ନବ ପ୍ରତିଭା

ଲୁଡୁ ଖେଳ
|- ବିଭୁ ସାମନ୍ତ
କାନ୍ଦୁଛି ପତିତ ସିଂହ ଦୁଆରେ
|- ଚନ୍ଦ୍ରଶେଖର ମିଶ୍ର, ପାତ୍ତପାଟ୍ଟନମ୍‌, ଶ୍ରୀକାକୁଲମ୍‌(ଆନ୍ଧ୍ରପ୍ରଦେଶ)
ପୁଅ ଆମେ ଓଡ଼ିଶାର
|- ଶକ୍ତି ସିଆ,ଗଞ୍ଜାମ

ସାମ୍ପ୍ରତିକ ‘ପୁସ୍ତକ ପ୍ରକାଶନ’ ସୁବିଧା ଓ ପ୍ରତିଯୋଗିତାପୂର୍ଣ୍ଣ ହୋଇଥିବାରୁ ଉତ୍କୃଷ୍ଟ ସାହିତ୍ୟ ବଦଳରେ ନିମ୍ନରୁଚିର ସାହିତ୍ୟ ଉପଲବ୍ଧ ହେଉଛି କି ?

ମତଦାନ ଫଳାଫଳ

ଲେଖକ ଓ ଲେଖିକା

କାମାକ୍ଷୀ ପ୍ରସାଦ ଦାଶ
ବାମାଚରଣ ମିତ୍ର
ବରେନ୍ଦ୍ର କୃଷ୍ଣ ଧଳ
ଅମରେଶ ବିଶ୍ବାଳ
ଅଖିଳମୋହନ ପଟ୍ଟନାୟକ
ସେନାପତି ପ୍ରଦ୍ୟୁମ୍ନ କେଶରୀ

ସ୍ବାର୍ଥର ବନିତା ଅଟେ ତୋଷାମୋଦ
ଭୟ, ମିଥ୍ୟା ତାଙ୍କ ପୁତ୍ର,
ରାଜ୍ୟରେ ବିପ୍ଳବ ନିଶ୍ଚୟ ଘଟିବ
ଏମାନେ ହେଲେ ଏକତ୍ର


-ଉତ୍କଳଗୌରବ ମଧୁସୂଦନ ଦାସ

ସୁଧାଂଶୁ ଶେଖର ପାତ୍ର
ସୁଧାଂଶୁ ଶେଖର ପାତ୍ର ଜଣେ ଘରୋଇ ବିଦ୍ୟାଳୟର ଶିକ୍ଷକ ଭାବେ ସୁଧାଂଶୁ ଶେଖର ପାତ୍ର କାର୍ଯ୍ୟ କରୁଥିଲେ ମଧ୍ୟ ଲେଖାଲେଖି କରିବା ତାଙ୍କର ନିଶା୤ ଆକାଶବାଣୀ ଜୟପୁର ଓ ଭବାନୀପାଟଣାରୁ ତାଙ୍କର ଏକାଧିକ କବିତା ପ୍ରସାରିତ ହୋଇଛି୤ ଏହା ବ୍ୟତୀତ ବିଭିନ୍ନ ଓଡ଼ିଆ ପତ୍ରିକା ଯଥା: ନବଲିପି ଓ କାଦମ୍ବିନୀ ଆଦିରେ ତାଙ୍କର ଲେଖାଗୁଡ଼ିକ ପ୍ରକାଶିତ ହୋଇ ପାଠକୀୟ ଆଦୃତି ହାସଲ କରିଛି୤
ପ୍ରକାଶିତ ଲେଖା
 
 
 

♦ ପାଠକୀୟ ମତାମତ

  • ମୋ ମନ ସୁମନ ଦେଇ ହରପଦ ପୂଜିବି ରେ । ଅଧମତାରଣ ହରି ଏ ଅଧମେ କୃପା କରି ଆସିବେ ହୃଦକୁଟୀରେ,…
    ( Trilochan Patel )
  • ଆଧୁନିକତାର ପ୍ରବେଶରେ ଯନ୍ତ୍ର ଶିଳ୍ପ ସାମାଜିକ ଜୀବନରେ ଅବାଧ ପ୍ରବେଶ ,ପାରମ୍ପରିକ କୁଟୀର ଶିଳ୍ପ ଓ କୌଳିକ ବୃତ୍ତି ହ୍ରାସ ,ଆଧୁନିକ ଯନ୍ତ୍ର ସହିତ ମଣିଷର ନିବିଡ଼ତା…
    ( ସୁଶାନ୍ତ କୁମାର ଦାଶ )
  • କବିସୂର୍ଯ୍ୟ ବଳଦେବ ରଥ ତାଙ୍କର ଗୋଟିଏ ପଦରେ ସେ ଲେଖିଛନ୍ତି କବି ହୋଇଗଲେ ସମସ୍ତ ଲୋକ,…
    ( ପ୍ରେମାନନ୍ଦ ଦାସ )