ଯୋଗାଯୋଗ
/  ଅନ୍‌ଲାଇନ୍ ଓଡ଼ିଆ
/  
/  

Loading...

କବିସୂର୍ଯ୍ୟ ବଳଦେବ ରଥ

ଓଡ଼ିଆ ସାହିତ୍ୟରେ ଏକ ଉଜ୍ଜ୍ବଳ ନକ୍ଷତ୍ର ଭାବେ ପରିଗଣିତ କବିସୂର୍ଯ୍ୟ ବଳଦେବ ରଥ(୧୭୮୯-୧୮୪୫)ଙ୍କ ପ୍ରତ୍ୟେକଟି ରଚନା ବେଶ୍ ସାବଲୀଳ ଏବଂ ଶାଣୀତ। କବିଙ୍କ ରଚିତ ଅନେକ ଚମ୍ପୁ, ଛାନ୍ଦ, ଚୌପଦୀ, ଚିଟାଉ ଆଦି ପାଠକଙ୍କ ନିକଟରେ ବେଶ୍ ଲୋକପ୍ରିୟ।

କବିଙ୍କ ରଚିତ ବିଭିନ୍ନ ରଚନାବଳୀର ଲୋକପ୍ରିୟତା ଏବଂ ତାଙ୍କର ଜ୍ଞାନକୁ ଦୃଷ୍ଟିରେ ରଖି ତତ୍କାଳୀନ ଠାକୁର ରାଜା ଗଜପତି ମହାରାଜ ତାଙ୍କୁ କବିସୂର୍ଯ୍ୟ ଉପାଧିରେ ଭୁଷିତ କରିଥିଲେ। କବିଙ୍କ ରଚିତ ‘ରତ୍ନାକର ଚମ୍ପୁ’, ‘କିଶୋର ଚନ୍ଦ୍ରାନନ ଚମ୍ପୁ’, ‘କବିତା କଲ୍ଲୋଳିନୀ’, ‘ସଙ୍ଗୀତ କଳ୍ପଲତା’ ଆଦି ପୁସ୍ତକ ଅନ୍ୟତମ।

ଜଗତେ କେବଳ

(ରାଗ-ଆଷାଢ଼ ଶୁକ୍ଳ) ଜଗତେ କେବଳ, ଜନେ ହସିବେ ଏହି ତହୁଁ ଫଳ। କଟିଳ କରି ସ୍କନ୍ଧ ରୋମରାଜି, ଶିଖରୀ ଦରୀରେ ମରୁ ଗରଜି କୁଟିଳ କରି ଭ୍ରୁକୁଟିକୁ...

ଆଜ ଏକି ଗୁମାନରେ

(ରାଗ-ମରୁଆ, ଆଠତାଳି) ଆଜ ଏ କି ଗୁମାନରେ (ଚନ୍ଦ୍ରାନନା) ଦେଖି ନାହିଁ ସ୍ବପନରେ ॥ପଦ॥ ସୁନ୍ଦର ରଦବାସ, ମନ୍ଦାର ଦଳେ ହାସ- କୁନ୍ଦକୁ ପରକାଶ, କୁନ୍ଦନାଙ୍ଗୀ ମୋ...

ads
ବ୍ୟଙ୍ଗ ରଚନା
ବିଦେଶରେ ସାହିତ୍ୟ
ଓଡ଼ିଶାର ମହାମନିଷୀ
ଆମ ଠିକଣା

ଓଡ଼ିଆସାହିତ୍ୟ
ଘର ନଂ.- S3H1-2, ଆର୍-ଡି-ଏ କଲୋନୀ
କଳିଙ୍ଗ ବିହାର, ଛେଣ୍ଡ୍
ରାଉରକେଲା-୭୬୯୦୧୫
ଟେଲିଫୋନ୍ ନଂ : ୮୭୬୩୨-୫୪୫୫୭
(ସୋମ - ଶନିବାର : ଦି ୧୦ ରୁ ସଂ ୬:୩୦)

ଲେଖା ପଠାନ୍ତୁ  
ଶୀର୍ଷପୃଷ୍ଠା TOP