ନବ ପ୍ରତିଭା

ଲୁଡୁ ଖେଳ
|- ବିଭୁ ସାମନ୍ତ
କାନ୍ଦୁଛି ପତିତ ସିଂହ ଦୁଆରେ
|- ଚନ୍ଦ୍ରଶେଖର ମିଶ୍ର, ପାତ୍ତପାଟ୍ଟନମ୍‌, ଶ୍ରୀକାକୁଲମ୍‌(ଆନ୍ଧ୍ରପ୍ରଦେଶ)
ପୁଅ ଆମେ ଓଡ଼ିଶାର
|- ଶକ୍ତି ସିଆ,ଗଞ୍ଜାମ

ସ୍ବାର୍ଥର ବନିତା ଅଟେ ତୋଷାମୋଦ
ଭୟ, ମିଥ୍ୟା ତାଙ୍କ ପୁତ୍ର,
ରାଜ୍ୟରେ ବିପ୍ଳବ ନିଶ୍ଚୟ ଘଟିବ
ଏମାନେ ହେଲେ ଏକତ୍ର


-ଉତ୍କଳଗୌରବ ମଧୁସୂଦନ ଦାସ

ଉତ୍କଳମଣି ଗୋପବନ୍ଧୁ ଦାସ
ଉତ୍କଳମଣି ଗୋପବନ୍ଧୁ ଦାସ ଆଚାର୍ଯ୍ୟ ପ୍ରଫୁଲ୍ଲ ଚନ୍ଦ୍ର ରାୟଙ୍କ ଦ୍ବାରା “ଉତ୍କଳମଣି” ଉପାଧିରେ ଭୂଷିତ ଗୋପବନ୍ଧୁ ଦାଶ(୧୮୭୭-୧୯୨୮)ଙ୍କ ମହାପ୍ରୟାଣର ୭୦ ବର୍ଷ ପରେ ମଧ୍ୟ ସେ ଓଡ଼ିଆଙ୍କ ନିକଟରେ ଏକ ପରିଚିତ ନାମ୤ ୧୮୯୪ ମସିହାରୁ ୧୯୨୮ ମସିହା ପର୍ଯ୍ୟନ୍ତ ଗୋପବନ୍ଧୁ ଓଡିଶାର ସାହିତ୍ୟ, ସାମ୍ବାଦିକତା, ରାଜନୀତି, ଶିକ୍ଷାବ୍ୟବସ୍ଥା, ଗଣଆନ୍ଦୋଳନ ସହିତ ସାମଗ୍ରୀକଭାବେ ଓଡିଆ ଜାତିର ଅବଚେତନରେ ଆପଣାର ଅନତିକ୍ରାନ୍ତ ପ୍ରଭାବ ବିସ୍ତାର କରିଥିଲେ, ଯାହା ଆଜି ମଧ୍ୟ ମଳିନ ପଡ଼ିନାହିଁ୤ ଦେବତାର ଛଡାଫୁଲ ଓ ପାଦୁକା ଭକ୍ତ ନିକଟରେ ଯେଭଳି ପବିତ୍ରତମ ବସ୍ତୁ, ସେହିଭଳି ଗୋପବନ୍ଧୁଙ୍କର ନିତ୍ୟ ବ୍ୟବହାର୍ଯ୍ୟ ବସ୍ତୁଠାରୁ ଆରମ୍ଭକରି ଡାଏରୀ, ଚିଠିପତ୍ର ଓ ଅଭିଭାଷଣ ପର୍ଯ୍ୟନ୍ତ, ସବୁକିଛି ଆଜି ଓଡିଆ ଜାତିପାଇଁ ପବିତ୍ର ଅମୂଲ୍ୟ ସମ୍ପଦ୤ ଜଣେ ଦରଦୀ ବ୍ୟକ୍ତି ଭାବେ ପରିଚିତ ଗୋପବନ୍ଧୁଙ୍କ ଦ୍ବାରା ପ୍ରତିଷ୍ଠିତ ଦୈନିକ ସମ୍ବାଦପତ୍ର "ସମାଜ" ଓଡ଼ିଆ ସମ୍ବାଦପତ୍ର ଜଗତରେ ଏକ ପରିଚିତ ନାମ୤ ତାଙ୍କ ଲେଖାଗୁଡ଼ିକ ମଧ୍ୟରେ ବନ୍ଦୀର ଆତ୍ମକଥା, କାରା କବିତା ଓ ଅବକାଶ ଚିନ୍ତା ଆଦି ସଙ୍କଳନ ଓଡ଼ିଆ ପାଠକମାନଙ୍କ ନିକଟରେ ବେଶ୍‌ ପରିଚିତ ଏବଂ ପଠିତ ପୁସ୍ତକ ଅଟେ୤
ପ୍ରକାଶିତ ଲେଖା
 
 
 

♦ ପାଠକୀୟ ମତାମତ

  • 'ମାଗୁଣିର ଶଗଡ଼' ଗଳ୍ପର ଶୀର୍ଷକ ଯେପରି ଆକର୍ଷଣୀୟ....ତାର ବିଷୟ ବସ୍ତୁ ସେହିପରି ହୃଦୟସ୍ପର୍ଶୀ। ପ୍ରାଚୀନ କାଳର ହାତ ଗଢା ଯାନବାହାନ ଏବଂ ଆଧୁନିକ କାଳର ଯନ୍ତ୍ର…
    ( ଝରଣା ମହାରଣା )
  • ମୋ ମନ ସୁମନ ଦେଇ ହରପଦ ପୂଜିବି ରେ । ଅଧମତାରଣ ହରି ଏ ଅଧମେ କୃପା କରି ଆସିବେ ହୃଦକୁଟୀରେ,…
    ( Trilochan Patel )
  • ଆଧୁନିକତାର ପ୍ରବେଶରେ ଯନ୍ତ୍ର ଶିଳ୍ପ ସାମାଜିକ ଜୀବନରେ ଅବାଧ ପ୍ରବେଶ ,ପାରମ୍ପରିକ କୁଟୀର ଶିଳ୍ପ ଓ କୌଳିକ ବୃତ୍ତି ହ୍ରାସ ,ଆଧୁନିକ ଯନ୍ତ୍ର ସହିତ ମଣିଷର ନିବିଡ଼ତା…
    ( ସୁଶାନ୍ତ କୁମାର ଦାଶ )