ନବ ପ୍ରତିଭା

ଲୁଡୁ ଖେଳ
|- ବିଭୁ ସାମନ୍ତ
କାନ୍ଦୁଛି ପତିତ ସିଂହ ଦୁଆରେ
|- ଚନ୍ଦ୍ରଶେଖର ମିଶ୍ର, ପାତ୍ତପାଟ୍ଟନମ୍‌, ଶ୍ରୀକାକୁଲମ୍‌(ଆନ୍ଧ୍ରପ୍ରଦେଶ)
ପୁଅ ଆମେ ଓଡ଼ିଶାର
|- ଶକ୍ତି ସିଆ,ଗଞ୍ଜାମ

ସାମ୍ପ୍ରତିକ ‘ପୁସ୍ତକ ପ୍ରକାଶନ’ ସୁବିଧା ଓ ପ୍ରତିଯୋଗିତାପୂର୍ଣ୍ଣ ହୋଇଥିବାରୁ ଉତ୍କୃଷ୍ଟ ସାହିତ୍ୟ ବଦଳରେ ନିମ୍ନରୁଚିର ସାହିତ୍ୟ ଉପଲବ୍ଧ ହେଉଛି କି ?

ମତଦାନ ଫଳାଫଳ

ଲେଖକ ଓ ଲେଖିକା

କମଳା ଶତପଥି
ଦୀପକ ମିଶ୍ର
ସୁରେନ୍ଦ୍ର ମହାନ୍ତି
ସୀତାକାନ୍ତ ମହାପାତ୍ର
ପଣ୍ଡିତ ଅନ୍ତର୍ଯ୍ୟାମୀ ମିଶ୍ର
ମୃଣାଳ

ସ୍ବାର୍ଥର ବନିତା ଅଟେ ତୋଷାମୋଦ
ଭୟ, ମିଥ୍ୟା ତାଙ୍କ ପୁତ୍ର,
ରାଜ୍ୟରେ ବିପ୍ଳବ ନିଶ୍ଚୟ ଘଟିବ
ଏମାନେ ହେଲେ ଏକତ୍ର


-ଉତ୍କଳଗୌରବ ମଧୁସୂଦନ ଦାସ

 
 
ତା: ମେ ୧୪, ୨୦୧୧  
ମୂଳ ପୃଷ୍ଠାସାହିତ୍ୟ ଜଗତ ଖବର
 

ରାଉରକେଲା: ନିକଟରେ ସୁନ୍ଦରଗଡ଼ ଜିଲ୍ଲାର ବରିଷ୍ଠ ଗାଳ୍ପିକ ଗିରି ଦଣ୍ଡସେନା ଓଡ଼ିଶା ସାହିତ୍ୟ ଏକାଡେମୀର ଉପସଭାପତି ଭାବେ ନିଯୁକ୍ତି ପାଇଛନ୍ତି୤ ପୂର୍ବରୁ ସୁନ୍ଦରଗଡ଼ ଜିଲ୍ଲା ନିମନ୍ତେ ଓଡ଼ିଶା ସାହିତ୍ୟ ଏକାଡେମୀର ସଦସ୍ୟ ଭାବେ କାର୍ଯ୍ୟ କରିଥିବା ଶ୍ରୀ ଦଣ୍ଡସେନା ଅନେକ ତରୁଣ ପିଢୀର ଲେଖକମାନଙ୍କୁ ପ୍ରେରଣା ଦେବାରେ ପ୍ରମୁଖ ଭୂମିକା ଗ୍ରହଣ କରିଆସିଛନ୍ତି୤ ତାଙ୍କ ଲେଖାଗୁଡ଼ିକରେ ପ୍ରେମ, ମାଟିର ବାସନା ଏବଂ ଦଳିତ ସମାଜର ନିଚ୍ଛକ ପ୍ରତିଛବି ଦେଖିବାକୁ ମିଳିଥାଏ୤ ସୂଚନାଯୋଗ୍ୟ ଯେ, ଶ୍ରୀ ଦଣ୍ଡସେନାଙ୍କ ପୂର୍ବରୁ ଜିଲ୍ଲାର ମାଟିର କବି ଭାବେ ପରିଚିତ ବିନୋଦ ନାୟକ ୧୯୮୮ରୁ ୧୯୯୪ ପର୍ଯ୍ୟନ୍ତ ଜିଲ୍ଲାର ପ୍ରଥମ ସାହିତ୍ୟିକ ଭାବେ ଓଡ଼ିଶା ସାହିତ୍ୟ ଏକାଡେମୀର ଉପସଭାପତି ଭାବେ ଦାୟିତ୍ବ ତୁଲାଇଥିଲେ୤

ତୁଣ୍ଡ ବାଇଦ :
  ଲେଖା ପଠାନ୍ତୁ - ନିୟମାବଳୀ →
 

ମତାମତ ସଂଖ୍ୟା - ୨ ଆପଣଙ୍କ ମତାମତ ?

  • ୧. pratap k rath |  ମେ ୨୦, ୨୦୧୧ - ୯:୨୩ ପୂର୍ବାହ୍ନ

    I do not understand the question on the left “odia bhashaku shastriya manyata milibare antaraya kie?” I think we are talking about Odishi as a song form, something comparable to hindusthani or karnataki vocal classical. Is that what is being meant?

  • ୨. Odia Sahitya |  ମେ ୨୧, ୨୦୧୧ - ୪:୫୭ ପୂର୍ବାହ୍ନ

    It is about giving “Classical Language” status to Odia Language on the basis of the plan which Govt. of India considering to award the same to few languages of India. So why Odia Language won’t be ?

ଆପଣଙ୍କ ମତାମତ ?
କମ୍ପ୍ୟୁଟର୍ keyboardର F12 ବୋତାମ୍ ଟିପି ଓଡିଆରେ ଲେଖିବା ଆରମ୍ଭ କରନ୍ତୁ କିମ୍ବା ଓଡିଆ କି-ବୋର୍ଡ୍ ( ପୃଷ୍ଠାର ଶୀର୍ଷ-ଦକ୍ଷିଣ ପାର୍ଶ୍ବରେ ) ନିର୍ଦ୍ଧାରଣ କରି ଲେଖନ୍ତୁ୤ ଓଡିଆ ଲେଖିବା ପାଇଁ କୌଣସି ବିଶେଷ softwareର ଆବଶ୍ୟକତା ନାହିଁ୤




ବି.ଦ୍ର: ବ୍ୟକ୍ତିଗତ ଗୋପନୀୟତା ଦୃଷ୍ଟିରୁ, ନିଜର ଇ-ମେଲ୍ କିମ୍ବା ଫୋନ୍ ନଂ ଏହି ମତାମତ ବିଭାଗରେ ପ୍ରକାଶ ନ କରିବା ପାଇଁ ଅନୁରୋଧ୤