ନବ ପ୍ରତିଭା

ମନେପଡ଼େ
|- ରାଜେଶ କୁମାର ବାରିକ, ଦେବେନ୍ଦ୍ର ପୁର, ଅଭଣା,ବାଲେଶ୍ୱର
ରଫ୍ ଖାତା
|- ମନ୍ମଥ କୁମାର ଦଳେଇ, କଣିହା, ତାଳଚେର, ଓଡ଼ିଶା
ଲୁଡୁ ଖେଳ
|- ବିଭୁ ସାମନ୍ତ

ସ୍ବାର୍ଥର ବନିତା ଅଟେ ତୋଷାମୋଦ
ଭୟ, ମିଥ୍ୟା ତାଙ୍କ ପୁତ୍ର,
ରାଜ୍ୟରେ ବିପ୍ଳବ ନିଶ୍ଚୟ ଘଟିବ
ଏମାନେ ହେଲେ ଏକତ୍ର


-ଉତ୍କଳଗୌରବ ମଧୁସୂଦନ ଦାସ

ମୃଣାଳ
ମୃଣାଳ ପ୍ରଥମେ ଜଣେ ସାମ୍ବାଦିକ ଭାବେ ନିଜର କର୍ମମୟ ଜୀବନ ଆରମ୍ଭ କରିଥିବା ମୃଣାଳ ବା ମୃଣାଳ ଚାଟାର୍ଜୀ ସମ୍ପ୍ରତି ଢେଙ୍କାନାଳ ସ୍ଥିତ ଭାରତୀୟ ଗଣଯୋଗାଯୋଗ ପ୍ରତିଷ୍ଠାନର ମୁଖ୍ୟ ଭାବେ କାର୍ଯ୍ୟରତ୤ ମୁଖ୍ୟତଃ ରମ୍ୟ ରଚନା ଏବଂ ବ୍ୟଙ୍ଗ ଗଳ୍ପ ଲେଖୁଥିବା ମୃଣାଳ ଏବେ ରାଜ୍ୟର ବିଭିନ୍ନ ଓଡ଼ିଆ ସମ୍ବାଦପତ୍ରରେ ନିୟମିତ ସ୍ତମ୍ଭ ଲେଖିବା ସହ ଏକାଧିକ ପତ୍ରିକାରେ ମଧ୍ୟ ଲେଖନୀ ଚାଳନା ଜାରି ରଖିଛନ୍ତି୤ ନିଜର ଲେଖା ପାଇଁ ଅଜସ୍ର ପାଠକୀୟ ସ୍ବୀକୃତୀ ହାସଲ କରିଥିବା ମୃଣାଳ ବହୁ ପୁରସ୍କାର ଓ ସମ୍ମାନରେ ସମ୍ବର୍ଦ୍ଧିତ୤ ତାଙ୍କର ପ୍ରକାଶିତ ପୁସ୍ତକ ଗୁଡ଼ିକ ମଧ୍ୟରେ “ଜଗତେ ଥିବ ଯେତେଦିନ”, “ଯମରାଜ-୫୦୦୩ ଉପନ୍ୟାସ”, “ରଙ୍ଗଢଙ୍ଗ” ଆଦି ବେଶ୍ ପରିଚିତ୤
ପ୍ରକାଶିତ ଲେଖା
 
 
 

♦ ପାଠକୀୟ ମତାମତ

  • କବିତା ସଙ୍କଳନ ପାଠ ପଢିବା ସମୟରେ ମନରେ ଗଭୀର ଭାବରେ ପ୍ରଭାବିତ କରିଥିଲା। ପ୍ରକୃତରେ ଏହା ଏକ ପ୍ରେରଣା ଯୁକ୍ତ କବିତା।
    ( ଭୋଳାନାଥ ବଗର୍ତ୍ତି )
  • ଅଭୁତପୂର୍ବ, ଭାବାବେଶ, ଜୀବନ ଦର୍ଶନ ରେ ରୁଦ୍ଧିମନ୍ତ କବିତା ଗଭୀର ପ୍ରଶାନ୍ତି ପ୍ରଦାନ କରିବା ସଙ୍ଗେ ସଙ୍ଗେ କଲେଜ ଦିନର ସ୍ମୃତି ଉଜ୍ଜୀବିତ କରିଥାଏ l
    ( ଫକିର ମୋହନ ବାରିକ )
  • ମୁଁ ଗୋଟିଏ ଓଡ଼ିଆ କବିତା ଲେଖିଛି। ଆପଣଙ୍କ ପାଖକୁ ପଠେଇବାକୁ ଇଛା କରୁଛି। ଦୟାକରି ଆପଣଙ୍କ ଇ-ମେଲ ଦିଅନ୍ତୁ। ଆଶା ଆପଣଙ୍କୁ ମୋ କବିତା ଭଲ ଲାଗିବ।…
    ( Rajesh Kumar Sahu )