ନବ ପ୍ରତିଭା

ଲୁଡୁ ଖେଳ
|- ବିଭୁ ସାମନ୍ତ
କାନ୍ଦୁଛି ପତିତ ସିଂହ ଦୁଆରେ
|- ଚନ୍ଦ୍ରଶେଖର ମିଶ୍ର, ପାତ୍ତପାଟ୍ଟନମ୍‌, ଶ୍ରୀକାକୁଲମ୍‌(ଆନ୍ଧ୍ରପ୍ରଦେଶ)
ପୁଅ ଆମେ ଓଡ଼ିଶାର
|- ଶକ୍ତି ସିଆ,ଗଞ୍ଜାମ

ସାମ୍ପ୍ରତିକ ‘ପୁସ୍ତକ ପ୍ରକାଶନ’ ସୁବିଧା ଓ ପ୍ରତିଯୋଗିତାପୂର୍ଣ୍ଣ ହୋଇଥିବାରୁ ଉତ୍କୃଷ୍ଟ ସାହିତ୍ୟ ବଦଳରେ ନିମ୍ନରୁଚିର ସାହିତ୍ୟ ଉପଲବ୍ଧ ହେଉଛି କି ?

ମତଦାନ ଫଳାଫଳ

ଲେଖକ ଓ ଲେଖିକା

ଅଚ୍ୟୁତାନନ୍ଦ କର
ସୁଶାନ୍ତ ଦାଶ
ଅମରେନ୍ଦ୍ର ଖଟୁଆ
ମନୋରଞ୍ଜନ ପାଣିଗ୍ରାହୀ
ସାର୍‌ ବାସୁଦେବ ସୁଢ଼ଳଦେବ
ମଧୁସୂଦନ ଦାସ

ସ୍ବାର୍ଥର ବନିତା ଅଟେ ତୋଷାମୋଦ
ଭୟ, ମିଥ୍ୟା ତାଙ୍କ ପୁତ୍ର,
ରାଜ୍ୟରେ ବିପ୍ଳବ ନିଶ୍ଚୟ ଘଟିବ
ଏମାନେ ହେଲେ ଏକତ୍ର


-ଉତ୍କଳଗୌରବ ମଧୁସୂଦନ ଦାସ

କିଶୋରୀ ଚରଣ ଦାସ
କିଶୋରୀ ଚରଣ ଦାସ ଜଣେ ବରିଷ୍ଠ ପ୍ରଶାସନିକ ଅଧିକାରୀ ସହିତ ଜଣେ ବଳିଷ୍ଠ ସାହିତ୍ୟିକ ଭାବେ କିଶୋରୀ ଚରଣ ଦାଶ(୧୯୨୪-୨୦୦୪)ଙ୍କ ଲେଖାଗୁଡ଼ିକ ଅଜସ୍ର ପାଠକୀୟ ସ୍ବୀକୃତି ଲାଭ କରିଛି୤ ଉଭୟ ଓଡ଼ିଆ ଏବଂ ଇଂରାଜୀ ଭାଷାରେ ଶ୍ରୀ ଦାଶ ଲେଖନୀ ଚାଳନା କରିବା ସହିତ ଜଣେ ଅନୁବାଦକ ଭାବେ ମଧ୍ୟ ପ୍ରତିଷ୍ଠା ଲାଭ କରିଥିଲେ୤ ସରଳ ଓ ସାବଲୀଳ ଭାଷା ବ୍ୟବହାର କରୁଥିବା ଶ୍ରୀ ଦାଶଙ୍କର ସମସ୍ତ ଲେଖାରେ ସାଧାରଣ ଲୋକଙ୍କର ଜୀବନଶୈଳୀ ସହିତ ଦୈନନ୍ଦିନ ଜୀବନର ଅନୁଭୁତି ଓ ରୋମାଞ୍ଚ ଭରି ରହିଛି୤ ଓଡ଼ିଶା ସାହିତ୍ୟ ଏକାଡ଼େମୀ ପୁରସ୍କାର ସହିତ ଅନେକ ସମ୍ମାନ ଓ ପୁରସ୍କାରରେ ସେ ସମ୍ମାନିତ ହୋଇଥିଲେ୤ ତାଙ୍କର ଉଲ୍ଲେଖନୀୟ କୃତି ମଧ୍ୟରେ "ଠାକୁର ଘର" ଓ "ଖେଳରନାମ ରଙ୍ଗ" ଆଦି କ୍ଷୁଦ୍ରଗଳ୍ପ ସଙ୍କଳନ, "ମନ କାମନା" କବିତା ସଙ୍କଳନ, "ଲେଖକର ସଂସାର-ପ୍ରବନ୍ଧ ସଙ୍କଳନ" ଏବଂ "ସାତୋଟି ଦିନର ସତୀ" ପରି ଉପନ୍ୟାସ ଆଦି ଅନ୍ତର୍ଭୁକ୍ତ୤
ପ୍ରକାଶିତ ଲେଖା
 
 
 

♦ ପାଠକୀୟ ମତାମତ

  • ମୋ ମନ ସୁମନ ଦେଇ ହରପଦ ପୂଜିବି ରେ । ଅଧମତାରଣ ହରି ଏ ଅଧମେ କୃପା କରି ଆସିବେ ହୃଦକୁଟୀରେ,…
    ( Trilochan Patel )
  • ଆଧୁନିକତାର ପ୍ରବେଶରେ ଯନ୍ତ୍ର ଶିଳ୍ପ ସାମାଜିକ ଜୀବନରେ ଅବାଧ ପ୍ରବେଶ ,ପାରମ୍ପରିକ କୁଟୀର ଶିଳ୍ପ ଓ କୌଳିକ ବୃତ୍ତି ହ୍ରାସ ,ଆଧୁନିକ ଯନ୍ତ୍ର ସହିତ ମଣିଷର ନିବିଡ଼ତା…
    ( ସୁଶାନ୍ତ କୁମାର ଦାଶ )
  • କବିସୂର୍ଯ୍ୟ ବଳଦେବ ରଥ ତାଙ୍କର ଗୋଟିଏ ପଦରେ ସେ ଲେଖିଛନ୍ତି କବି ହୋଇଗଲେ ସମସ୍ତ ଲୋକ,…
    ( ପ୍ରେମାନନ୍ଦ ଦାସ )