ଯୋଗାଯୋଗ
/  ଅନ୍‌ଲାଇନ୍ ଓଡ଼ିଆ
/  
/  

Loading...

କିଶୋରୀ ଚରଣ ଦାସ

ଜଣେ ବରିଷ୍ଠ ପ୍ରଶାସନିକ ଅଧିକାରୀ ସହିତ ଜଣେ ବଳିଷ୍ଠ ସାହିତ୍ୟିକ ଭାବେ କିଶୋରୀ ଚରଣ ଦାଶ(୧୯୨୪-୨୦୦୪)ଙ୍କ ଲେଖାଗୁଡ଼ିକ ଅଜସ୍ର ପାଠକୀୟ ସ୍ବୀକୃତି ଲାଭ କରିଛି। ଉଭୟ ଓଡ଼ିଆ ଏବଂ ଇଂରାଜୀ ଭାଷାରେ ଶ୍ରୀ ଦାଶ ଲେଖନୀ ଚାଳନା କରିବା ସହିତ ଜଣେ ଅନୁବାଦକ ଭାବେ ମଧ୍ୟ ପ୍ରତିଷ୍ଠା ଲାଭ କରିଥିଲେ। ସରଳ ଓ ସାବଲୀଳ ଭାଷା ବ୍ୟବହାର କରୁଥିବା ଶ୍ରୀ ଦାଶଙ୍କର ସମସ୍ତ ଲେଖାରେ ସାଧାରଣ ଲୋକଙ୍କର ଜୀବନଶୈଳୀ ସହିତ ଦୈନନ୍ଦିନ ଜୀବନର ଅନୁଭୂତି ଓ ରୋମାଞ୍ଚ ଭରି ରହିଛି।

ଓଡ଼ିଶା ସାହିତ୍ୟ ଏକାଡ଼େମୀ ପୁରସ୍କାର ସହିତ ଅନେକ ସମ୍ମାନ ଓ ପୁରସ୍କାରରେ ସେ ସମ୍ମାନିତ ହୋଇଥିଲେ। ତାଙ୍କର ଉଲ୍ଲେଖନୀୟ କୃତି ମଧ୍ୟରେ ‘ଠାକୁର ଘର’ ଓ ‘ଖେଳରନାମ ରଙ୍ଗ’ ଆଦି କ୍ଷୁଦ୍ରଗଳ୍ପ ସଙ୍କଳନ, ‘ମନ କାମନା’ କବିତା ସଙ୍କଳନ, ‘ଲେଖକର ସଂସାର’-ପ୍ରବନ୍ଧ ସଙ୍କଳନ ଏବଂ ‘ସାତୋଟି ଦିନର ସତୀ’ – ଉପନ୍ୟାସ ଆଦି ଅନ୍ୟତମ।

ପରଦା ତଳେ

ରୂପେଲି ପରଦାରେ ଫୁଟି ଉଠିଲା କେତେ ରକମର ଛବି-କେତେ ହସକାନ୍ଦର ଅସରନ୍ତି କଥା। ଭିକାରୁଣୀ ରୂପରେ କେତେ ରୂପସୀ ‘ତାରକା’ଙ୍କ ରକ୍ତିମ ଅଧରରେ ଖେଳିଗଲା ମନ ଭୁଲାଣିଆ...

ଲକ୍ଷ ବିହଙ୍ଗ

ତାଙ୍କ ଶାଢ଼ୀରେ ଲକ୍ଷ ବିହଙ୍ଗର ଶୋଭା। ବିହଙ୍ଗମାନେ ଉନ୍ନୁଖ ଓ ସୁନ୍ଦର। ମିସେସ୍‌ ପୁରୀ ସମୃଦ୍ଧା ଓ ସୁନ୍ଦରୀ। ସୁନ୍ଦରୀ ବୋଲି ଧରିନେବାକୁ ହେଉଛି, କାରଣ ସୌନ୍ଦର୍ଯ୍ୟ...

ପାକ୍ଷିକ ସାହିତ୍ୟ ଇ-ପତ୍ର
ads
ସର୍ବାଧିକ ଦୃଷ୍ଟି ଆକର୍ଷଣ
ବିଦେଶରେ ସାହିତ୍ୟ
ଓଡ଼ିଶାର ମହାମନିଷୀ
ଆମ ଠିକଣା

ଓଡ଼ିଆସାହିତ୍ୟ
ଘର ନଂ.- S3H1-2, ଆର୍-ଡି-ଏ କଲୋନୀ
କଳିଙ୍ଗ ବିହାର, ଛେଣ୍ଡ୍
ରାଉରକେଲା-୭୬୯୦୧୫
ଟେଲିଫୋନ୍ ନଂ : ୮୭୬୩୨-୫୪୫୫୭

ଲେଖା ପଠାନ୍ତୁ  
ଶୀର୍ଷପୃଷ୍ଠା TOP