ନବ ପ୍ରତିଭା

ଲୁଡୁ ଖେଳ
|- ବିଭୁ ସାମନ୍ତ
କାନ୍ଦୁଛି ପତିତ ସିଂହ ଦୁଆରେ
|- ଚନ୍ଦ୍ରଶେଖର ମିଶ୍ର, ପାତ୍ତପାଟ୍ଟନମ୍‌, ଶ୍ରୀକାକୁଲମ୍‌(ଆନ୍ଧ୍ରପ୍ରଦେଶ)
ପୁଅ ଆମେ ଓଡ଼ିଶାର
|- ଶକ୍ତି ସିଆ,ଗଞ୍ଜାମ

ସ୍ବାର୍ଥର ବନିତା ଅଟେ ତୋଷାମୋଦ
ଭୟ, ମିଥ୍ୟା ତାଙ୍କ ପୁତ୍ର,
ରାଜ୍ୟରେ ବିପ୍ଳବ ନିଶ୍ଚୟ ଘଟିବ
ଏମାନେ ହେଲେ ଏକତ୍ର


-ଉତ୍କଳଗୌରବ ମଧୁସୂଦନ ଦାସ

କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର ଓଡ଼ିଆ ସାହିତ୍ୟର ଜଣେ ଲବ୍ଧପ୍ରତିଷ୍ଠିତ ସାହିତ୍ୟିକ ଏବଂ ସ୍ବାଧୀନତା ସଂଗ୍ରାମୀ ଭାବେ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର(୧୮୮୮-୧୯୫୩) ଏକ ପରିଚିତ ନାମ୤ ଏକାଧାରରେ ଜଣେ ଶିଶୁ ସାହିତ୍ୟିକ, କବି ଓ ଲେଖକ ଭାବେ ତାଙ୍କ ରଚନାଗୁଡିକ ପାଠକମାନଙ୍କ ନିକଟରେ ଆଜି ମଧ୍ୟ ଆଦୃତ୤ ବିଶେଷକରି ତାଙ୍କ ଦ୍ବାରା ରଚିତ "କଣାମାମୁଁ" ଉପନ୍ୟାସ ଓ "ଜୀବନ ସଙ୍ଗୀତ" କବିତା ସଙ୍କଳନ ଆଦି ଗୋଟିଏ ଗୋଟିଏ ସଫଳ ସୃଷ୍ଟି୤ ସେ ଆରମ୍ଭ କରିଥିବା "ଡଗର" ପତ୍ରିକା ଓଡିଆ ପତ୍ରିକା ଜଗତରେ ଏକ ନୁତନ ଉନ୍ମାଦନ ଆଣିବାରେ ସହାୟକ ହୋଇଥିଲା୤ ସେ ଲେଖିଥିବା “ବନ୍ଦେ ଉତ୍କଳ ଜନନୀ” କବିତା ଆମ ଓଡ଼ିଶାର ଜାତୀୟ ସଙ୍ଗୀତ ଭାବେ ଗ୍ରହଣ କରାଯାଇଛି୤ ତାଙ୍କ ଦ୍ବାରା ରଚିତ ଅନେକ ଗଳ୍ପ, ନାଟକ, ଗୀତ ଆଦି ମଧ୍ୟରୁ "ବୁଢା ଶଙ୍ଖାରୀ" ଏକ ଶ୍ରେଷ୍ଠ ଗଳ୍ପ ଅଟେ୤
ପ୍ରକାଶିତ ଲେଖା
 
 
 

♦ ପାଠକୀୟ ମତାମତ

  • ମୁଦ୍ରଣ ଜନିତ ତ୍ରୁଟି ବହୁତ ପରିଲକ୍ଷିତ ହେଉଛି ଦୟାକରି ଧ୍ୟାନ ଦେବାକୁ ଅନୁରୋଧ
    ( ତପନ ଦୀକ୍ଷିତ(ବେଳାଭୂମି) )
  • ପିଲା ଦିନେ ବାପା ଙ୍କ ପାଖରୁ ଶୁଣିଥିଲି କବିତା ପ୍ରେମୀ ଓ ଏକ ଛୋଟ କବି ହିସାବରେ କବିତାରେ ରୁଚି ଥିବାରୁ ମୁଁ ଏ କବିତା ଖୋଜି…
    ( ଦୁର୍ଲ୍ଲଭ କୁମାର ରାଉତ )
  • ଜର୍ମାନୀରେ ରହୁଥିବା ବାବୁଜଣଙ୍କ ଓଡ଼ିଆଣୀ ବୋଉ ସାଥିରେ ବିଦେଶିନୀ ମମିକୁ ସମାନ ଭାବରେ ତଉଲିଦେଲେ । ବୋଧହୁଏ ଲେଖକଙ୍କର ଆନ୍ତରିକତାକୁ ସେ ପରଖିପାରି ନାହାନ୍ତି । ମମତାର…
    ( ରଙ୍ଗନାଥ ରଥ )