ନବ ପ୍ରତିଭା

ଲୁଡୁ ଖେଳ
|- ବିଭୁ ସାମନ୍ତ
କାନ୍ଦୁଛି ପତିତ ସିଂହ ଦୁଆରେ
|- ଚନ୍ଦ୍ରଶେଖର ମିଶ୍ର, ପାତ୍ତପାଟ୍ଟନମ୍‌, ଶ୍ରୀକାକୁଲମ୍‌(ଆନ୍ଧ୍ରପ୍ରଦେଶ)
ପୁଅ ଆମେ ଓଡ଼ିଶାର
|- ଶକ୍ତି ସିଆ,ଗଞ୍ଜାମ

ସାମ୍ପ୍ରତିକ ‘ପୁସ୍ତକ ପ୍ରକାଶନ’ ସୁବିଧା ଓ ପ୍ରତିଯୋଗିତାପୂର୍ଣ୍ଣ ହୋଇଥିବାରୁ ଉତ୍କୃଷ୍ଟ ସାହିତ୍ୟ ବଦଳରେ ନିମ୍ନରୁଚିର ସାହିତ୍ୟ ଉପଲବ୍ଧ ହେଉଛି କି ?

ସର୍ବମୋଟ ମତଦାନ: ୧୮୪୭

ଲେଖକ ଓ ଲେଖିକା

ମନମୋହନ ମିଶ୍ର
ଗନ୍ତାୟତ ଶିବପ୍ରସାଦ
ଫତୁରାନନ୍ଦ
ସନ୍ଥକବି ଭୀମ ଭୋଇ
ସନ୍ୟାସୀ ନାୟକ
ବିପ୍ର ଆଚାର୍ଯ୍ୟ

ସ୍ବାର୍ଥର ବନିତା ଅଟେ ତୋଷାମୋଦ
ଭୟ, ମିଥ୍ୟା ତାଙ୍କ ପୁତ୍ର,
ରାଜ୍ୟରେ ବିପ୍ଳବ ନିଶ୍ଚୟ ଘଟିବ
ଏମାନେ ହେଲେ ଏକତ୍ର


-ଉତ୍କଳଗୌରବ ମଧୁସୂଦନ ଦାସ

ବିନୋଦ ନାୟକ
ଜଣେ ଅଧ୍ୟାପକ ଭାବେ କର୍ମମୟ ଜୀବନ ଆରମ୍ଭ କରି ପରବର୍ତ୍ତୀ ସମୟରେ ନିଜର ସାହିତ୍ୟ ସାଧନା ପାଇଁ କେନ୍ଦ୍ର ସାହିତ୍ୟ ଏକାଡ଼େମୀ ପୁରସ୍କାର ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀ ତରଫରୁ ଅତିବଡ଼ି ଜଗନ୍ନାଥ ଦାଶ ପୁରସ୍କାରରେ ସମ୍ମାନୀତ ହୋଇଥିଲେ କବି ବିନୋଦ ଚନ୍ଦ୍ର ନାୟକ(୧୯୧୯-୨୦୦୩)୤ ସୁନ୍ଦରଗଡ଼ ଜିଲ୍ଲାରେ ଜନ୍ମ ହୋଇଥିବା ଶ୍ରୀ ନାୟକ ନିଜର ରୋମାଣ୍ଟିକ୍‌ ଓ ପ୍ରକୃତି ପ୍ରେମୀ କାବ୍ୟଧାରା ପାଇଁ ପ୍ରତିଷ୍ଠା ଲାଭ କରିଥିଲେ୤ ତାଙ୍କର ପ୍ରତ୍ୟେକଟି କବିତାର ଶବ୍ଦ ସଂଯୋଜନା, ଭାଷାର ବଳିଷ୍ଠତା ଓ ଅନୁଭୂତିର ଗଭୀରତା ତାଙ୍କୁ ଓଡ଼ିଆ ସାହିତ୍ୟର ଜଣେ ପ୍ରତିଷ୍ଠିତ କବିର ମାନ୍ୟତା ପ୍ରଦାନ କରିଛି୤ ତାଙ୍କର କାବ୍ୟକୃତି ମଧ୍ୟରେ ‘ହୈମନ୍ତୀ’ ‘ଚନ୍ଦ୍ର ଓ ତାରା’, ‘ନନ୍ଦାଦେବୀ’, ‘ସରୀସୃପ’ ଆଦି ଅନ୍ୟତମ୤
ପ୍ରକାଶିତ ଲେଖା
 
 
 

♦ ପାଠକୀୟ ମତାମତ

  • ମୋ ମନ ସୁମନ ଦେଇ ହରପଦ ପୂଜିବି ରେ । ଅଧମତାରଣ ହରି ଏ ଅଧମେ କୃପା କରି ଆସିବେ ହୃଦକୁଟୀରେ,…
    ( Trilochan Patel )
  • ଆଧୁନିକତାର ପ୍ରବେଶରେ ଯନ୍ତ୍ର ଶିଳ୍ପ ସାମାଜିକ ଜୀବନରେ ଅବାଧ ପ୍ରବେଶ ,ପାରମ୍ପରିକ କୁଟୀର ଶିଳ୍ପ ଓ କୌଳିକ ବୃତ୍ତି ହ୍ରାସ ,ଆଧୁନିକ ଯନ୍ତ୍ର ସହିତ ମଣିଷର ନିବିଡ଼ତା…
    ( ସୁଶାନ୍ତ କୁମାର ଦାଶ )
  • କବିସୂର୍ଯ୍ୟ ବଳଦେବ ରଥ ତାଙ୍କର ଗୋଟିଏ ପଦରେ ସେ ଲେଖିଛନ୍ତି କବି ହୋଇଗଲେ ସମସ୍ତ ଲୋକ,…
    ( ପ୍ରେମାନନ୍ଦ ଦାସ )