ନବ ପ୍ରତିଭା

ମନେପଡ଼େ
|- ରାଜେଶ କୁମାର ବାରିକ, ଦେବେନ୍ଦ୍ର ପୁର, ଅଭଣା,ବାଲେଶ୍ୱର
ରଫ୍ ଖାତା
|- ମନ୍ମଥ କୁମାର ଦଳେଇ, କଣିହା, ତାଳଚେର, ଓଡ଼ିଶା
ଲୁଡୁ ଖେଳ
|- ବିଭୁ ସାମନ୍ତ

ସ୍ବାର୍ଥର ବନିତା ଅଟେ ତୋଷାମୋଦ
ଭୟ, ମିଥ୍ୟା ତାଙ୍କ ପୁତ୍ର,
ରାଜ୍ୟରେ ବିପ୍ଳବ ନିଶ୍ଚୟ ଘଟିବ
ଏମାନେ ହେଲେ ଏକତ୍ର


-ଉତ୍କଳଗୌରବ ମଧୁସୂଦନ ଦାସ

କବିସୂର୍ଯ୍ୟ ବଳଦେବ ରଥ
ଓଡ଼ିଆ ସାହିତ୍ୟରେ ଏକ ଉଜ୍ଜ୍ବଳ ନକ୍ଷତ୍ର ଭାବେ ପରିଗଣିତ କବିସୂର୍ଯ୍ୟ ବଳଦେବ ରଥଙ୍କ ପ୍ରତ୍ୟେକଟି ରଚନା ବେଶ୍ ସାବଲୀଳ ଏବଂ ଶାଣୀତ୤ କବିଙ୍କ ରଚିତ ଅନେକ ଚମ୍ପୁ, ଛାନ୍ଦ, ଚୌପଦୀ, ଚିଟାଉ ଆଦି ପାଠକଙ୍କ ନିକଟରେ ବେଶ୍ ଲୋକପ୍ରିୟ୤ କବିଙ୍କ ରଚିତ ବିଭିନ୍ନ ରଚନାବଳୀର ଲୋକପ୍ରିୟତା ଏବଂ ତାଙ୍କର ଜ୍ଞାନକୁ ଦୃଷ୍ଟିରେ ରଖି ତତ୍କାଳୀନ ଠାକୁର ରାଜା ଗଜପତି ମହାରାଜ ତାଙ୍କୁ କବିସୂର୍ଯ୍ୟ ଉପାଧିରେ ଭୁଷିତ କରିଥିଲେ୤ କବିଙ୍କ ରଚିତ “ରତ୍ନାକର ଚମ୍ପୁ”, “କିଶୋର ଚନ୍ଦ୍ରାନନ ଚମ୍ପୁ”, “କବିତା କଲ୍ଲୋଳିନୀ” , “ସଙ୍ଗୀତ କଳ୍ପଲତା” ଆଦି ପୁସ୍ତକ ଅନ୍ୟତମ୤
ପ୍ରକାଶିତ ଲେଖା
 
 
 

♦ ପାଠକୀୟ ମତାମତ