ନବ ପ୍ରତିଭା

ମନେପଡ଼େ
|- ରାଜେଶ କୁମାର ବାରିକ, ଦେବେନ୍ଦ୍ର ପୁର, ଅଭଣା,ବାଲେଶ୍ୱର
ରଫ୍ ଖାତା
|- ମନ୍ମଥ କୁମାର ଦଳେଇ, କଣିହା, ତାଳଚେର, ଓଡ଼ିଶା
ଲୁଡୁ ଖେଳ
|- ବିଭୁ ସାମନ୍ତ

ସ୍ବାର୍ଥର ବନିତା ଅଟେ ତୋଷାମୋଦ
ଭୟ, ମିଥ୍ୟା ତାଙ୍କ ପୁତ୍ର,
ରାଜ୍ୟରେ ବିପ୍ଳବ ନିଶ୍ଚୟ ଘଟିବ
ଏମାନେ ହେଲେ ଏକତ୍ର


-ଉତ୍କଳଗୌରବ ମଧୁସୂଦନ ଦାସ

ବିଜୟ ମିଶ୍ର
ବିଜୟ ମିଶ୍ର ପେଶାରେ ଜଣେ ଡାକ୍ତର ଥିବା ବିଜୟ କୁମାର ମିଶ୍ର ଜଣେ ନୂତନ ପିଢ଼ୀର ଗାଳ୍ପିକ ଭାବେ ପରିଚିତ୤ ଦୈନନ୍ଦିନ ଜୀବନ ଏବଂ ସାମ୍ପ୍ରତିକ ସାମାଜିକ ବ୍ୟବସ୍ଥା ଉପରେ ତାଙ୍କର ଗଳ୍ପଗୁଡ଼ିକ ପାଠକମାନଙ୍କୁ ବେଶ୍‌ ଆମୋଦିତ କରିଥାଏ୤ ବିଭିନ୍ନ ପତ୍ରପତ୍ରିକାରେ ଡାକ୍ତର ମିଶ୍ରଙ୍କ ଅନେକ ଗଳ୍ପ ପ୍ରକାଶିତ ହୋଇ ପାଠକୀୟ ସ୍ବୀକୃତି ହାସଲ କରିଛି୤ ସମ୍ପ୍ରତି ଡା. ମିଶ୍ର ରାଉରକେଲା ସ୍ଥିତ ଇଏସ୍‌ଆଇ ଚିକିତ୍ସାଳୟରେ କାର୍ଯ୍ୟରତ ଅଛନ୍ତି୤
ପ୍ରକାଶିତ ଲେଖା
 
 
 

♦ ପାଠକୀୟ ମତାମତ