାସିକ ଏବଂ ଶିଶୁ ସାହିତ୍ୟିକ ଅଟନ୍ତି୤ ତାଙ୍କର ପ୍ରକାଶିତ ଗଳ୍ପଗ୍ରନ୍ଥ ମଧ୍ୟରେ ‘ଦି ପାଦ ପୃଥିବୀ’, ‘ଅନ୍ତରଙ୍ଗ ମଣିଷ’ ‘ ଛାଇ ଲେଉଟାଣି ’, ଉପନ୍ୟାସ ମଧ୍ୟରେ ‘ଚାଲ୍‌ ଫେରିଯିବା’, ‘ ଗୋଲାମ ନଗରୀ ଘୋଡ଼ା’ ଏବଂ ଶିଶୁ ସାହିତ୍ୟ ମଧ୍ୟରେ ‘ଅଟର ମଟର କଟର କେଁ ’ ଆଦି ଅନ୍ୟତମ୤ ଜଣେ ନିଆରା ଢଙ୍ଗର ଗାଳ୍ପିକ ଭାବେ ଶ୍ରୀ ଅରବିନ୍ଦ ରାୟ ନିଜ ପାଇଁ ଏକ ସ୍ବତନ୍ତ୍ର ସ୍ଥାନ ହାସଲ କରିପାରିଛନ୍ତି୤ ଯୁବ ସାହିତ୍ୟିକ ପୁରସ୍କାର ସହିତ ରାଜଧାନୀ ପୁସ୍ତକମେଳା ପୁରସ୍କାର ଆଦି ସମ୍ମାନରେ ସମ୍ବର୍ଦ୍ଧିତ ହୋଇଛନ୍ତି ଶ୍ରୀ ରାୟ୤
ପ୍ରକାଶିତ ଲେଖା
 
 
 

♦ ପାଠକୀୟ ମତାମତ

  • 'ମାଗୁଣିର ଶଗଡ଼' ଗଳ୍ପର ଶୀର୍ଷକ ଯେପରି ଆକର୍ଷଣୀୟ....ତାର ବିଷୟ ବସ୍ତୁ ସେହିପରି ହୃଦୟସ୍ପର୍ଶୀ। ପ୍ରାଚୀନ କାଳର ହାତ ଗଢା ଯାନବାହାନ ଏବଂ ଆଧୁନିକ କାଳର ଯନ୍ତ୍ର…
    ( ଝରଣା ମହାରଣା )
  • ମୋ ମନ ସୁମନ ଦେଇ ହରପଦ ପୂଜିବି ରେ । ଅଧମତାରଣ ହରି ଏ ଅଧମେ କୃପା କରି ଆସିବେ ହୃଦକୁଟୀରେ,…
    ( Trilochan Patel )
  • ଆଧୁନିକତାର ପ୍ରବେଶରେ ଯନ୍ତ୍ର ଶିଳ୍ପ ସାମାଜିକ ଜୀବନରେ ଅବାଧ ପ୍ରବେଶ ,ପାରମ୍ପରିକ କୁଟୀର ଶିଳ୍ପ ଓ କୌଳିକ ବୃତ୍ତି ହ୍ରାସ ,ଆଧୁନିକ ଯନ୍ତ୍ର ସହିତ ମଣିଷର ନିବିଡ଼ତା…
    ( ସୁଶାନ୍ତ କୁମାର ଦାଶ )