ନବ ପ୍ରତିଭା

ଲୁଡୁ ଖେଳ
|- ବିଭୁ ସାମନ୍ତ
କାନ୍ଦୁଛି ପତିତ ସିଂହ ଦୁଆରେ
|- ଚନ୍ଦ୍ରଶେଖର ମିଶ୍ର, ପାତ୍ତପାଟ୍ଟନମ୍‌, ଶ୍ରୀକାକୁଲମ୍‌(ଆନ୍ଧ୍ରପ୍ରଦେଶ)
ପୁଅ ଆମେ ଓଡ଼ିଶାର
|- ଶକ୍ତି ସିଆ,ଗଞ୍ଜାମ

ସ୍ବାର୍ଥର ବନିତା ଅଟେ ତୋଷାମୋଦ
ଭୟ, ମିଥ୍ୟା ତାଙ୍କ ପୁତ୍ର,
ରାଜ୍ୟରେ ବିପ୍ଳବ ନିଶ୍ଚୟ ଘଟିବ
ଏମାନେ ହେଲେ ଏକତ୍ର


-ଉତ୍କଳଗୌରବ ମଧୁସୂଦନ ଦାସ

ଗୌତମବୁଦ୍ଧ ଦାଶ
ଛାତ୍ର ଜୀବନରୁ କବିତା ଲେଖା ଆରମ୍ଭ କରିଥିବା ଗୌତମବୁଦ୍ଧ ଦାଶ ବୃତ୍ତିରେ ଜଣେ ସାମ୍ବାଦିକ ହୋଇଥିଲେ ସୁଦ୍ଧା କ୍ଷୁଦ୍ରଗଳ୍ପ ଲେଖାରେ ତାଙ୍କର ପରାକାଷ୍ଠା ଦେଖାଇଛନ୍ତି୤ କଥା ପତ୍ରିକା ପକ୍ଷରୁ ଆୟୋଜିତ ନବପ୍ରତିଭା ପୁରସ୍କାର ସହିତ ତାଙ୍କର ପ୍ରଥମ ଗଳ୍ପ ସଙ୍କଳନ ‘କେବଳ ପ୍ରାପ୍ତ ବୟସ୍କଙ୍କ ପାଇଁ’ ସଙ୍କଳନ ପାଇଁ ସେ ରାଜ୍ୟ ଯୁବ ଲେଖକ ପୁରସ୍କାର ପାଇଥିଲେ୤ ସମ୍ପ୍ରତି ଦୈନିକ ସମ୍ବାଦପତ୍ର ‘ସମ୍ବାଦ’ର ଉତ୍ତର ଓଡ଼ିଶା ସଂସ୍କରଣ ମୁଖ୍ୟଭାବେ ଶ୍ରୀ ଦାଶ କାର୍ଯ୍ୟରତ୤ ଗଳ୍ପ ବ୍ୟତୀତ ଏକ ଉପନ୍ୟାସ ମଧ୍ୟ ଲେଖିଛନ୍ତି ସେ୤ ତାଙ୍କର ଲେଖାର ବିଶେଷତ୍ବ ହେଉଛି ପ୍ରେମ,ପ୍ରଣୟ ଓ ଉତ୍ତରଣର ଅନବଦ୍ୟ ଆତ୍ମକଥନ୤
ପ୍ରକାଶିତ ଲେଖା
 
 
 

♦ ପାଠକୀୟ ମତାମତ

  • ମୁଦ୍ରଣ ଜନିତ ତ୍ରୁଟି ବହୁତ ପରିଲକ୍ଷିତ ହେଉଛି ଦୟାକରି ଧ୍ୟାନ ଦେବାକୁ ଅନୁରୋଧ
    ( ତପନ ଦୀକ୍ଷିତ(ବେଳାଭୂମି) )
  • ପିଲା ଦିନେ ବାପା ଙ୍କ ପାଖରୁ ଶୁଣିଥିଲି କବିତା ପ୍ରେମୀ ଓ ଏକ ଛୋଟ କବି ହିସାବରେ କବିତାରେ ରୁଚି ଥିବାରୁ ମୁଁ ଏ କବିତା ଖୋଜି…
    ( ଦୁର୍ଲ୍ଲଭ କୁମାର ରାଉତ )
  • ଜର୍ମାନୀରେ ରହୁଥିବା ବାବୁଜଣଙ୍କ ଓଡ଼ିଆଣୀ ବୋଉ ସାଥିରେ ବିଦେଶିନୀ ମମିକୁ ସମାନ ଭାବରେ ତଉଲିଦେଲେ । ବୋଧହୁଏ ଲେଖକଙ୍କର ଆନ୍ତରିକତାକୁ ସେ ପରଖିପାରି ନାହାନ୍ତି । ମମତାର…
    ( ରଙ୍ଗନାଥ ରଥ )