ନବ ପ୍ରତିଭା

ବିକ୍ଷିପ୍ତ ଭାବନା
|- ପ୍ରଜ୍ଞା ପାରମିତା ମହାନ୍ତି, ପୁରୀ, ଓଡିଶା
ମନେପଡ଼େ
|- ରାଜେଶ କୁମାର ବାରିକ, ଦେବେନ୍ଦ୍ର ପୁର, ଅଭଣା,ବାଲେଶ୍ୱର
ରଫ୍ ଖାତା
|- ମନ୍ମଥ କୁମାର ଦଳେଇ, କଣିହା, ତାଳଚେର, ଓଡ଼ିଶା

ସ୍ବାର୍ଥର ବନିତା ଅଟେ ତୋଷାମୋଦ
ଭୟ, ମିଥ୍ୟା ତାଙ୍କ ପୁତ୍ର,
ରାଜ୍ୟରେ ବିପ୍ଳବ ନିଶ୍ଚୟ ଘଟିବ
ଏମାନେ ହେଲେ ଏକତ୍ର


-ଉତ୍କଳଗୌରବ ମଧୁସୂଦନ ଦାସ

କାହ୍ନୁଚରଣ ମହାନ୍ତି
କାହ୍ନୁଚରଣ ମହାନ୍ତି କାହ୍ନୁଚରଣ ମହାନ୍ତିଙ୍କୁ(୧୯୦୬-୧୯୯୪) ଓଡ଼ିଆ ଉପନ୍ୟାସ ସାହିତ୍ୟର ଜନକ ବୋଲି ବିଚାର କରାଯାଏ୤ ସ୍ବାଧୀନତା ପୂର୍ବବର୍ତ୍ତୀ ସମୟରୁ ସେ ଉପନ୍ୟାସ ଓ କ୍ଷୁଦ୍ରଗଳ୍ପ ଲେଖା ଆରମ୍ଭ କରି ୮୦ ଦଶକର ଶେଷ ପର୍ଯ୍ୟନ୍ତ ଲେଖନୀ ଚାଳନା ଜାରି ରଖିଥିଲେ୤ ତାଙ୍କର ଅନେକ ଲେଖା ମୁଖ୍ୟତଃ ସେତେବେଳର ଉପକୂଳ ଓଡ଼ିଶାର ମଧ୍ୟବିତ୍ତ ପରିବାରର ସାମାଜିକ ଜୀବନ ଉପରେ ଆଧାରିତ୤ ବୋଧହୁଏ ସେ ହେଉଛନ୍ତି ଏକମାତ୍ର ସାହିତ୍ୟିକ ଯାହାଙ୍କ ଲେଖାଗୁଡ଼ିକୁ ନେଇ ସର୍ବାଧିକ ଓଡ଼ିଆ ଚଳଚ୍ଚିତ୍ର ନିର୍ମାଣ କରାଯାଇଛି୤ ସେ ତାଙ୍କ ସମୟର ଜଣେ ପରିଚିତ ଏବଂ ଲୋକପ୍ରିୟ ସାହିତ୍ୟିକ ଭାବେ ପରିଗଣିତ ହୋଇଥିଲେ୤ ୧୯୫୮ ମସିହାରେ କେନ୍ଦ୍ର ସାହିତ୍ୟ ଏକାଡ଼େମୀ ପୁରସ୍କାର ସହିତ ସାହିତ୍ୟ ଏକାଡ଼େମୀର ସମ୍ମାନଜନକ ଅଧି ସଦସ୍ୟ(ଫେଲୋ)ଭାବେ ମଧ୍ୟ କାର୍ଯ୍ୟ କରିଥିଲେ୤ ଓଡ଼ିଆ ସାହିତ୍ୟର ଜଣେ କାଳଜୟୀ ସ୍ରଷ୍ଟା ଭାବେ କାହ୍ନୁଚରଣ ନିଜ ପାଇଁ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଯାଇଛନ୍ତି୤ ତାଙ୍କ ରଚିତ ପୁସ୍ତକଗୁଡ଼ିକ ମଧ୍ୟରେ ‘କା’ ‘ହା ଅନ୍ନ’, ‘ଝଞ୍ଜା’, ‘ଛୁଟିଲେ ଘଟ’, ‘ଓଲଟପାଲଟ’ ଆଦି ଅନ୍ୟତମ୤
ପ୍ରକାଶିତ ଲେଖା
 
 
 

♦ ପାଠକୀୟ ମତାମତ

  • ବହୁତ ଦିନ ପରେ ଚଉତିଶାଟି ପଢ଼ିବାର ସୁଯୋଗ ମିଳିଲା l ପିଲାଦିନ ତଥା ଜେଜେବାପାଙ୍କ କଥା ମନେ ପଡିଗଲା l ଅତ୍ୟନ୍ତ ଖୁସି ଲାଗିଲା l ଓଡ଼ିଆ…
    ( ମନ୍ମଥ କୁମାର ଦଳେଇ )
  • ସତରେ ରଫ ଖାତା ଭଳି ଆମ ଭିତରୁ ଅନେକଙ୍କ ଜୀବନ ଅନ୍ୟ ମାନଙ୍କ ପାଇଁ ଉତ୍ସର୍ଗ ହୋଇଛି, ଏ କବିତାଟି ପଢିଲା ପରେ ମନେ ପଡିଗଲା
    ( ରଶ୍ମି ରଞ୍ଜନ )
  • କବିତା ସଙ୍କଳନ ପାଠ ପଢିବା ସମୟରେ ମନରେ ଗଭୀର ଭାବରେ ପ୍ରଭାବିତ କରିଥିଲା। ପ୍ରକୃତରେ ଏହା ଏକ ପ୍ରେରଣା ଯୁକ୍ତ କବିତା।
    ( ଭୋଳାନାଥ ବଗର୍ତ୍ତି )