ନବ ପ୍ରତିଭା

ଲୁଡୁ ଖେଳ
|- ବିଭୁ ସାମନ୍ତ
କାନ୍ଦୁଛି ପତିତ ସିଂହ ଦୁଆରେ
|- ଚନ୍ଦ୍ରଶେଖର ମିଶ୍ର, ପାତ୍ତପାଟ୍ଟନମ୍‌, ଶ୍ରୀକାକୁଲମ୍‌(ଆନ୍ଧ୍ରପ୍ରଦେଶ)
ପୁଅ ଆମେ ଓଡ଼ିଶାର
|- ଶକ୍ତି ସିଆ,ଗଞ୍ଜାମ

ସ୍ବାର୍ଥର ବନିତା ଅଟେ ତୋଷାମୋଦ
ଭୟ, ମିଥ୍ୟା ତାଙ୍କ ପୁତ୍ର,
ରାଜ୍ୟରେ ବିପ୍ଳବ ନିଶ୍ଚୟ ଘଟିବ
ଏମାନେ ହେଲେ ଏକତ୍ର


-ଉତ୍କଳଗୌରବ ମଧୁସୂଦନ ଦାସ

ସନ୍ଥକବି ଭୀମ ଭୋଇ
ସନ୍ଥକବି ଭୀମ ଭୋଇ ଭୀମ ଭୋଇ (୧୮୫୫-୧୮୯୫) ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ଅଞ୍ଚଳରେ ଜନ୍ମଗ୍ରହଣ କରିଥିବାର ଜଣାପଡ଼େ୤ କିମ୍ବଦନ୍ତୀ ଓ ଜନଶ୍ରୁତି ମୁତାବକ ଭୀମ ଭୋଇ ବାଲ୍ୟକାଳରୁ ଅନାଥ ଥିବା ସହିତ ଅନ୍ଧ ମଧ୍ୟ ଥିଲେ ଏବଂ ବଡ଼ ଦୁଃଖ ଓ କଷ୍ଟରେ କାଳାତିପାତ କରୁଥିଲେ୤ ଏହା ସତ୍ତ୍ବେ ମହିମା ଧର୍ମର ପ୍ରଚାର ଓ ପ୍ରସାର ପାଇଁ ତାଙ୍କ ଦ୍ବାରା ରଚିତ ସ୍ତୁତି ଚିନ୍ତାମଣି, ନିର୍ବେଦ ସାଧନା, ଆଦି ଅନ୍ତଗୀତା, ଅନାଦି ସଂହିତା, ଭୀମ ଭୋଇ ମାଳିକା ଆଦି ଗ୍ରନ୍ଥ ଆଜି ମଧ୍ୟ ବେଶ୍‌ ଆଦୃତ ଲାଭ କରିଛି୤ ତାଙ୍କ ସମୟରେ ଓଡ଼ିଆ ସାହିତ୍ୟକୁ ସମୃଦ୍ଧ କରିବାରେ ଭୀମ ଭୋଇଙ୍କ ରଚନାଗୁଡ଼ିକର ଅବଦାନ ଅନସ୍ବୀକାର୍ଯ୍ୟ୤
ପ୍ରକାଶିତ ଲେଖା
 
 
 

♦ ପାଠକୀୟ ମତାମତ

  • 'ମାଗୁଣିର ଶଗଡ଼' ଗଳ୍ପର ଶୀର୍ଷକ ଯେପରି ଆକର୍ଷଣୀୟ....ତାର ବିଷୟ ବସ୍ତୁ ସେହିପରି ହୃଦୟସ୍ପର୍ଶୀ। ପ୍ରାଚୀନ କାଳର ହାତ ଗଢା ଯାନବାହାନ ଏବଂ ଆଧୁନିକ କାଳର ଯନ୍ତ୍ର…
    ( ଝରଣା ମହାରଣା )
  • ମୋ ମନ ସୁମନ ଦେଇ ହରପଦ ପୂଜିବି ରେ । ଅଧମତାରଣ ହରି ଏ ଅଧମେ କୃପା କରି ଆସିବେ ହୃଦକୁଟୀରେ,…
    ( Trilochan Patel )
  • ଆଧୁନିକତାର ପ୍ରବେଶରେ ଯନ୍ତ୍ର ଶିଳ୍ପ ସାମାଜିକ ଜୀବନରେ ଅବାଧ ପ୍ରବେଶ ,ପାରମ୍ପରିକ କୁଟୀର ଶିଳ୍ପ ଓ କୌଳିକ ବୃତ୍ତି ହ୍ରାସ ,ଆଧୁନିକ ଯନ୍ତ୍ର ସହିତ ମଣିଷର ନିବିଡ଼ତା…
    ( ସୁଶାନ୍ତ କୁମାର ଦାଶ )