ନବ ପ୍ରତିଭା

ଲୁଡୁ ଖେଳ
|- ବିଭୁ ସାମନ୍ତ
କାନ୍ଦୁଛି ପତିତ ସିଂହ ଦୁଆରେ
|- ଚନ୍ଦ୍ରଶେଖର ମିଶ୍ର, ପାତ୍ତପାଟ୍ଟନମ୍‌, ଶ୍ରୀକାକୁଲମ୍‌(ଆନ୍ଧ୍ରପ୍ରଦେଶ)
ପୁଅ ଆମେ ଓଡ଼ିଶାର
|- ଶକ୍ତି ସିଆ,ଗଞ୍ଜାମ

ସ୍ବାର୍ଥର ବନିତା ଅଟେ ତୋଷାମୋଦ
ଭୟ, ମିଥ୍ୟା ତାଙ୍କ ପୁତ୍ର,
ରାଜ୍ୟରେ ବିପ୍ଳବ ନିଶ୍ଚୟ ଘଟିବ
ଏମାନେ ହେଲେ ଏକତ୍ର


-ଉତ୍କଳଗୌରବ ମଧୁସୂଦନ ଦାସ

ଭୂପେନ୍‌ ମହାପାତ୍ର
ଭୂପେନ୍‌ ମହାପାତ୍ର ଜଣେ ଗାଳ୍ପିକ, ଔପନ୍ୟାସିକ ସହିତ ଅନୁବାଦକ ସହିତ ଜଣେ ମୁକ୍ତ ବୃତ୍ତି ସ୍ତମ୍ଭକାର ଭାବେ ଭୂପେନ ମହାପାତ୍ର ଓଡ଼ିଆ ସାହିତ୍ୟରେ ଏକ ପରିଚିତ ନାମ୤ ତାଙ୍କର ଏକାଧିକ ଗଳ୍ପପୁସ୍ତକ ସହିତ ଉପନ୍ୟାସ, ଭ୍ରମଣ କାହାଣୀ ଓ ଅନୁବାଦ ପ୍ରକାଶିତ ହୋଇ ପାଠକମାନଙ୍କ ଦ୍ବାରା ଆଦୃତ୤ ୭୭ ବର୍ଷ ବୟସରେ ପହଞ୍ଚିଥିଲେ ମଧ୍ୟ ଶ୍ରୀ ମହାପାତ୍ର ଆଜି ମଧ୍ୟ ସାହିତ୍ୟ ଚର୍ଚ୍ଚାରେ ବେଶ୍‌ ଚଳଚଞ୍ଚଳ୤ ତାଙ୍କର ଗଳ୍ପ ସଙ୍କଳନ ମଧ୍ୟରେ ଗୋଟିଏ ମେଣ୍ଢାପଲ, ଏବେ ବି ରେବତୀ ଓ ଅନ୍ୟାନ୍ୟ ଗଳ୍ପ, ହାତୀର ହିଷ୍ଟ୍ରି ସହିତ ଭାଙ୍ଗିଯାଏ ଦୁର୍ଗ ଓ ଦେଉଳ, ଫସିଲ, ଆମେ ଗାନ୍ଧାରୀ ଉପନ୍ୟାସ ଆଦି ଅନ୍ୟତମ୤
ପ୍ରକାଶିତ ଲେଖା
 
 
 

♦ ପାଠକୀୟ ମତାମତ

  • 'ମାଗୁଣିର ଶଗଡ଼' ଗଳ୍ପର ଶୀର୍ଷକ ଯେପରି ଆକର୍ଷଣୀୟ....ତାର ବିଷୟ ବସ୍ତୁ ସେହିପରି ହୃଦୟସ୍ପର୍ଶୀ। ପ୍ରାଚୀନ କାଳର ହାତ ଗଢା ଯାନବାହାନ ଏବଂ ଆଧୁନିକ କାଳର ଯନ୍ତ୍ର…
    ( ଝରଣା ମହାରଣା )
  • ମୋ ମନ ସୁମନ ଦେଇ ହରପଦ ପୂଜିବି ରେ । ଅଧମତାରଣ ହରି ଏ ଅଧମେ କୃପା କରି ଆସିବେ ହୃଦକୁଟୀରେ,…
    ( Trilochan Patel )
  • ଆଧୁନିକତାର ପ୍ରବେଶରେ ଯନ୍ତ୍ର ଶିଳ୍ପ ସାମାଜିକ ଜୀବନରେ ଅବାଧ ପ୍ରବେଶ ,ପାରମ୍ପରିକ କୁଟୀର ଶିଳ୍ପ ଓ କୌଳିକ ବୃତ୍ତି ହ୍ରାସ ,ଆଧୁନିକ ଯନ୍ତ୍ର ସହିତ ମଣିଷର ନିବିଡ଼ତା…
    ( ସୁଶାନ୍ତ କୁମାର ଦାଶ )