ନବ ପ୍ରତିଭା

ମନେପଡ଼େ
|- ରାଜେଶ କୁମାର ବାରିକ, ଦେବେନ୍ଦ୍ର ପୁର, ଅଭଣା,ବାଲେଶ୍ୱର
ରଫ୍ ଖାତା
|- ମନ୍ମଥ କୁମାର ଦଳେଇ, କଣିହା, ତାଳଚେର, ଓଡ଼ିଶା
ଲୁଡୁ ଖେଳ
|- ବିଭୁ ସାମନ୍ତ

ସ୍ବାର୍ଥର ବନିତା ଅଟେ ତୋଷାମୋଦ
ଭୟ, ମିଥ୍ୟା ତାଙ୍କ ପୁତ୍ର,
ରାଜ୍ୟରେ ବିପ୍ଳବ ନିଶ୍ଚୟ ଘଟିବ
ଏମାନେ ହେଲେ ଏକତ୍ର


-ଉତ୍କଳଗୌରବ ମଧୁସୂଦନ ଦାସ

ଶୈଳେନ୍ଦ୍ର କୁମାର ଜେନା
ଶୈଳେନ୍ଦ୍ର କୁମାର ଜେନା ଜଣେ ଯୁବ ସାହିତ୍ୟିକଭାବେ ପରିଚିତ ଶୈଳେନ୍ଦ୍ର କୁମାର ଜେନା ଓଡ଼ିଶା ପ୍ରଶାସନିକ ସେବାର ଜଣେ ଅଧିକାରୀଭାବେ ସୁନ୍ଦରଗଡ଼ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ରହି ମଧ୍ୟ ଗଳ୍ପ ଓ କବିତା ଆଦି ଲେଖାଲେଖି କରିଆସୁଛନ୍ତି। ତାଙ୍କର କବିତା ଓ ଗଳ୍ପଗୁଡ଼ିକ ବିଭିନ୍ନ ପତ୍ରପତ୍ରିକାରେ ପ୍ରକାଶ ପାଇ ପାଠକୀୟ ଆଦୃତି ହାସଲ କରିଛି।
ପ୍ରକାଶିତ ଲେଖା
 
 
 

♦ ପାଠକୀୟ ମତାମତ

  • ମୁଁ ଗୋଟିଏ ଓଡ଼ିଆ କବିତା ଲେଖିଛି। ଆପଣଙ୍କ ପାଖକୁ ପଠେଇବାକୁ ଇଛା କରୁଛି। ଦୟାକରି ଆପଣଙ୍କ ଇ-ମେଲ ଦିଅନ୍ତୁ। ଆଶା ଆପଣଙ୍କୁ ମୋ କବିତା ଭଲ ଲାଗିବ।…
    ( Rajesh Kumar Sahu )
  • Bahut bhala heichi sir.... Great peom. Khub mana chhuan kabita lekhichhanti....
    ( Santosh Barik )
  • Nice Poetry
    ( ମନ୍ମଥ କୁମାର ଦଳେଇ )