ନବ ପ୍ରତିଭା

ମନେପଡ଼େ
|- ରାଜେଶ କୁମାର ବାରିକ, ଦେବେନ୍ଦ୍ର ପୁର, ଅଭଣା,ବାଲେଶ୍ୱର
ରଫ୍ ଖାତା
|- ମନ୍ମଥ କୁମାର ଦଳେଇ, କଣିହା, ତାଳଚେର, ଓଡ଼ିଶା
ଲୁଡୁ ଖେଳ
|- ବିଭୁ ସାମନ୍ତ

ସ୍ବାର୍ଥର ବନିତା ଅଟେ ତୋଷାମୋଦ
ଭୟ, ମିଥ୍ୟା ତାଙ୍କ ପୁତ୍ର,
ରାଜ୍ୟରେ ବିପ୍ଳବ ନିଶ୍ଚୟ ଘଟିବ
ଏମାନେ ହେଲେ ଏକତ୍ର


-ଉତ୍କଳଗୌରବ ମଧୁସୂଦନ ଦାସ

ସୁରେନ୍ଦ୍ର ମହାନ୍ତି
ସୁରେନ୍ଦ୍ର ମହାନ୍ତି ଏକାଧାରରେ ଜଣେ ଗାଳ୍ପିକ, ଔପନ୍ୟାସିକ, ନାଟ୍ୟକାର ଓ ସମାଲୋଚକ ସହିତ ଜଣେ ରାଜନେତା ଭାବେ ସୁରେନ୍ଦ୍ର ମହାନ୍ତି(୧୯୨୨-୧୯୯୦) ବେଶ୍‌ ପ୍ରସିଦ୍ଧି ଲାଭ କରିଥିଲେ୤ ୧୯୪୪ରୁ ୧୯୮୮ ମସିହା ପର୍ଯ୍ୟନ୍ତ ସେ ଲେଖିଥିବା ଅନେକ ଗଳ୍ପ, ନାଟକ, ଉପନ୍ୟାସ ଓ ଆଲୋଚନା ଗ୍ରନ୍ଥ ମଧ୍ୟରେ ମହାନଗରୀରେ ରାତ୍ରି, ମରାଳର ମୃତ୍ୟୁ, ବାପୁ, କୃଷ୍ଣାବେଣୀରେ ସନ୍ଧ୍ୟା, ନୀଳାଦ୍ରୀ ବିଜୟ ଆଦି ପାଠକମାନଙ୍କ ଦ୍ବାରା ବହୁଳଭାବେ ଆଦୃତ୤ ଏହା ବ୍ୟତୀତ ତାଙ୍କର ଆତ୍ମଜୀବନୀ ଗ୍ରନ୍ଥ ପଥ ଓ ପୃଥିବୀ ମଧ୍ୟ ବହୁଳ ପ୍ରସାରିତ ପୁସ୍ତକ ଭାବେ ପରିଗଣିତ୤ ତାଙ୍କ ଜୀବଦ୍ଦଶା ମଧ୍ୟରେ ଅନେକ ପୁରସ୍କାର ଓ ସମ୍ମାନ ସହିତ ଓଡ଼ିଶା ସାହିତ୍ୟ ଏକାଡେମୀ ଏବଂ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ଆଦିରେ ସେ ସମ୍ମାନିତ ହୋଇଥିଲେ୤
ପ୍ରକାଶିତ ଲେଖା
 
 
 

♦ ପାଠକୀୟ ମତାମତ

  • ମୁଦ୍ରଣ ଜନିତ ତ୍ରୁଟି ବହୁତ ପରିଲକ୍ଷିତ ହେଉଛି ଦୟାକରି ଧ୍ୟାନ ଦେବାକୁ ଅନୁରୋଧ
    ( ତପନ ଦୀକ୍ଷିତ(ବେଳାଭୂମି) )
  • ପିଲା ଦିନେ ବାପା ଙ୍କ ପାଖରୁ ଶୁଣିଥିଲି କବିତା ପ୍ରେମୀ ଓ ଏକ ଛୋଟ କବି ହିସାବରେ କବିତାରେ ରୁଚି ଥିବାରୁ ମୁଁ ଏ କବିତା ଖୋଜି…
    ( ଦୁର୍ଲ୍ଲଭ କୁମାର ରାଉତ )
  • ଜର୍ମାନୀରେ ରହୁଥିବା ବାବୁଜଣଙ୍କ ଓଡ଼ିଆଣୀ ବୋଉ ସାଥିରେ ବିଦେଶିନୀ ମମିକୁ ସମାନ ଭାବରେ ତଉଲିଦେଲେ । ବୋଧହୁଏ ଲେଖକଙ୍କର ଆନ୍ତରିକତାକୁ ସେ ପରଖିପାରି ନାହାନ୍ତି । ମମତାର…
    ( ରଙ୍ଗନାଥ ରଥ )