ନବ ପ୍ରତିଭା

ଲୁଡୁ ଖେଳ
|- ବିଭୁ ସାମନ୍ତ
କାନ୍ଦୁଛି ପତିତ ସିଂହ ଦୁଆରେ
|- ଚନ୍ଦ୍ରଶେଖର ମିଶ୍ର, ପାତ୍ତପାଟ୍ଟନମ୍‌, ଶ୍ରୀକାକୁଲମ୍‌(ଆନ୍ଧ୍ରପ୍ରଦେଶ)
ପୁଅ ଆମେ ଓଡ଼ିଶାର
|- ଶକ୍ତି ସିଆ,ଗଞ୍ଜାମ

ସ୍ବାର୍ଥର ବନିତା ଅଟେ ତୋଷାମୋଦ
ଭୟ, ମିଥ୍ୟା ତାଙ୍କ ପୁତ୍ର,
ରାଜ୍ୟରେ ବିପ୍ଳବ ନିଶ୍ଚୟ ଘଟିବ
ଏମାନେ ହେଲେ ଏକତ୍ର


-ଉତ୍କଳଗୌରବ ମଧୁସୂଦନ ଦାସ

କାହ୍ନୁଚରଣ ମହାନ୍ତି
କାହ୍ନୁଚରଣ ମହାନ୍ତି କାହ୍ନୁଚରଣ ମହାନ୍ତିଙ୍କୁ(୧୯୦୬-୧୯୯୪) ଓଡ଼ିଆ ଉପନ୍ୟାସ ସାହିତ୍ୟର ଜନକ ବୋଲି ବିଚାର କରାଯାଏ୤ ସ୍ବାଧୀନତା ପୂର୍ବବର୍ତ୍ତୀ ସମୟରୁ ସେ ଉପନ୍ୟାସ ଓ କ୍ଷୁଦ୍ରଗଳ୍ପ ଲେଖା ଆରମ୍ଭ କରି ୮୦ ଦଶକର ଶେଷ ପର୍ଯ୍ୟନ୍ତ ଲେଖନୀ ଚାଳନା ଜାରି ରଖିଥିଲେ୤ ତାଙ୍କର ଅନେକ ଲେଖା ମୁଖ୍ୟତଃ ସେତେବେଳର ଉପକୂଳ ଓଡ଼ିଶାର ମଧ୍ୟବିତ୍ତ ପରିବାରର ସାମାଜିକ ଜୀବନ ଉପରେ ଆଧାରିତ୤ ବୋଧହୁଏ ସେ ହେଉଛନ୍ତି ଏକମାତ୍ର ସାହିତ୍ୟିକ ଯାହାଙ୍କ ଲେଖାଗୁଡ଼ିକୁ ନେଇ ସର୍ବାଧିକ ଓଡ଼ିଆ ଚଳଚ୍ଚିତ୍ର ନିର୍ମାଣ କରାଯାଇଛି୤ ସେ ତାଙ୍କ ସମୟର ଜଣେ ପରିଚିତ ଏବଂ ଲୋକପ୍ରିୟ ସାହିତ୍ୟିକ ଭାବେ ପରିଗଣିତ ହୋଇଥିଲେ୤ ୧୯୫୮ ମସିହାରେ କେନ୍ଦ୍ର ସାହିତ୍ୟ ଏକାଡ଼େମୀ ପୁରସ୍କାର ସହିତ ସାହିତ୍ୟ ଏକାଡ଼େମୀର ସମ୍ମାନଜନକ ଅଧି ସଦସ୍ୟ(ଫେଲୋ)ଭାବେ ମଧ୍ୟ କାର୍ଯ୍ୟ କରିଥିଲେ୤ ଓଡ଼ିଆ ସାହିତ୍ୟର ଜଣେ କାଳଜୟୀ ସ୍ରଷ୍ଟା ଭାବେ କାହ୍ନୁଚରଣ ନିଜ ପାଇଁ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଯାଇଛନ୍ତି୤ ତାଙ୍କ ରଚିତ ପୁସ୍ତକଗୁଡ଼ିକ ମଧ୍ୟରେ ‘କା’ ‘ହା ଅନ୍ନ’, ‘ଝଞ୍ଜା’, ‘ଛୁଟିଲେ ଘଟ’, ‘ଓଲଟପାଲଟ’ ଆଦି ଅନ୍ୟତମ୤
ପ୍ରକାଶିତ ଲେଖା
 
 
 

♦ ପାଠକୀୟ ମତାମତ

  • ମୁଦ୍ରଣ ଜନିତ ତ୍ରୁଟି ବହୁତ ପରିଲକ୍ଷିତ ହେଉଛି ଦୟାକରି ଧ୍ୟାନ ଦେବାକୁ ଅନୁରୋଧ
    ( ତପନ ଦୀକ୍ଷିତ(ବେଳାଭୂମି) )
  • ପିଲା ଦିନେ ବାପା ଙ୍କ ପାଖରୁ ଶୁଣିଥିଲି କବିତା ପ୍ରେମୀ ଓ ଏକ ଛୋଟ କବି ହିସାବରେ କବିତାରେ ରୁଚି ଥିବାରୁ ମୁଁ ଏ କବିତା ଖୋଜି…
    ( ଦୁର୍ଲ୍ଲଭ କୁମାର ରାଉତ )
  • ଜର୍ମାନୀରେ ରହୁଥିବା ବାବୁଜଣଙ୍କ ଓଡ଼ିଆଣୀ ବୋଉ ସାଥିରେ ବିଦେଶିନୀ ମମିକୁ ସମାନ ଭାବରେ ତଉଲିଦେଲେ । ବୋଧହୁଏ ଲେଖକଙ୍କର ଆନ୍ତରିକତାକୁ ସେ ପରଖିପାରି ନାହାନ୍ତି । ମମତାର…
    ( ରଙ୍ଗନାଥ ରଥ )