ନବ ପ୍ରତିଭା

ଲୁଡୁ ଖେଳ
|- ବିଭୁ ସାମନ୍ତ
କାନ୍ଦୁଛି ପତିତ ସିଂହ ଦୁଆରେ
|- ଚନ୍ଦ୍ରଶେଖର ମିଶ୍ର, ପାତ୍ତପାଟ୍ଟନମ୍‌, ଶ୍ରୀକାକୁଲମ୍‌(ଆନ୍ଧ୍ରପ୍ରଦେଶ)
ପୁଅ ଆମେ ଓଡ଼ିଶାର
|- ଶକ୍ତି ସିଆ,ଗଞ୍ଜାମ

ସାମ୍ପ୍ରତିକ ‘ପୁସ୍ତକ ପ୍ରକାଶନ’ ସୁବିଧା ଓ ପ୍ରତିଯୋଗିତାପୂର୍ଣ୍ଣ ହୋଇଥିବାରୁ ଉତ୍କୃଷ୍ଟ ସାହିତ୍ୟ ବଦଳରେ ନିମ୍ନରୁଚିର ସାହିତ୍ୟ ଉପଲବ୍ଧ ହେଉଛି କି ?

ସର୍ବମୋଟ ମତଦାନ: ୧୮୨୮ Back to Vote Screen

ଲେଖକ ଓ ଲେଖିକା

ଭକ୍ତକବି ମଧୁସୂଦନ ରାଓ
ଜୟନ୍ତ ମହାପାତ୍ର
ରମେଶ ଚନ୍ଦ୍ର ଦାସ
ଡ.ହରେକୃଷ୍ଣ ମହତାବ
ଦୀପକ ମିଶ୍ର
ନୀଳମଣି ବିଦ୍ୟାରତ୍ନ

ସ୍ବାର୍ଥର ବନିତା ଅଟେ ତୋଷାମୋଦ
ଭୟ, ମିଥ୍ୟା ତାଙ୍କ ପୁତ୍ର,
ରାଜ୍ୟରେ ବିପ୍ଳବ ନିଶ୍ଚୟ ଘଟିବ
ଏମାନେ ହେଲେ ଏକତ୍ର


-ଉତ୍କଳଗୌରବ ମଧୁସୂଦନ ଦାସ

ଡ.ହରେକୃଷ୍ଣ ମହତାବ
ଡ.ହରେକୃଷ୍ଣ ମହତାବ ଏକାଧାରରେ ଜଣେ ରାଜନେତା, ନୂତନ ଓଡ଼ିଶାର ନିର୍ମାତା, ସାମ୍ବାଦିକ, ସାହିତ୍ୟିକ ଆଦି ଭାବେ ଡ.ହରେକୃଷ୍ଣ ମହତାବ ଓଡ଼ିଆ ସାହିତ୍ୟରେ ଏକ ପ୍ରତିଷ୍ଠିତ ନାମ। ଜଣେ ପ୍ରାବନ୍ଧିକ, ଔପନ୍ୟାସିକ ତଥା ଗାଳ୍ପିକ ଭାବେ ତାଙ୍କର ଅନେକ ସଙ୍କଳନ ପ୍ରକାଶିତ ହୋଇ ଅଜସ୍ର ପାଠକୀୟ ଆଦୃତି ଲାଭ କରିଛି। ତାଙ୍କ ଦ୍ୱାରା ସ୍ଥାପିତ ଦୈନିକ ସମ୍ପାଦପତ୍ର ‘ପ୍ରଜାତନ୍ତ୍ର’ ସହିତ ଏକାଧିକ ପତ୍ରିକା ଓଡ଼ିଆ ସାହିତ୍ୟକୁ ଏକ ନୂତନ ଦିଗ୍‌ଦର୍ଶନ ଦେଇଥିଲା। ଓଡ଼ିଶାରେ ସାହିତ୍ୟର ପ୍ରଚାର, ପ୍ରସାର ଓ ଆଲୋଚନା ନିମନ୍ତେ ସେ ଆରମ୍ଭ କରିଥିବା ‘ବିଷୁବ ମିଳନ’ କାର୍ଯ୍ୟକ୍ରମ ଆଜି ମଧ୍ୟ ବିଭିନ୍ନ ସାହିତ୍ୟ ଅନୁଷ୍ଠାନ ଦ୍ୱାରା ଜାରି ରହିଛି। ତାଙ୍କ ଲିଖିତ ଉପନ୍ୟାସ-‘ଅବ୍ୟାପାର’, ‘ଟାଉଟର୍‌’ ଓ ‘ତୃତୀୟ ପର୍ବ’ ଆଦି ଅନ୍ୟତମ। ସେହିପରି ତାଙ୍କ ରଚିତ ‘ଗାଁ ମଜ୍‌ଲିସ୍‌’, ‘ଓଡ଼ିଶା ଇତିହାସ’ ଓ ଆତ୍ମଜୀବନୀ ‘ସାଧନାର ପଥେ’ ପରି ଗ୍ରନ୍ଥ ଆଜି ମଧ୍ୟ ବେଶ୍‌ ଲୋକପ୍ରିୟ। ତାଙ୍କ ଦ୍ୱାରା ପ୍ରତିଷ୍ଠା ହୋଇଥିବା ‘ଝଙ୍କାର’ ପତ୍ରିକା ମାଧ୍ୟମରେ ଓଡ଼ିଶାର ଅନେକ ପ୍ରତିଷ୍ଠିତ ସାହିତ୍ୟିକଗଣ ଲୋକଲୋଚନକୁ ଆସିପାରିଥିଲେ। ‘ଗାଁ ମଜ୍‌ଲିସ୍‌’ ପାଇଁ ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ।
ପ୍ରକାଶିତ ଲେଖା
 
 
 

♦ ପାଠକୀୟ ମତାମତ

  • ଭାରି ଭଲ ଲାଗିଲା।
    ( ଘନଶ୍ୟାମ ସାହୁ )
  • ଗଳ୍ପଟି ପଢି ଭାରି ଭଲ ଲାଗିଲା। ଅନ୍ୟାନ୍ୟ ଲେଖା ରଖିବାକୁ ଅନୁରୋଧ। ଧନ୍ୟବାଦ।
    ( ଘନଶ୍ୟାମ ସାହୁ )
  • କି ସୁନ୍ଦର ଗପ। ଯେତେଥର ପଢିଲେ ବି ସବୁବେଳେ ସୁନ୍ଦର ଲାଗେ। ଏ ଗପଟି ମୋତେ ମୋ ସନଭଉଣୀ କଥା ମନେ ପକେଇ ଦିଏ। ଓଡ଼ିଆ ସାହିତ୍ୟ.କମ…
    ( Santosh Kumar Mohapatra )