ଯୋଗାଯୋଗ
/  ଅନ୍‌ଲାଇନ୍ ଓଡ଼ିଆ
/  
/  

Loading...

ପରେଶ ପଟ୍ଟନାୟକ

ମୁଖ୍ୟତଃ ଗଳ୍ପ ଏବଂ ଉପନ୍ୟସ ଲେଖୁଥିବା ପରେଶ ପଟ୍ଟନାୟକଙ୍କ ବିଭିନ୍ନ ଲେଖାର ବିଷୟ ଏବଂ ଚରିତ୍ରଗୁଡ଼ିକ ବେଶ୍‌ ଜୀବନ୍ତ। ‘କଥା ଥିଲା’ ଓ ‘ଶେଷର ଆରମ୍ଭ’ ପରି ଉପନ୍ୟାସର ରଚୟିତା, ଲେଖକ ଶ୍ରୀ ପଟ୍ଟନାୟକଙ୍କର ‘ଛାୟା ପୁରୁଷ’ ନାମରେ ଏକ ଗଳ୍ପ ଗ୍ରନ୍ଥ ମଧ୍ୟ ରହିଛି। ବିଭିନ୍ନ ପତ୍ରପତ୍ରିକାରେ ପ୍ରକାଶିତ ଶ୍ରୀ ପଟ୍ଟନାୟକ ସାମ୍ପ୍ରତିକ ସମୟରେ ଜଣେ ପରିଚିତ ଲେଖକ। ନିଜର ଉପନ୍ୟାସ ପାଇଁ ଶ୍ରୀ ପଟ୍ଟନାୟକ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ମଧ୍ୟ ପାଇଛନ୍ତି।

No posts found for this author.

ads
ବ୍ୟଙ୍ଗ ରଚନା
ବିଦେଶରେ ସାହିତ୍ୟ
ଓଡ଼ିଶାର ମହାମନିଷୀ
ଆମ ଠିକଣା

ଓଡ଼ିଆସାହିତ୍ୟ
ଘର ନଂ.- S3H1-2, ଆର୍-ଡି-ଏ କଲୋନୀ
କଳିଙ୍ଗ ବିହାର, ଛେଣ୍ଡ୍
ରାଉରକେଲା-୭୬୯୦୧୫
ଟେଲିଫୋନ୍ ନଂ : ୮୭୬୩୨-୫୪୫୫୭
(ସୋମ - ଶନିବାର : ଦି ୧୦ ରୁ ସଂ ୬:୩୦)

ଲେଖା ପଠାନ୍ତୁ  
ଶୀର୍ଷପୃଷ୍ଠା TOP