ନବ ପ୍ରତିଭା

ଲୁଡୁ ଖେଳ
|- ବିଭୁ ସାମନ୍ତ
କାନ୍ଦୁଛି ପତିତ ସିଂହ ଦୁଆରେ
|- ଚନ୍ଦ୍ରଶେଖର ମିଶ୍ର, ପାତ୍ତପାଟ୍ଟନମ୍‌, ଶ୍ରୀକାକୁଲମ୍‌(ଆନ୍ଧ୍ରପ୍ରଦେଶ)
ପୁଅ ଆମେ ଓଡ଼ିଶାର
|- ଶକ୍ତି ସିଆ,ଗଞ୍ଜାମ

ସାମ୍ପ୍ରତିକ ‘ପୁସ୍ତକ ପ୍ରକାଶନ’ ସୁବିଧା ଓ ପ୍ରତିଯୋଗିତାପୂର୍ଣ୍ଣ ହୋଇଥିବାରୁ ଉତ୍କୃଷ୍ଟ ସାହିତ୍ୟ ବଦଳରେ ନିମ୍ନରୁଚିର ସାହିତ୍ୟ ଉପଲବ୍ଧ ହେଉଛି କି ?

ସର୍ବମୋଟ ମତଦାନ: ୧୮୩୦

ଲେଖକ ଓ ଲେଖିକା

ଗଣେଶ୍ୱର ମିଶ୍ର
ଭଗବତୀ ଚରଣ ପାଣିଗ୍ରାହୀ
ଅମିୟବାଳା ପଟ୍ଟନାୟକ
ନୀଳକଣ୍ଠ ଦାସ
ତ୍ରିନାଥ ସିଂହ
ମୃଣାଳ

ସ୍ବାର୍ଥର ବନିତା ଅଟେ ତୋଷାମୋଦ
ଭୟ, ମିଥ୍ୟା ତାଙ୍କ ପୁତ୍ର,
ରାଜ୍ୟରେ ବିପ୍ଳବ ନିଶ୍ଚୟ ଘଟିବ
ଏମାନେ ହେଲେ ଏକତ୍ର


-ଉତ୍କଳଗୌରବ ମଧୁସୂଦନ ଦାସ

ଗିରି ଦଣ୍ଡସେନା
ଜଣେ ବଳିଷ୍ଠ ତଥା ନିଆରା ଗାଳ୍ପିକ ଭାବେ ଗିରି ଦଣ୍ଡସେନା ସମ୍ପ୍ରତି ଓଡ଼ିଶା ସାହିତ୍ୟ ଏକାଡ଼େମୀର ଉପସଭାପତି ଭାବେ କାର୍ଯ୍ୟରତ୤ ସୁନ୍ଦରଗଡ଼ ପରି ଏକ ଉପାନ୍ତ ଜିଲ୍ଲାର ମୁଖ୍ୟାଳୟରେ ବାସ କରୁଥିବା ଶ୍ରୀ ଦଣ୍ଡସେନା ଓଡ଼ିଆ ସାହିତ୍ୟକୁ ସମୃଦ୍ଧ କରିବାରେ ନିଜ ସ୍ତରରେ ଅନେକ ଉଦ୍ୟମ କରିଛନ୍ତି୤ ସେ ସାଧାରଣଭାବେ ଓଡ଼ିଆ ଭାଷାରେ ଗଳ୍ପ ରଚନା କରିବା ସହିତ ପଶ୍ଚିମ ଓଡ଼ିଶାର ଆଞ୍ଚଳିକ ଭାଷାରେ ମଧ୍ୟ ଗଳ୍ପ ରଚନା କରିଛନ୍ତି୤ ଅନେକ ପୁରସ୍କାର ଓ ସମ୍ମାନରେ ସମ୍ମାନିତ ହୋଇଥିବା ଶ୍ରୀ ଦଣ୍ଡସେନା ସୁନ୍ଦରଗଡ଼ ଜିଲ୍ଲାର ଏକାଧିକ ସାହିତ୍ୟ ଅନୁଷ୍ଠାନ ସହିତ ଜଡ଼ିତ ରହି ଓଡ଼ିଆ ଭାଷା ଓ ସାହିତ୍ୟର ଉନ୍ନତି ପାଇଁ ସାଧନା ଜାରି ରଖିଛନ୍ତି୤ ତାଙ୍କର ପ୍ରକାଶିତ ଗଳ୍ପ ପୁସ୍ତକଗୁଡ଼ିକ ମଧ୍ୟରେ କାଳସୂତ୍ର, ପିମ୍ପୁଡ଼ି ଓ ଅନ୍ୟାନ୍ୟ ଗଳ୍ପ ଅନ୍ୟତମ୤ ଏହା ବ୍ୟତୀତ ତାଙ୍କର ଅନେକ ଗଳ୍ପ ବିଭିନ୍ନ ପତ୍ରପତ୍ରିକାରେ ପ୍ରକାଶିତ ହୋଇ ପାଠକୀୟ ଆଦୃତି ମଧ୍ୟ ଲାଭ କରିଛି୤
ପ୍ରକାଶିତ ଲେଖା
 
 
 

♦ ପାଠକୀୟ ମତାମତ

  • ଭାରି ଭଲ ଲାଗିଲା।
    ( ଘନଶ୍ୟାମ ସାହୁ )
  • ଗଳ୍ପଟି ପଢି ଭାରି ଭଲ ଲାଗିଲା। ଅନ୍ୟାନ୍ୟ ଲେଖା ରଖିବାକୁ ଅନୁରୋଧ। ଧନ୍ୟବାଦ।
    ( ଘନଶ୍ୟାମ ସାହୁ )
  • କି ସୁନ୍ଦର ଗପ। ଯେତେଥର ପଢିଲେ ବି ସବୁବେଳେ ସୁନ୍ଦର ଲାଗେ। ଏ ଗପଟି ମୋତେ ମୋ ସନଭଉଣୀ କଥା ମନେ ପକେଇ ଦିଏ। ଓଡ଼ିଆ ସାହିତ୍ୟ.କମ…
    ( Santosh Kumar Mohapatra )