ଯୋଗାଯୋଗ
/  ଅନ୍‌ଲାଇନ୍ ଓଡ଼ିଆ
/  
/  

Loading...

ମଧୁସୂଦନ ଦାସ

ଏକାଧାରରେ ଜଣେ ସ୍ବାଧୀନତା ସଂଗ୍ରାମୀ, ସାହିତ୍ୟିକ, ସମାଜ ସୁଧାରକ ଓ ବାରିଷ୍ଟର ଭାବେ ଉତ୍କଳ ଗୌରବ ମଧୁସୂଦନ ଦାସ ବା ମଧୁବାବୁ ଓଡ଼ିଆମାନଙ୍କ ନିକଟରେ ଏକ ପରିଚିତ ନାମ। ଓଡ଼ିଆ ଭାଷାକୁ ଏକ ସ୍ବତନ୍ତ୍ର ଭାଷା ରୁପେ ମାନ୍ୟତା ସହିତ ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ଦିଗରେ ମଧୁବାବୁଙ୍କ ଭୁମିକା ଗୁରୁତ୍ବପୂର୍ଣ୍ଣ ଥିଲା। ଓଡ଼ିଆ ଏବଂ ଇଂରାଜୀ ଭାଷାର ଜଣେ ଅସାଧାରଣ ବାଗ୍ମୀ ଭାବେ ମଧୁବାବୁ ତାଙ୍କ ସମୟର ଓଡ଼ିଆମାନଙ୍କ ନିକଟରେ ବେଶ୍‌ ଲୋକପ୍ରିୟ ଥିଲେ। ତାଙ୍କ ଲିଖିତ ‘ଉତ୍କଳ ସନ୍ତାନ’, ‘ଜାତି ଇତିହାସ’ ଆଦି ସେତେବେଳର ଓଡ଼ିଆ ଜନମାନସକୁ ବଳିଷ୍ଠ ଭାବେ ପ୍ରଭାବିତ କରିଥିଲା। ବାରିଷ୍ଟର ଭାବେ ଉତ୍କଳ ଗୌରବ ମଧୁସୂଦନ ଦାସ ବା ମଧୁବାବୁ ଓଡ଼ିଆମାନଙ୍କ ନିକଟରେ ଏକ ପରିଚିତ ନାମ।

ଉତ୍କଳ ସନ୍ତାନ

ତୁ ପରା ବୋଲାଉ ଉତ୍କଳ ସନ୍ତାନ ତେବେ କିମ୍ପା ଏତେ ଭୀରୁ? ତୋହର ଜନନୀ ରୋଦନ କରିଲେ କହିବାକୁ କିମ୍ପା ଡରୁ । ୧। ତୋ ପୂର୍ବପୁରୁଷେ...

ସନ୍ତାନର ଉକ୍ତି

ମାଆ ମାଆ ବୋଲି କେତେ ମୁଁ ଖୋଜିଲି ମାଆକୁ ପାଇଲି ନାହିଁ, ଭାଇ ଭାଇ ବୋଲି କେତେ ମୁଁ ଡାକିଲି ନଦେଲେ ଉତ୍ତର କେହି। ଖୋଜିଲି ଅରଣ୍ୟେ...

ପାକ୍ଷିକ ସାହିତ୍ୟ ଇ-ପତ୍ର
ads
ସର୍ବାଧିକ ଦୃଷ୍ଟି ଆକର୍ଷଣ
ବିଦେଶରେ ସାହିତ୍ୟ
ଓଡ଼ିଶାର ମହାମନିଷୀ
ଆମ ଠିକଣା

ଓଡ଼ିଆସାହିତ୍ୟ
ଘର ନଂ.- S3H1-2, ଆର୍-ଡି-ଏ କଲୋନୀ
କଳିଙ୍ଗ ବିହାର, ଛେଣ୍ଡ୍
ରାଉରକେଲା-୭୬୯୦୧୫
ଟେଲିଫୋନ୍ ନଂ : ୮୭୬୩୨-୫୪୫୫୭

ଲେଖା ପଠାନ୍ତୁ  
ଶୀର୍ଷପୃଷ୍ଠା TOP