ଯୋଗାଯୋଗ
/  ଅନ୍‌ଲାଇନ୍ ଓଡ଼ିଆ
/  
/  

Loading...

ମହାପାତ୍ର ନୀଳମଣି ସାହୁ

ମହାପାତ୍ର ନୀଳମଣି ସାହୁ (୧୯୨୬-୨୦୧୬) ଓଡ଼ିଆ ସାହିତ୍ୟ କ୍ଷେତ୍ରରେ ଜଣେ ପ୍ରବୀଣ ସାରସ୍ବତ ସାଧକ। ସେ ଗଳ୍ପ, ଉପନ୍ୟାସ, କବିତା, ପ୍ରବନ୍ଧ, ରମ୍ୟରଚନା, ଫିଚର, ଶିଶୁ ସାହିତ୍ୟ, ଅନୁବାଦ ଆଦି ସବୁ ବିଭାଗରେ ନିଜର ସିଦ୍ଧହସ୍ତତା ପ୍ରମାଣିତ କରିଛନ୍ତି। ତାଙ୍କର ଅମର କୃତି ପାଇଁ ସେ ଓଡ଼ିଶା ସାହିତ୍ୟ ଏକାଡେମୀ ଓ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର, ସାରଳା ପରୁସ୍କାର ଓ ଭାରତୀୟ ଭାଷା ପରିଷଦ ପକ୍ଷରୁ କୋଣାର୍କ ପୁରସ୍କାର ସମେତ ବହୁ ପୁରସ୍କାର ଓ ସମ୍ମାନ ଦ୍ୱାରା ସମ୍ବର୍ଦ୍ଧିତ ହୋଇଛିନ୍ତି। ବିଂଶ ଶତାବ୍ଦୀର ପ୍ରଥମାର୍ଦ୍ଧ ଯେଉଁ କେତେଜଣ ପ୍ରତିଭାଶାଳୀ କଥାଶିଳ୍ପୀ ଆମ କଥା ସାହିତ୍ୟକୁ ରୁଦ୍ଧିମନ୍ତ କରିଛନ୍ତି, ସେମାନଙ୍କ ମଧ୍ୟରେ ମହାପାତ୍ର ନୀଳମଣି ସାହୁ ଅନ୍ୟତମ।

କଳାଧନର ବିଷଚକ୍ର

ଏକଥା ସତ ଯେ, ପୂର୍ବକାଳ ଅପେକ୍ଷା ବର୍ତ୍ତମାନ ଧନ ଉପାର୍ଜନ ପାଇଁ ଯଥେଷ୍ଟ ସୁଯୋଗ ସୃଷ୍ଟି କରାଯାଇପାରିଛି। ସରକାରମାନେ ଧନସମ୍ପଦ ଜନ୍ମ କରିପାରିବେ ନାହିଁ କିମ୍ବା ଜୋର୍‌...

ads
ବ୍ୟଙ୍ଗ ରଚନା
ବିଦେଶରେ ସାହିତ୍ୟ
ଓଡ଼ିଶାର ମହାମନିଷୀ
ଆମ ଠିକଣା

ଓଡ଼ିଆସାହିତ୍ୟ
ଘର ନଂ.- S3H1-2, ଆର୍-ଡି-ଏ କଲୋନୀ
କଳିଙ୍ଗ ବିହାର, ଛେଣ୍ଡ୍
ରାଉରକେଲା-୭୬୯୦୧୫
ଟେଲିଫୋନ୍ ନଂ : ୮୭୬୩୨-୫୪୫୫୭
(ସୋମ - ଶନିବାର : ଦି ୧୦ ରୁ ସଂ ୬:୩୦)

ଲେଖା ପଠାନ୍ତୁ  
ଶୀର୍ଷପୃଷ୍ଠା TOP