ଯୋଗାଯୋଗ
/  ଅନ୍‌ଲାଇନ୍ ଓଡ଼ିଆ
/  
/  

Loading...

୰ ଦୟାନିଧି ମିଶ୍ର

ଓଡ଼ିଆ କଥା ସାହିତ୍ୟରେ ଦୟାନିଧି ମିଶ୍ର(୧୮୯୧-୧୯୫୫) ଜଣେ ନିଆରା ଲେଖକ ଭାବେ ଏକ ସ୍ବତନ୍ତ୍ର ସ୍ଥାନ ଅଧିକାର କରିଥିଲେ। ସେ ଜଣେ ଶିକ୍ଷକ, ଆଇନଜୀବୀ ଓ ରାଜନେତା ଭାବେ ସ୍ବାଧୀନତା ପୂର୍ବବର୍ତ୍ତୀ ଓଡ଼ିଶାରେ ନିଜର କର୍ମମୟ ଜୀବନ ଅତିବାହିତ କରିଥିଲେ।

ଏକତ୍ର ବିରତ୍ବ ଓ ପ୍ରଣୟର ଉପସ୍ଥାପନା କୌଶଳ, ବିଷୟବସ୍ତୁଗୁଡ଼ିକର ବିଭାଗୀକରଣ, ଆରମ୍ଭର ବୈଚିତ୍ର୍ୟ, ବିଷୟ ଗ୍ରନ୍ଥିର କ୍ରମ ଉନ୍ମୋଚନ, ବିଭିନ୍ନ ପରିସ୍ଥିତିରେ ଆବେଗ ଓ ଉତ୍ତେଜନାର ସମାବେଶ ହେଉଛି ଦୟାନିଧିଙ୍କ ଲେଖାର ବିଶେଷତ୍ୱ। ତାଙ୍କ ରଚିତ ଏବଂ ପ୍ରକାଶିତ ଗ୍ରନ୍ଥ ମଧ୍ୟରେ ‘କଥାକଦମ୍ବ’, ‘ସଂଯୁକ୍ତା’, ‘ରୋହିଣୀ’, ‘ସୁଭଦ୍ରା’ ଓ ‘ବିରହବଂଶୀ’ ଆଦି ଅନ୍ୟତମ।

ଆକର୍ଷଣ

(ସତ୍ୟ ଘଟଣା ମୂଳକ ଗଳ୍ପ) ଏକ ଆଜି ପିଲାକାଳ କଥା ମନେ ପଡ଼ିଲେ କେତେବେଳେ ସୁଖ ହୁଏ କେତେବେଳେ ବା ଦୁଃଖ ହୁଏ। ଯେତେବେଳେ କାମଦାମ କିଛି...

ରୂପର ମୂଲ୍ୟ

‘ତଦ୍‌ଗଚ୍ଛ ସିଦ୍ଧୌ କୁରୁ ଦେବକାର୍ଯ୍ୟମ୍‌।’ (କୁମାରସମ୍ଭବମ୍‌) ସମ୍ବଲପୁରର ପଶ୍ଚିମ ଦିଗରେ ସହରରୁ ପ୍ରାୟ ଏକମାଇଲ ଦୂରରେ ମଦଲିଆ ମୁହାଣ। ଏଠାରେ ଗୋଟିଏ ପ୍ରାଚୀନ ମନ୍ଦିର ଅଛି। କଳନାଦିନୀ...

ads
ବ୍ୟଙ୍ଗ ରଚନା
ବିଦେଶରେ ସାହିତ୍ୟ
ଓଡ଼ିଶାର ମହାମନିଷୀ
ଆମ ଠିକଣା

ଓଡ଼ିଆସାହିତ୍ୟ
ଘର ନଂ.- S3H1-2, ଆର୍-ଡି-ଏ କଲୋନୀ
କଳିଙ୍ଗ ବିହାର, ଛେଣ୍ଡ୍
ରାଉରକେଲା-୭୬୯୦୧୫
ଟେଲିଫୋନ୍ ନଂ : ୮୭୬୩୨-୫୪୫୫୭
(ସୋମ - ଶନିବାର : ଦି ୧୦ ରୁ ସଂ ୬:୩୦)

ଲେଖା ପଠାନ୍ତୁ  
ଶୀର୍ଷପୃଷ୍ଠା TOP