ନବ ପ୍ରତିଭା

ବିକ୍ଷିପ୍ତ ଭାବନା
|- ପ୍ରଜ୍ଞା ପାରମିତା ମହାନ୍ତି, ପୁରୀ, ଓଡିଶା
ମନେପଡ଼େ
|- ରାଜେଶ କୁମାର ବାରିକ, ଦେବେନ୍ଦ୍ର ପୁର, ଅଭଣା,ବାଲେଶ୍ୱର
ରଫ୍ ଖାତା
|- ମନ୍ମଥ କୁମାର ଦଳେଇ, କଣିହା, ତାଳଚେର, ଓଡ଼ିଶା

ସ୍ବାର୍ଥର ବନିତା ଅଟେ ତୋଷାମୋଦ
ଭୟ, ମିଥ୍ୟା ତାଙ୍କ ପୁତ୍ର,
ରାଜ୍ୟରେ ବିପ୍ଳବ ନିଶ୍ଚୟ ଘଟିବ
ଏମାନେ ହେଲେ ଏକତ୍ର


-ଉତ୍କଳଗୌରବ ମଧୁସୂଦନ ଦାସ

କାଲାମ
  ଅରୁଣ କୁମାର ତ୍ରିପାଠୀ, ହାଇଦ୍ରାବାଦ
 
 
ତା: ନଭେମ୍ବର୍ ୨୫, ୨୦୧୫  
 

କାଲାମ କଲମେ କାଳଜୟୀ ଲେଖା,
ଆନ୍ଦୋଳିଲା ଯୁବା ହୃଦୟ
ଅଗ୍ନୀର ଡେଣାରେ ଚେଇଁ ଉଠିଥିଲା
ଦେଶ ମାତୃକାର ଲୟ |

କ୍ଷେପଣାସ୍ତ୍ର ଦିନେ ଗଢିଥିଲେ ଯିଏ,
ନିଜ ଜ୍ଞାନ କଉଶଳେ
ଅଗ୍ନୀ ସଞ୍ଜୋଗିଲେ ଦେଶ ଚେତନାର,
କୋଟି କୋଟି ଶିଶୁ ପ୍ରାଣେ |

ଅନ୍ତିମ ଯାତ୍ରାର ସାରଥି ସେ ନିଜେ
କୋଟି ଚକ୍ଷୁ ଅଶ୍ରୁ ବହେ,
ଅମର ଆତ୍ମାର କାଳଜୟୀ ସନ୍ଦେଶ
ମର ଶରୀରେ କି କାଲାମ ରହେ ?

ତୁଣ୍ଡ ବାଇଦ :
  ଲେଖା ପଠାନ୍ତୁ - ନିୟମାବଳୀ →
 
ଅରୁଣ କୁମାର ତ୍ରିପାଠୀ, ହାଇଦ୍ରାବାଦ
author photo
 
ଆପଣଙ୍କ ମତାମତ ?
କମ୍ପ୍ୟୁଟର୍ keyboardର F12 ବୋତାମ୍ ଟିପି ଓଡିଆରେ ଲେଖିବା ଆରମ୍ଭ କରନ୍ତୁ କିମ୍ବା ଓଡିଆ କି-ବୋର୍ଡ୍ ( ପୃଷ୍ଠାର ଶୀର୍ଷ-ଦକ୍ଷିଣ ପାର୍ଶ୍ବରେ ) ନିର୍ଦ୍ଧାରଣ କରି ଲେଖନ୍ତୁ୤ ଓଡିଆ ଲେଖିବା ପାଇଁ କୌଣସି ବିଶେଷ softwareର ଆବଶ୍ୟକତା ନାହିଁ୤




ବି.ଦ୍ର: ବ୍ୟକ୍ତିଗତ ଗୋପନୀୟତା ଦୃଷ୍ଟିରୁ, ନିଜର ଇ-ମେଲ୍ କିମ୍ବା ଫୋନ୍ ନଂ ଏହି ମତାମତ ବିଭାଗରେ ପ୍ରକାଶ ନ କରିବା ପାଇଁ ଅନୁରୋଧ୤
 
 
 

♦ ନିକଟରେ ପ୍ରକାଶିତ

♦ ପାଠକୀୟ ମତାମତ

  • ସ୍ଵଭାଵ କବି ଗଙ୍ଗାଧର ମେହେରଙ୍କ କ୍ଷମା ଓ ଖଦ୍ୱେତର ଖେଦ କବିତାଗୁଡିକୁ ସ୍ଥାନିତ କରନ୍ତୁ। ଏହି କବିତା ଦ୍ବୟ ବହୁତ ସୁନ୍ଦର।
    ( ରାଜେଶ କୁମାର ସାହୁ )
  • Maguni ra Sagada and all writings of my respected Godabarish Mohapatra are always heart touching. As a habit, while browsing…
    ( Dilip Kumar Misra )
  • I am now nearing 80 years. I have seen Sri Godabarish Mohapatra in my childhood. He was know to my…
    ( Dilip Kumar Misra )