ନବ ପ୍ରତିଭା

ମନେପଡ଼େ
|- ରାଜେଶ କୁମାର ବାରିକ, ଦେବେନ୍ଦ୍ର ପୁର, ଅଭଣା,ବାଲେଶ୍ୱର
ରଫ୍ ଖାତା
|- ମନ୍ମଥ କୁମାର ଦଳେଇ, କଣିହା, ତାଳଚେର, ଓଡ଼ିଶା
ଲୁଡୁ ଖେଳ
|- ବିଭୁ ସାମନ୍ତ

ସ୍ବାର୍ଥର ବନିତା ଅଟେ ତୋଷାମୋଦ
ଭୟ, ମିଥ୍ୟା ତାଙ୍କ ପୁତ୍ର,
ରାଜ୍ୟରେ ବିପ୍ଳବ ନିଶ୍ଚୟ ଘଟିବ
ଏମାନେ ହେଲେ ଏକତ୍ର


-ଉତ୍କଳଗୌରବ ମଧୁସୂଦନ ଦାସ

ଦୟାନିଧି ମିଶ୍ର
ଦୟାନିଧି ମିଶ୍ର ଓଡ଼ିଆ କଥା ସାହିତ୍ୟରେ ଦୟାନିଧି ମିଶ୍ର(୧୮୯୧-୧୯୫୫) ଜଣେ ନିଆରା ଲେଖକ ଭାବେ ଏକ ସ୍ବତନ୍ତ୍ର ସ୍ଥାନ ଅଧିକାର କରିଥିଲେ୤ ସେ ଜଣେ ଶିକ୍ଷକ, ଆଇନଜୀବୀ ଓ ରାଜନେତା ଭାବେ ସ୍ବାଧୀନତା ପୂର୍ବବର୍ତ୍ତୀ ଓଡ଼ିଶାରେ ନିଜର କର୍ମମୟ ଜୀବନ ଅତିବାହିତ କରିଥିଲେ୤ ଏକତ୍ର ବିରତ୍ବ ଓ ପ୍ରଣୟର ଉପସ୍ଥାପନା କୌଶଳ, ବିଷୟବସ୍ତୁଗୁଡ଼ିକର ବିଭାଗୀକରଣ, ଆରମ୍ଭର ବୈଚିତ୍ର୍ଯ, ବିଷୟ ଗ୍ରନ୍ଥିର କ୍ରମ ଉନ୍ମୋଚନ, ବିଭିନ୍ନ ପରିସ୍ଥିତିରେ ଆବେଗ ଓ ଉତ୍ତେଜନାର ସମାବେଶ ହେଉଛି ଦୟାନିଧିଙ୍କ ଲେଖାର ବୈଶିଷ୍ଟ୍ଯ୤ ତାଙ୍କ ରଚିତ ଏବଂ ପ୍ରକାଶିତ ଗ୍ରନ୍ଥ ମଧ୍ୟରେ ‘କଥାକଦମ୍ବ’, ‘ସଂଯୁକ୍ତା’, ‘ରୋହିଣୀ’, ‘ସୁଭଦ୍ରା’ ଓ ‘ବିରହବଂଶୀ’ ଆଦି ଅନ୍ୟତମ୤
ପ୍ରକାଶିତ ଲେଖା
 
 
 

♦ ପାଠକୀୟ ମତାମତ

  • ମୁଦ୍ରଣ ଜନିତ ତ୍ରୁଟି ବହୁତ ପରିଲକ୍ଷିତ ହେଉଛି ଦୟାକରି ଧ୍ୟାନ ଦେବାକୁ ଅନୁରୋଧ
    ( ତପନ ଦୀକ୍ଷିତ(ବେଳାଭୂମି) )
  • ପିଲା ଦିନେ ବାପା ଙ୍କ ପାଖରୁ ଶୁଣିଥିଲି କବିତା ପ୍ରେମୀ ଓ ଏକ ଛୋଟ କବି ହିସାବରେ କବିତାରେ ରୁଚି ଥିବାରୁ ମୁଁ ଏ କବିତା ଖୋଜି…
    ( ଦୁର୍ଲ୍ଲଭ କୁମାର ରାଉତ )
  • ଜର୍ମାନୀରେ ରହୁଥିବା ବାବୁଜଣଙ୍କ ଓଡ଼ିଆଣୀ ବୋଉ ସାଥିରେ ବିଦେଶିନୀ ମମିକୁ ସମାନ ଭାବରେ ତଉଲିଦେଲେ । ବୋଧହୁଏ ଲେଖକଙ୍କର ଆନ୍ତରିକତାକୁ ସେ ପରଖିପାରି ନାହାନ୍ତି । ମମତାର…
    ( ରଙ୍ଗନାଥ ରଥ )