ଯୋଗାଯୋଗ
/  ଅନ୍‌ଲାଇନ୍ ଓଡ଼ିଆ
/  
/  

Loading...

୰ କାହ୍ନୁଚରଣ ମହାନ୍ତି

କାହ୍ନୁଚରଣ ମହାନ୍ତିଙ୍କୁ(୧୯୦୬-୧୯୯୪) ଓଡ଼ିଆ ଉପନ୍ୟାସ ସାହିତ୍ୟର ଜନକ ବୋଲି ବିଚାର କରାଯାଏ। ସ୍ବାଧୀନତା ପୂର୍ବବର୍ତ୍ତୀ ସମୟରୁ ସେ ଉପନ୍ୟାସ ଓ କ୍ଷୁଦ୍ରଗଳ୍ପ ଲେଖା ଆରମ୍ଭ କରି ୮୦ ଦଶକର ଶେଷ ପର୍ଯ୍ୟନ୍ତ ଲେଖନୀ ଚାଳନା ଜାରି ରଖିଥିଲେ। ତାଙ୍କର ଅନେକ ଲେଖା ମୁଖ୍ୟତଃ ସେତେବେଳର ଉପକୂଳ ଓଡ଼ିଶାର ମଧ୍ୟବିତ୍ତ ପରିବାରର ସାମାଜିକ ଜୀବନ ଉପରେ ଆଧାରିତ। ବୋଧହୁଏ ସେ ହେଉଛନ୍ତି ଏକମାତ୍ର ସାହିତ୍ୟିକ ଯାହାଙ୍କ ଲେଖାଗୁଡ଼ିକୁ ନେଇ ସର୍ବାଧିକ ଓଡ଼ିଆ ଚଳଚ୍ଚିତ୍ର ନିର୍ମାଣ କରାଯାଇଛି। ସେ ତାଙ୍କ ସମୟର ଜଣେ ପରିଚିତ ଏବଂ ଲୋକପ୍ରିୟ ସାହିତ୍ୟିକ ଭାବେ ପରିଗଣିତ ହୋଇଥିଲେ।

୧୯୫୮ ମସିହାରେ କେନ୍ଦ୍ର ସାହିତ୍ୟ ଏକାଡ଼େମୀ ପୁରସ୍କାର ସହିତ ସାହିତ୍ୟ ଏକାଡ଼େମୀର ସମ୍ମାନଜନକ ଅଧି ସଦସ୍ୟ(ଫେଲୋ)ଭାବେ ମଧ୍ୟ କାର୍ଯ୍ୟ କରିଥିଲେ। ଓଡ଼ିଆ ସାହିତ୍ୟର ଜଣେ କାଳଜୟୀ ସ୍ରଷ୍ଟା ଭାବେ କାହ୍ନୁଚରଣ ନିଜ ପାଇଁ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଯାଇଛନ୍ତି। ତାଙ୍କ ରଚିତ ପୁସ୍ତକଗୁଡ଼ିକ ମଧ୍ୟରେ ‘କା’ ‘ହା ଅନ୍ନ’, ‘ଝଞ୍ଜା’, ‘ଛୁଟିଲେ ଘଟ’, ‘ଓଲଟପାଲଟ’ ଆଦି ଅନ୍ୟତମ।

କ୍ଷଣିକା

ସୂର୍ଯ୍ୟ ଉଠି ନଥା’ନ୍ତି। ପୂର୍ବ ଦିଗ ଉଜ୍ଜ୍ବଳ ଦିଶିଲାଣି। ଖରାଦିନ। ମଟର ବସ୍‌ କଟକ ଷ୍ଟେସନ୍‌ ଛାଡ଼ିଲା। ଛୁଟିଲା ପୂର୍ବମୁହାଁ ହୋଇ ଜୟପୁର ରାହାମା। ମୋର ସେଇଆଡ଼େ...

ads
ବ୍ୟଙ୍ଗ ରଚନା
ବିଦେଶରେ ସାହିତ୍ୟ
ଓଡ଼ିଶାର ମହାମନିଷୀ
ଆମ ଠିକଣା

ଓଡ଼ିଆସାହିତ୍ୟ
ଘର ନଂ.- S3H1-2, ଆର୍-ଡି-ଏ କଲୋନୀ
କଳିଙ୍ଗ ବିହାର, ଛେଣ୍ଡ୍
ରାଉରକେଲା-୭୬୯୦୧୫
ଟେଲିଫୋନ୍ ନଂ : ୮୭୬୩୨-୫୪୫୫୭
(ସୋମ - ଶନିବାର : ଦି ୧୦ ରୁ ସଂ ୬:୩୦)

ଲେଖା ପଠାନ୍ତୁ  
ଶୀର୍ଷପୃଷ୍ଠା TOP