ନବ ପ୍ରତିଭା

ମନେପଡ଼େ
|- ରାଜେଶ କୁମାର ବାରିକ, ଦେବେନ୍ଦ୍ର ପୁର, ଅଭଣା,ବାଲେଶ୍ୱର
ରଫ୍ ଖାତା
|- ମନ୍ମଥ କୁମାର ଦଳେଇ, କଣିହା, ତାଳଚେର, ଓଡ଼ିଶା
ଲୁଡୁ ଖେଳ
|- ବିଭୁ ସାମନ୍ତ

ସ୍ବାର୍ଥର ବନିତା ଅଟେ ତୋଷାମୋଦ
ଭୟ, ମିଥ୍ୟା ତାଙ୍କ ପୁତ୍ର,
ରାଜ୍ୟରେ ବିପ୍ଳବ ନିଶ୍ଚୟ ଘଟିବ
ଏମାନେ ହେଲେ ଏକତ୍ର


-ଉତ୍କଳଗୌରବ ମଧୁସୂଦନ ଦାସ

ସୁନୀଲ ମିଶ୍ର
ସୁନୀଲ ମିଶ୍ର(୧୯୨୫-୧୯୮୬ ) ଓଡ଼ିଆ ହାସ୍ୟ-ବ୍ୟଙ୍ଗ ସାହିତ୍ୟ ଇତିହାସରେ ଜଣେ ସ୍ମରଣୀୟ ଲେଖକ। ଜୀବନର ଅନୁଭବକୁ ହାସ୍ୟରସାତ୍ମକ ଶୈଳୀରେ ଉପସ୍ଥାପନା କରିବା ତାଙ୍କ ରଚନାର ବୈଶିଷ୍ଟ୍ୟ। ଜଣେ ବିଖ୍ୟାତ ହାସ୍ୟ ସାମାଜିକ ବ୍ୟଙ୍ଗ ଲେଖକ ଭାବେ ସେ ମଧ୍ୟ ସମ୍ବାଦିକତା ଏବଂ ନାଟକ କ୍ଷେତ୍ରରେ ଜଣାଶୁଣା ଥିଲେ। ହାସ୍ୟ ପତ୍ରିକା ‘ଜନ ସମୀକ୍ଷା’ ର ସେ ପ୍ରତିଷ୍ଟତା ସମ୍ପାଦକ ଥିଲେ। ନାଟ୍ୟକାର ହିସାବରେ ‘ମାଣିକ୍ୟ ମୁଣ୍ଡା’ ,‘ନୃସିଂହ ନାଥ’ ଏବଂ ‘ଆକବର ରାୟ’ ଭଳି କାଳଜୟୀ ନାଟକ ରଚନା କରିଥିଲେ ସୁନୀଲ ମିଶ୍ର। ତାଙ୍କ ରଚିତ ଓ ପ୍ରକାଶିତ ଗଳ୍ପ ମଧ୍ୟରେ ‘ଖଦଡ଼ ମୁଣି’, ‘ଲଙ୍ଗଳା ସାହାଡ଼ା’ ଓ ‘କ୍ଳାନ୍ତ ବୃହନ୍ନଳା’ ଆଦି ଅନ୍ୟତମ।
ପ୍ରକାଶିତ ଲେଖା
 
 
 

♦ ପାଠକୀୟ ମତାମତ