ଯୋଗାଯୋଗ
/  ଅନ୍‌ଲାଇନ୍ ଓଡ଼ିଆ
/  
/  

Loading...

ମୃଣାଳ ଚାଟାର୍ଜୀ

ପ୍ରଥମେ ଜଣେ ସାମ୍ବାଦିକ ଭାବେ ନିଜର କର୍ମମୟ ଜୀବନ ଆରମ୍ଭ କରିଥିବା ମୃଣାଳ ଚାଟାର୍ଜୀ ସମ୍ପ୍ରତି ଢେଙ୍କାନାଳ ସ୍ଥିତ ଭାରତୀୟ ଗଣଯୋଗାଯୋଗ ପ୍ରତିଷ୍ଠାନର ମୁଖ୍ୟ ଭାବେ କାର୍ଯ୍ୟରତ। ମୁଖ୍ୟତଃ ରମ୍ୟ ରଚନା ଏବଂ ବ୍ୟଙ୍ଗ ଗଳ୍ପ ଲେଖୁଥିବା ମୃଣାଳ ଏବେ ରାଜ୍ୟର ବିଭିନ୍ନ ଓଡ଼ିଆ ସମ୍ବାଦପତ୍ରରେ ନିୟମିତ ସ୍ତମ୍ଭ ଲେଖିବା ସହ ଏକାଧିକ ପତ୍ରିକାରେ ମଧ୍ୟ ଲେଖନୀ ଚାଳନା ଜାରି ରଖିଛନ୍ତି।

ନିଜର ଲେଖା ପାଇଁ ଅଜସ୍ର ପାଠକୀୟ ସ୍ବୀକୃତୀ ହାସଲ କରିଥିବା ମୃଣାଳ ବହୁ ପୁରସ୍କାର ଓ ସମ୍ମାନରେ ସମ୍ବର୍ଦ୍ଧିତ। ତାଙ୍କର ପ୍ରକାଶିତ ପୁସ୍ତକ ଗୁଡ଼ିକ ମଧ୍ୟରେ “ଜଗତେ ଥିବ ଯେତେଦିନ”, “ଯମରାଜ-୫୦୦୩ ଉପନ୍ୟାସ”, “ରଙ୍ଗଢଙ୍ଗ” ଆଦି ବେଶ୍ ପରିଚିତ।

ଇଚ୍ଛା ପୁରଣ

ବିଶାଳ ଘଞ୍ଚ ବଣ। ବଣ ଭିତରେ ଥାଆନ୍ତି ଜଣେ ସିଦ୍ଧ ଯୋଗୀ। ଅନ୍ୟାନ୍ୟ ବହୁ ଜଙ୍ଗଲ ସହ ସେ ବଣଟି ବି କଟା ଚାଲିଥାଏ ନିର୍ବିଚାରରେ। ବିଶ୍ବ...

ପୂଜା ନା ସଜା

ବଜାରରୁ ଘରକୁ ଫେରିଲି ଯେ, ଦେଖିଲା ବେଳକୁ ଘରେ ଅନେକ କୁଣିଆମଇତ୍ର ଆସି ପହଞ୍ଚିଯାଇଛନ୍ତି। କଣ-ନା ପୂଜାରେ ବୁଲି ଆସିଲୁ। ନିଅ ଏବେ ଏମାନଙ୍କ ପାଇଁ ଜଳଖିଆ...

ଭାବମୂର୍ତ୍ତି

ବାବ୍‌ଲୁ ଖବରଟା ଦେଲା। ମୁନା, ଶୁଣିଲୁଣି ହିମାଂଶୁଟା ପାଗ୍‌ଲା ହୋଇଗଲାଣି। –ପାଗଳ ହୋଇଗଲାଣି? ସକାଳୁ ସକାଳୁ ଏମିତି ମର୍ମନ୍ତୁଦ ଖବରରେ ମୁଁ ଆବଶ୍ୟକ ମୁତାବକ ମର୍ମାହତ ହେଲି।...

ଗୋଟେ ସମୟ ଥିଲା

ସମୟ କେତେ ଜିନିଷ ବଦଳେଇ ଦିଏ। ଗୋଟିଏ ସମୟରେ ଯାହା ଅତି ମୂଲ୍ୟବାନ୍‌ ମନେ ହେଉଥିଲା, ଆଜି ତାହା ସାଧାରଣ ହୋଇଗଲାଣି। ପୁଣି ଗୋଟେ ସମୟରେ ଯାହା...

ଦାରିଦ୍ର୍ୟ ବୃଦ୍ଧିକରଣ ଦିବସ

ଆଜିକାଲି ବହୁତ ଡେ ପାଳନ କରାଯାଉଛି। ଫାଦରସ୍‌ ଡେ, ମଦରସ୍‌ ଡେ, ଡକ୍ଟରସ୍‌ ଡେ, ଚିଲ୍‌ଡ୍ରେନ୍‌ସ ଡେ, ଭ୍ୟାଲେଣ୍ଟାଇନ୍‌ ଡେ। ପୁଣି ପରିବେଶ ଦିବସ, ସ୍ବାସ୍ଥ୍ୟ ଦିବସ,...

ads
ବ୍ୟଙ୍ଗ ରଚନା
ବିଦେଶରେ ସାହିତ୍ୟ
ଓଡ଼ିଶାର ମହାମନିଷୀ
ଆମ ଠିକଣା

ଓଡ଼ିଆସାହିତ୍ୟ
ଘର ନଂ.- S3H1-2, ଆର୍-ଡି-ଏ କଲୋନୀ
କଳିଙ୍ଗ ବିହାର, ଛେଣ୍ଡ୍
ରାଉରକେଲା-୭୬୯୦୧୫
ଟେଲିଫୋନ୍ ନଂ : ୮୭୬୩୨-୫୪୫୫୭
(ସୋମ - ଶନିବାର : ଦି ୧୦ ରୁ ସଂ ୬:୩୦)

ଲେଖା ପଠାନ୍ତୁ  
ଶୀର୍ଷପୃଷ୍ଠା TOP