ଯୋଗାଯୋଗ
/  ଅନ୍‌ଲାଇନ୍ ଓଡ଼ିଆ
/  
/  

Loading...

ଲକ୍ଷ୍ମୀକାନ୍ତ ମହାପାତ୍ର

ଓଡ଼ିଆ ସାହିତ୍ୟର ଜଣେ ଲବ୍ଧପ୍ରତିଷ୍ଠିତ ସାହିତ୍ୟିକ ଏବଂ ସ୍ବାଧୀନତା ସଂଗ୍ରାମୀ ଭାବେ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର(୧୮୮୮-୧୯୫୩) ଏକ ପରିଚିତ ନାମ। ଏକାଧାରରେ ଜଣେ ଶିଶୁ ସାହିତ୍ୟିକ, କବି ଓ ଲେଖକ ଭାବେ ତାଙ୍କ ରଚନାଗୁଡିକ ପାଠକମାନଙ୍କ ନିକଟରେ ଆଜି ମଧ୍ୟ ଆଦୃତ।

ବିଶେଷକରି ତାଙ୍କ ଦ୍ବାରା ରଚିତ ‘କଣାମାମୁଁ’ ଉପନ୍ୟାସ ଓ ‘ଜୀବନ ସଙ୍ଗୀତ’ କବିତା ସଙ୍କଳନ ଆଦି ଗୋଟିଏ ଗୋଟିଏ ସଫଳ ସୃଷ୍ଟି। ସେ ଆରମ୍ଭ କରିଥିବା ‘ଡଗର’ ପତ୍ରିକା ଓଡିଆ ପତ୍ରିକା ଜଗତରେ ଏକ ନୁତନ ଉନ୍ମାଦନ ଆଣିବାରେ ସହାୟକ ହୋଇଥିଲା। ସେ ଲେଖିଥିବା ‘ବନ୍ଦେ ଉତ୍କଳ ଜନନୀ’ କବିତା ଆମ ଓଡ଼ିଶାର ଜାତୀୟ ସଙ୍ଗୀତ ଭାବେ ଗ୍ରହଣ କରାଯାଇଛି। ତାଙ୍କ ଦ୍ବାରା ରଚିତ ଅନେକ ଗଳ୍ପ, ନାଟକ, ଗୀତ ଆଦି ମଧ୍ୟରୁ ‘ବୁଢା ଶଙ୍ଖାରି’ ଏକ ଅନନ୍ୟ ଗଳ୍ପ ଭାବେ ପରିଚିତ।

ବୁଢ଼ାଶଙ୍ଖାରି

ପ୍ରାୟ ଫଗୁଣ ମାସ ଶେଷ ସରିକି, ଉଦୁଉଦିଆ ଖରାବେଳେ ବୁଢ଼ାଟିଏ ଗୋଟିଏ ଗାଁ ମଝିରେ ଯାଉଥିଲା। ଷାଠିଏ ବରଷର ବୁଢ଼ା, ଦାନ୍ତଗୁଡ଼ାକ ସବୁ ପଡ଼ିଗଲାଣି, ମୁଣ୍ଡବାଳ ତେଣିକି...

ବନ୍ଦେ ଉତ୍କଳ ଜନନୀ

ବନ୍ଦେ ଉତ୍କଳ ଜନନୀ ଚାରୁ ହାସମୟୀ ଚାରୁ ଭାଷମୟୀ, ଜନନୀ, ଜନନୀ, ଜନନୀ ବନ୍ଦେ ଉତ୍କଳ ଜନନୀ। ପୂତ-ପୟୋଧି-ବିଧୌତ-ଶରୀରା, ତାଳତମାଳ-ସୁଶୋଭିତ-ତୀରା, ଶୁଭ୍ରତଟିନୀକୂଳ-ଶୀକର-ସମୀରା, ଜନନୀ, ଜନନୀ, ଜନନୀ, ବନ୍ଦେ...

ads
ବ୍ୟଙ୍ଗ ରଚନା
ବିଦେଶରେ ସାହିତ୍ୟ
ଓଡ଼ିଶାର ମହାମନିଷୀ
ଆମ ଠିକଣା

ଓଡ଼ିଆସାହିତ୍ୟ
ଘର ନଂ.- S3H1-2, ଆର୍-ଡି-ଏ କଲୋନୀ
କଳିଙ୍ଗ ବିହାର, ଛେଣ୍ଡ୍
ରାଉରକେଲା-୭୬୯୦୧୫
ଟେଲିଫୋନ୍ ନଂ : ୮୭୬୩୨-୫୪୫୫୭
(ସୋମ - ଶନିବାର : ଦି ୧୦ ରୁ ସଂ ୬:୩୦)

ଲେଖା ପଠାନ୍ତୁ  
ଶୀର୍ଷପୃଷ୍ଠା TOP