ନବ ପ୍ରତିଭା

ତୁମେ ଚାଲିଗଲା ପରେ
|- ଉମେଶ ପାତ୍ର,ରାଉରକେଲା
ନିଃସଙ୍ଗ-ବନର କବିତା
|- ବିପିନ ବିହାରୀ ସାହୁ, ବଲାଙ୍ଗୀର
ସ୍ମୃତି
|- ସନ୍ତୋଷ ଜଗତ

ସ୍ବାର୍ଥର ବନିତା ଅଟେ ତୋଷାମୋଦ
ଭୟ, ମିଥ୍ୟା ତାଙ୍କ ପୁତ୍ର,
ରାଜ୍ୟରେ ବିପ୍ଳବ ନିଶ୍ଚୟ ଘଟିବ
ଏମାନେ ହେଲେ ଏକତ୍ର


-ଉତ୍କଳଗୌରବ ମଧୁସୂଦନ ଦାସ

ଯଦୁମଣି ମହାପାତ୍ରଙ୍କ ଲେଖା

 ୧ଚାକୁଣ୍ଡା ବୁଣିଲେ ଉଠଇ ନାହିଁ

ରାଜା ବିନାୟକ ଯଦୁମଣିଙ୍କୁ ଜମି ଖଣ୍ଡିଏ ନିଷ୍କରରେ ଦେବାକୁ ରାଜ କଚେରିର ବେବର୍ତ୍ତା ପଟ୍ଟନାୟକଙ୍କୁ ଆଦେଶ ଦେଲେ। ଦିନ ପରେ ଦିନ ଅତିବାହିତ ହେଲା। ଯଦୁମଣି ଜମି ପାଇବା ଲାଳସାରେ ବେବର୍ତ୍ତାଙ୍କୁ ପାଞ୍ଚ ଦଶଥର ଜଣାଇଲେ। ଏପରି ଭାବରେ ବର୍ଷଟିଏ ଚାଲିଗଲା। ଶେଷକୁ ସେ ରାଜାଙ୍କୁ ଜଣେଇବେ ବୋଲି କହିବାରୁ ବେବର୍ତ୍ତା ଅତି ନିକୃଷ୍ଟ ଢ଼ିପ ଜମି ଖଣ୍ଡିଏ ଲେଖିଦେଲେ।

( ମତାମତ - 1ଟା )

 ୨ଜାଣୁ ଜାଣୁ ଖଣାରେ ମୁଁ ପଡ଼ିଲିରେ

ଜାଣୁ ଜାଣୁ ଖଣାରେ ମୁଁ ପଡ଼ିଲି ରେ
ଜଣାଶୁଣା ସରଣୀ ଛାଡ଼ିଲି ରେ୤

( ମତାମତ - 1ଟା )

 
 
 

♦ ପାଠକୀୟ ମତାମତ