ନବ ପ୍ରତିଭା

ଲୁଡୁ ଖେଳ
|- ବିଭୁ ସାମନ୍ତ
କାନ୍ଦୁଛି ପତିତ ସିଂହ ଦୁଆରେ
|- ଚନ୍ଦ୍ରଶେଖର ମିଶ୍ର, ପାତ୍ତପାଟ୍ଟନମ୍‌, ଶ୍ରୀକାକୁଲମ୍‌(ଆନ୍ଧ୍ରପ୍ରଦେଶ)
ପୁଅ ଆମେ ଓଡ଼ିଶାର
|- ଶକ୍ତି ସିଆ,ଗଞ୍ଜାମ

ସାମ୍ପ୍ରତିକ ‘ପୁସ୍ତକ ପ୍ରକାଶନ’ ସୁବିଧା ଓ ପ୍ରତିଯୋଗିତାପୂର୍ଣ୍ଣ ହୋଇଥିବାରୁ ଉତ୍କୃଷ୍ଟ ସାହିତ୍ୟ ବଦଳରେ ନିମ୍ନରୁଚିର ସାହିତ୍ୟ ଉପଲବ୍ଧ ହେଉଛି କି ?

ସର୍ବମୋଟ ମତଦାନ: ୧୮୪୭ Back to Vote Screen

ଲେଖକ ଓ ଲେଖିକା

ନିତ୍ୟାନନ୍ଦ ମହାପାତ୍ର
ବିଦ୍ୟୁତପ୍ରଭା ଦେବୀ
ଭାନୁଜୀ ରାଓ
ଗୋଦାବରିଶ ମିଶ୍ର
ସନ୍ୟାସୀ ନାୟକ
ଗୋଦାବରୀଶ ମହାପାତ୍ର

ସ୍ବାର୍ଥର ବନିତା ଅଟେ ତୋଷାମୋଦ
ଭୟ, ମିଥ୍ୟା ତାଙ୍କ ପୁତ୍ର,
ରାଜ୍ୟରେ ବିପ୍ଳବ ନିଶ୍ଚୟ ଘଟିବ
ଏମାନେ ହେଲେ ଏକତ୍ର


-ଉତ୍କଳଗୌରବ ମଧୁସୂଦନ ଦାସ

ସନ୍ୟାସୀ ନାୟକ
ସନ୍ୟାସୀ ନାୟକ ବେଶ୍‌ କିଛିବର୍ଷ ଧରି କବିତା ଲେଖି ଆସୁଥିବା ସନ୍ୟାସୀ ନାୟକଙ୍କ କବିତାଗୁଡ଼ିକ ବିଭିନ୍ନ ପତ୍ରପତ୍ରିକାରେ ପ୍ରକାଶିତ ହୋଇ ପାଠକୀୟ ଆଦୃତି ହାସଲ କରିଛି୤ ସମ୍ପ୍ରତି ବୌଦ୍ଧ ଜିଲ୍ଲାର ମନମୁଣ୍ଡା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଚକ୍ଷୁ ଚିକିତ୍ସା ସହକାରୀଭାବେ କାର୍ଯ୍ୟରତ ଶ୍ରୀ ନାୟକ କବିତା ରଚନାକୁ ତାଙ୍କର ନିଶା ଭାବେ ଗ୍ରହଣ କରିଛନ୍ତି୤ ଶ୍ରୀ ନାୟକଙ୍କର କୌଣସି ସଙ୍କଳନ ପ୍ରକାଶିତ ହୋଇ ନଥିଲେ ମଧ୍ୟ ତାଙ୍କର ନିଆରା କବିତା ରଚନା ଶୈଳୀ ତାଙ୍କୁ ଜଣେ କବିଭାବେ ପରିଚିତ କରାଇଛି୤
ପ୍ରକାଶିତ ଲେଖା
 
 
 

♦ ପାଠକୀୟ ମତାମତ

  • ମୋ ମନ ସୁମନ ଦେଇ ହରପଦ ପୂଜିବି ରେ । ଅଧମତାରଣ ହରି ଏ ଅଧମେ କୃପା କରି ଆସିବେ ହୃଦକୁଟୀରେ,…
    ( Trilochan Patel )
  • ଆଧୁନିକତାର ପ୍ରବେଶରେ ଯନ୍ତ୍ର ଶିଳ୍ପ ସାମାଜିକ ଜୀବନରେ ଅବାଧ ପ୍ରବେଶ ,ପାରମ୍ପରିକ କୁଟୀର ଶିଳ୍ପ ଓ କୌଳିକ ବୃତ୍ତି ହ୍ରାସ ,ଆଧୁନିକ ଯନ୍ତ୍ର ସହିତ ମଣିଷର ନିବିଡ଼ତା…
    ( ସୁଶାନ୍ତ କୁମାର ଦାଶ )
  • କବିସୂର୍ଯ୍ୟ ବଳଦେବ ରଥ ତାଙ୍କର ଗୋଟିଏ ପଦରେ ସେ ଲେଖିଛନ୍ତି କବି ହୋଇଗଲେ ସମସ୍ତ ଲୋକ,…
    ( ପ୍ରେମାନନ୍ଦ ଦାସ )