ନବ ପ୍ରତିଭା

ଲୁଡୁ ଖେଳ
|- ବିଭୁ ସାମନ୍ତ
କାନ୍ଦୁଛି ପତିତ ସିଂହ ଦୁଆରେ
|- ଚନ୍ଦ୍ରଶେଖର ମିଶ୍ର, ପାତ୍ତପାଟ୍ଟନମ୍‌, ଶ୍ରୀକାକୁଲମ୍‌(ଆନ୍ଧ୍ରପ୍ରଦେଶ)
ପୁଅ ଆମେ ଓଡ଼ିଶାର
|- ଶକ୍ତି ସିଆ,ଗଞ୍ଜାମ

ସାମ୍ପ୍ରତିକ ‘ପୁସ୍ତକ ପ୍ରକାଶନ’ ସୁବିଧା ଓ ପ୍ରତିଯୋଗିତାପୂର୍ଣ୍ଣ ହୋଇଥିବାରୁ ଉତ୍କୃଷ୍ଟ ସାହିତ୍ୟ ବଦଳରେ ନିମ୍ନରୁଚିର ସାହିତ୍ୟ ଉପଲବ୍ଧ ହେଉଛି କି ?

ସର୍ବମୋଟ ମତଦାନ: ୧୮୪୭ Back to Vote Screen

ଲେଖକ ଓ ଲେଖିକା

ସୌଭାଗ୍ୟ ମିଶ୍ର
ପଣ୍ଡିତ ଅନ୍ତର୍ଯ୍ୟାମୀ ମିଶ୍ର
କିଶୋରୀକିଙ୍କର ଦାସ
ଜୟନ୍ତ ମହାପାତ୍ର
ଅମରେନ୍ଦ୍ର ଖଟୁଆ
ବାମାଚରଣ ମିତ୍ର

ସ୍ବାର୍ଥର ବନିତା ଅଟେ ତୋଷାମୋଦ
ଭୟ, ମିଥ୍ୟା ତାଙ୍କ ପୁତ୍ର,
ରାଜ୍ୟରେ ବିପ୍ଳବ ନିଶ୍ଚୟ ଘଟିବ
ଏମାନେ ହେଲେ ଏକତ୍ର


-ଉତ୍କଳଗୌରବ ମଧୁସୂଦନ ଦାସ

ଶକୁନ୍ତଳା ବଳିଆରସିଂହ
ଅଧ୍ୟାପିକାଭାବେ କର୍ମମୟ ଜୀବନ ଆରମ୍ଭ କରିଥିବା ଶ୍ରୀମତୀ ଶକୁନ୍ତଳା ବଳିଆରସିଂହ ଓଡ଼ିଆ ଭାଷାର ଗବେଷିକା ସହିତ ଜଣେ ପ୍ରତିଷ୍ଠିତ ଅନୁବାଦିକା ଭାବେ ସୁପରିଚିତ୤ ‘ଓଡ଼ିଆ ସାହିତ୍ୟରେ ଜାତୀୟବାଦୀ ଚେତନା’ ନାମକ ଏକ ଗବେଷଣାତ୍ମକ ସନ୍ଦର୍ଭ ସହିତ ଶ୍ରୀମତୀ ବଳିଆରସିଂହଙ୍କ ଅନୁବାଦ ପୁସ୍ତକ ମଧ୍ୟରେ ପରାଜିତ ନାୟକ, ମୋପାସାଁଙ୍କ ଅନନ୍ୟ ଗଳ୍ପ, ଭିନ୍ନ ମଣିଷ ଆଦି ଅନ୍ୟତମ୤ ବିଭିନ୍ନ ଭାରତୀୟ ଓ ବିଦେଶୀ ଭାଷାର ଉତ୍କୃଷ୍ଟ ରଚନାଗୁଡ଼ିକୁ ଓଡ଼ିଆ ଭାଷାରେ ଅନୁବାଦ କରିବା ସହିତ ଅନୁବାଦ ଲେଖାଗୁଡ଼ିକୁ ନେଇ ଏକ ପତ୍ରିକା ପ୍ରକାଶିତ କରିବାରେ ସେ ପ୍ରମୁଖ ଭୂମିକା ଗ୍ରହଣ କରିଛନ୍ତି୤
ପ୍ରକାଶିତ ଲେଖା
 
 
 

♦ ପାଠକୀୟ ମତାମତ

  • ମୋ ମନ ସୁମନ ଦେଇ ହରପଦ ପୂଜିବି ରେ । ଅଧମତାରଣ ହରି ଏ ଅଧମେ କୃପା କରି ଆସିବେ ହୃଦକୁଟୀରେ,…
    ( Trilochan Patel )
  • ଆଧୁନିକତାର ପ୍ରବେଶରେ ଯନ୍ତ୍ର ଶିଳ୍ପ ସାମାଜିକ ଜୀବନରେ ଅବାଧ ପ୍ରବେଶ ,ପାରମ୍ପରିକ କୁଟୀର ଶିଳ୍ପ ଓ କୌଳିକ ବୃତ୍ତି ହ୍ରାସ ,ଆଧୁନିକ ଯନ୍ତ୍ର ସହିତ ମଣିଷର ନିବିଡ଼ତା…
    ( ସୁଶାନ୍ତ କୁମାର ଦାଶ )
  • କବିସୂର୍ଯ୍ୟ ବଳଦେବ ରଥ ତାଙ୍କର ଗୋଟିଏ ପଦରେ ସେ ଲେଖିଛନ୍ତି କବି ହୋଇଗଲେ ସମସ୍ତ ଲୋକ,…
    ( ପ୍ରେମାନନ୍ଦ ଦାସ )