ନବ ପ୍ରତିଭା

ଲୁଡୁ ଖେଳ
|- ବିଭୁ ସାମନ୍ତ
କାନ୍ଦୁଛି ପତିତ ସିଂହ ଦୁଆରେ
|- ଚନ୍ଦ୍ରଶେଖର ମିଶ୍ର, ପାତ୍ତପାଟ୍ଟନମ୍‌, ଶ୍ରୀକାକୁଲମ୍‌(ଆନ୍ଧ୍ରପ୍ରଦେଶ)
ପୁଅ ଆମେ ଓଡ଼ିଶାର
|- ଶକ୍ତି ସିଆ,ଗଞ୍ଜାମ

ସାମ୍ପ୍ରତିକ ‘ପୁସ୍ତକ ପ୍ରକାଶନ’ ସୁବିଧା ଓ ପ୍ରତିଯୋଗିତାପୂର୍ଣ୍ଣ ହୋଇଥିବାରୁ ଉତ୍କୃଷ୍ଟ ସାହିତ୍ୟ ବଦଳରେ ନିମ୍ନରୁଚିର ସାହିତ୍ୟ ଉପଲବ୍ଧ ହେଉଛି କି ?

ସର୍ବମୋଟ ମତଦାନ: ୧୮୪୭ Back to Vote Screen

ଲେଖକ ଓ ଲେଖିକା

ବରେନ୍ଦ୍ର କୃଷ୍ଣ ଧଳ
କୃଷ୍ଣପ୍ରସାଦ ମିଶ୍ର
ଦୀପକ ମିଶ୍ର
ମହାପାତ୍ର ନୀଳମଣି ସାହୁ
ଅଶୋକ ଚନ୍ଦ୍ର ମହାପାତ୍ର
ଭାନୁଜୀ ରାଓ

ସ୍ବାର୍ଥର ବନିତା ଅଟେ ତୋଷାମୋଦ
ଭୟ, ମିଥ୍ୟା ତାଙ୍କ ପୁତ୍ର,
ରାଜ୍ୟରେ ବିପ୍ଳବ ନିଶ୍ଚୟ ଘଟିବ
ଏମାନେ ହେଲେ ଏକତ୍ର


-ଉତ୍କଳଗୌରବ ମଧୁସୂଦନ ଦାସ

କମଳା ଶତପଥି
କମଳା ଶତପଥି ଓଡ଼ିଶା ବାହାରେ ରହୁଥିବା ଲେଖିକା ଏବଂ ସୁଗୃହିଣୀ କମଳା ଶତପଥି ଏକାଧାରରେ ଜଣେ ଗାଳ୍ପିକା, ଔପନ୍ୟାସିକା, ଅନୁବାଦିକା, ଶିଶୁ ସାହିତ୍ୟିକ ଓ କବି୤ ତାଙ୍କର ପ୍ରକାଶିତ ଗଳ୍ପ ସଙ୍କଳନ ମଧ୍ୟରେ ‘ଇନ୍ଦ୍ରଧନୁର ଅଷ୍ଟମ ରଙ୍ଗ’, ‘ପୂର୍ଣ୍ଣଛେଦ ପରର କାହାଣୀ’ ଇତ୍ୟାଦି, କବିତା ସଙ୍କଳନ ମଧ୍ୟରେ ରହିଛି ‘ଶେଷ ଫଗୁଣ’, ‘ଫଗୁଣ ହଜିଗଲା ପରେ’ ଉପନ୍ୟାସ ସହିତ ଅନେକ ପୁସ୍ତକ୤ ଶ୍ରୀମତୀ ଶତପଥି ଓଡ଼ିଶା ଲେଖିକା ସଂସଦ ପୁରସ୍କାର ସହିତ ଓଡ଼ିଶା ଓ ମହାରାଷ୍ଟ୍ରରେ ମଧ୍ୟ ଏକାଧିକ ପୁରସ୍କାର ଓ ସମ୍ମାନରେ ସମ୍ମାନୀତ ହୋଇଛନ୍ତି୤ ସେ ତାଙ୍କର ଲେଖାର ନିଆରାପଣ ପାଇଁ ନିଜ ପାଇଁ ଏକ ସ୍ବତନ୍ତ୍ର ସ୍ଥାନ ହାସଲ କରିବାରେ ସଫଳ ହୋଇଛନ୍ତି୤
ପ୍ରକାଶିତ ଲେଖା
 
 
 

♦ ପାଠକୀୟ ମତାମତ

  • ମୋ ମନ ସୁମନ ଦେଇ ହରପଦ ପୂଜିବି ରେ । ଅଧମତାରଣ ହରି ଏ ଅଧମେ କୃପା କରି ଆସିବେ ହୃଦକୁଟୀରେ,…
    ( Trilochan Patel )
  • ଆଧୁନିକତାର ପ୍ରବେଶରେ ଯନ୍ତ୍ର ଶିଳ୍ପ ସାମାଜିକ ଜୀବନରେ ଅବାଧ ପ୍ରବେଶ ,ପାରମ୍ପରିକ କୁଟୀର ଶିଳ୍ପ ଓ କୌଳିକ ବୃତ୍ତି ହ୍ରାସ ,ଆଧୁନିକ ଯନ୍ତ୍ର ସହିତ ମଣିଷର ନିବିଡ଼ତା…
    ( ସୁଶାନ୍ତ କୁମାର ଦାଶ )
  • କବିସୂର୍ଯ୍ୟ ବଳଦେବ ରଥ ତାଙ୍କର ଗୋଟିଏ ପଦରେ ସେ ଲେଖିଛନ୍ତି କବି ହୋଇଗଲେ ସମସ୍ତ ଲୋକ,…
    ( ପ୍ରେମାନନ୍ଦ ଦାସ )