ନବ ପ୍ରତିଭା

ଲୁଡୁ ଖେଳ
|- ବିଭୁ ସାମନ୍ତ
କାନ୍ଦୁଛି ପତିତ ସିଂହ ଦୁଆରେ
|- ଚନ୍ଦ୍ରଶେଖର ମିଶ୍ର, ପାତ୍ତପାଟ୍ଟନମ୍‌, ଶ୍ରୀକାକୁଲମ୍‌(ଆନ୍ଧ୍ରପ୍ରଦେଶ)
ପୁଅ ଆମେ ଓଡ଼ିଶାର
|- ଶକ୍ତି ସିଆ,ଗଞ୍ଜାମ

ସ୍ବାର୍ଥର ବନିତା ଅଟେ ତୋଷାମୋଦ
ଭୟ, ମିଥ୍ୟା ତାଙ୍କ ପୁତ୍ର,
ରାଜ୍ୟରେ ବିପ୍ଳବ ନିଶ୍ଚୟ ଘଟିବ
ଏମାନେ ହେଲେ ଏକତ୍ର


-ଉତ୍କଳଗୌରବ ମଧୁସୂଦନ ଦାସ

ଚନ୍ଦ୍ରଶେଖର ରଥ
ଚନ୍ଦ୍ରଶେଖର ରଥ ଓଡ଼ିଆ ସାହିତ୍ୟରେ ଜଣେ ଲବ୍ଧ ପ୍ରତିଷ୍ଠିତ ତଥା ସାମ୍ପ୍ରତିକ ସମୟର ଜଣେ ପ୍ରଖ୍ୟାତ ସାହିତ୍ୟିକ ଭାବେ ଚନ୍ଦ୍ରଶେଖର ରଥ ନିଜର ଲେଖା ପାଇଁ ଏକ ସ୍ବତନ୍ତ୍ର ସ୍ଥାନର ଅଧିକାରୀ୤ ଏକାଧାରରେ କବିତା, ଗଳ୍ପ, ଉପନ୍ୟାସ ଓ ପ୍ରବନ୍ଧ ଲେଖାରେ ପାରଦର୍ଶିତା ଦେଖାଇବା ସହ ଅଜସ୍ର ପାଠକୀୟ ସ୍ବୀକୃତି ମଧ୍ୟ ହାସଲ କରିଛନ୍ତି ଶ୍ରୀ ରଥ୤ କେନ୍ଦ୍ର ସାହିତ୍ୟ ଏକାଡ଼େମୀ ଓ ରାଜ୍ୟ ସାହିତ୍ୟ ଏକାଡ଼େମୀ ସହିତ ଅନେକ ପୁରସ୍କାର ଓ ସମ୍ମାନରେ ସମ୍ମାନିତ ହୋଇଛନ୍ତି ଶ୍ରୀ ରଥ୤ ତାଙ୍କର ପ୍ରକାଶିତ ପୁସ୍ତକ ମଧ୍ୟରେ ନବଜାତକ ଓ ଯନ୍ତ୍ରାରୂଢ଼(ଉପନ୍ୟାସ), ଅଶ୍ବାରୋହୀର ଗଳ୍ପ, କ୍ରୀତଦାଶର ସ୍ବପ୍ନ, ଅନ୍ୟ ଏକ ସକାଳ(ଗଳ୍ପ ସଙ୍କଳନ) ଆଗକୁ ବନସ୍ତ- କବିତା ଗ୍ରନ୍ଥ ଆଦି ଅନ୍ୟତମ୤
ପ୍ରକାଶିତ ଲେଖା
 
 
 

♦ ପାଠକୀୟ ମତାମତ

  • 'ମାଗୁଣିର ଶଗଡ଼' ଗଳ୍ପର ଶୀର୍ଷକ ଯେପରି ଆକର୍ଷଣୀୟ....ତାର ବିଷୟ ବସ୍ତୁ ସେହିପରି ହୃଦୟସ୍ପର୍ଶୀ। ପ୍ରାଚୀନ କାଳର ହାତ ଗଢା ଯାନବାହାନ ଏବଂ ଆଧୁନିକ କାଳର ଯନ୍ତ୍ର…
    ( ଝରଣା ମହାରଣା )
  • ମୋ ମନ ସୁମନ ଦେଇ ହରପଦ ପୂଜିବି ରେ । ଅଧମତାରଣ ହରି ଏ ଅଧମେ କୃପା କରି ଆସିବେ ହୃଦକୁଟୀରେ,…
    ( Trilochan Patel )
  • ଆଧୁନିକତାର ପ୍ରବେଶରେ ଯନ୍ତ୍ର ଶିଳ୍ପ ସାମାଜିକ ଜୀବନରେ ଅବାଧ ପ୍ରବେଶ ,ପାରମ୍ପରିକ କୁଟୀର ଶିଳ୍ପ ଓ କୌଳିକ ବୃତ୍ତି ହ୍ରାସ ,ଆଧୁନିକ ଯନ୍ତ୍ର ସହିତ ମଣିଷର ନିବିଡ଼ତା…
    ( ସୁଶାନ୍ତ କୁମାର ଦାଶ )