ନବ ପ୍ରତିଭା

ଲୁଡୁ ଖେଳ
|- ବିଭୁ ସାମନ୍ତ
କାନ୍ଦୁଛି ପତିତ ସିଂହ ଦୁଆରେ
|- ଚନ୍ଦ୍ରଶେଖର ମିଶ୍ର, ପାତ୍ତପାଟ୍ଟନମ୍‌, ଶ୍ରୀକାକୁଲମ୍‌(ଆନ୍ଧ୍ରପ୍ରଦେଶ)
ପୁଅ ଆମେ ଓଡ଼ିଶାର
|- ଶକ୍ତି ସିଆ,ଗଞ୍ଜାମ

ସାମ୍ପ୍ରତିକ ‘ପୁସ୍ତକ ପ୍ରକାଶନ’ ସୁବିଧା ଓ ପ୍ରତିଯୋଗିତାପୂର୍ଣ୍ଣ ହୋଇଥିବାରୁ ଉତ୍କୃଷ୍ଟ ସାହିତ୍ୟ ବଦଳରେ ନିମ୍ନରୁଚିର ସାହିତ୍ୟ ଉପଲବ୍ଧ ହେଉଛି କି ?

ସର୍ବମୋଟ ମତଦାନ: ୧୮୨୮

ଲେଖକ ଓ ଲେଖିକା

ନିତ୍ୟାନନ୍ଦ ମହାପାତ୍ର
ଅମରେନ୍ଦ୍ର ଖଟୁଆ
ଶୈଳେନ୍ଦ୍ର କୁମାର ଜେନା
ଫନି ମହାନ୍ତି
ସୀତାକାନ୍ତ ମହାପାତ୍ର
ଭାନୁଜୀ ରାଓ

ସ୍ବାର୍ଥର ବନିତା ଅଟେ ତୋଷାମୋଦ
ଭୟ, ମିଥ୍ୟା ତାଙ୍କ ପୁତ୍ର,
ରାଜ୍ୟରେ ବିପ୍ଳବ ନିଶ୍ଚୟ ଘଟିବ
ଏମାନେ ହେଲେ ଏକତ୍ର


-ଉତ୍କଳଗୌରବ ମଧୁସୂଦନ ଦାସ

ପ୍ରଫୁଲ୍ଲ କୁମାର ତ୍ରିପାଠୀ
ଜଣେ ଇଂରାଜୀ ଅଧ୍ୟାପକ ଭାବେ କାର୍ଯ୍ୟ କରି ଅବସର ନେଇଥିବା ଲେଖକ ପ୍ରଫୁଲ୍ଲ ତ୍ରିପାଠୀ ସାଧାରଣତଃ ଗଳ୍ପ, ପ୍ରବନ୍ଧ କବିତା ଏବଂ ଉପନ୍ୟାସ ଆଦି ଲେଖି ସୁନାମ ଅର୍ଜନ କରିଛନ୍ତି୤ ବିଶେଷତଃ ସାମଜରେ ଦେଖାଦେଉଥିବା ବିଭିନ୍ନ ପ୍ରକାରର ଦୁର୍ନୀତି, ଅନିୟମିତତା ଏବଂ ମାନବବାଦ ବିଷୟ ଉପରେ ଶ୍ରୀ ତ୍ରିପାଠୀଙ୍କ ଲେଖା ପର୍ଯ୍ୟବେଷିତ୤ ନିଜ ଜୀବନର ଉତ୍ତରାର୍ଦ୍ଧରେ ନିଜର ଲେଖନୀ ଶୈଳୀରେ ପରିବର୍ତ୍ତନ ଆଣି ଶ୍ରୀ ତ୍ରିପାଠୀ ଭାଷାବିତ୍ ଏବଂ ଲିପିର ବିକାଶ ଉପରେ ଅନେକ ଲେଖା ଲେଖିଛନ୍ତି୤ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିବା ଶ୍ରୀ ତ୍ରିପାଠୀଙ୍କ ଦ୍ବାରା ପୁସ୍ତକ ଲେଖିବା ନିମନ୍ତେ ଆବଶ୍ୟକ ନିର୍ଦ୍ଦିଷ୍ଟ ଧାରା ବାବଦରେ ରଚିତ “ରଚନା ବିଧି” “ଶବ୍ଦ ବିଧି”, “ସମ୍ବଲପୁରୀ ଓଡ଼ିଆ ଶବ୍ଦକୋଷ” ଆଦି ପୁସ୍ତକ ଓଡ଼ିଆ ସାହିତ୍ୟରେ ଗୋଟିଏ ଗୋଟିଏ ଅନବଦ୍ୟ ସୃଷ୍ଟି୤
ପ୍ରକାଶିତ ଲେଖା
 
 
 

♦ ପାଠକୀୟ ମତାମତ

  • ଭାରି ଭଲ ଲାଗିଲା।
    ( ଘନଶ୍ୟାମ ସାହୁ )
  • ଗଳ୍ପଟି ପଢି ଭାରି ଭଲ ଲାଗିଲା। ଅନ୍ୟାନ୍ୟ ଲେଖା ରଖିବାକୁ ଅନୁରୋଧ। ଧନ୍ୟବାଦ।
    ( ଘନଶ୍ୟାମ ସାହୁ )
  • କି ସୁନ୍ଦର ଗପ। ଯେତେଥର ପଢିଲେ ବି ସବୁବେଳେ ସୁନ୍ଦର ଲାଗେ। ଏ ଗପଟି ମୋତେ ମୋ ସନଭଉଣୀ କଥା ମନେ ପକେଇ ଦିଏ। ଓଡ଼ିଆ ସାହିତ୍ୟ.କମ…
    ( Santosh Kumar Mohapatra )